ଖବରଦାତା ରୋହିତ ବିଶ୍ୱାଳଙ୍କ ବିୟୋଗ: ପରିବାର, ଗ୍ରାମବାସୀ ସ୍ତବ୍ଧ

ମ.ରାମପୁର,୬ା୨: ରୋହିତ ବିଶ୍ୱାଳଙ୍କ ସ୍ତ୍ରୀ ମାଧବୀ, ଗୋଟେ ଝିଅ ଓ ପୁଅ ଅଛନ୍ତି। ପୂର୍ବରୁ ତାଙ୍କର ବାପାଙ୍କ ମୃତ୍ୟୁ ହୋଇଥିବାବେଳେ ମା’ ରେବତୀ ଓ ସ୍ତ୍ରୀପିଲାଙ୍କ ସହ ରୋହିତ ନିଜ ଗ୍ରାମ ମୋହନଗିରିରେ ରହୁଥିଲେ। ରୋହିତଙ୍କ ଅକାଳ ମୃତ୍ୟୁ ଖବର ପାଇ ସମ୍ପୂର୍ଣ୍ଣ ପରିବାର ଭାଙ୍ଗି ପଡ଼ିଛି। ୧୪ବର୍ଷର ଝିଅ ଆଦ୍ୟାଶା ଏବଂ ୧୨ବର୍ଷର ପୁଅ ଆରୁଶ ବାପା ଛେଉଣ୍ଡ ହୋଇଯାଇଛନ୍ତି। ଏପରି କି ମୋହନଗିରି ଗ୍ରାମ ସ୍ତବ୍ଧ ହୋଇଯାଇଛି। ରୋହିତଙ୍କ ମରଶରୀରକୁ ମଦନପୁର ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଛି। ସେଠାରେ ପରିବାର ଲୋକ ପହଞ୍ଚତ୍ଛନ୍ତି। ରାତିରେ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଥାନା ଅଧିକାରୀ ସଚ୍ଚିନ୍ଦ୍ର ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୨।୯: ଆଜି ଅପରାହ୍ନରେ ମାଲକାନଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ବନ୍ୟା ସ୍ଥିତି ସମୀକ୍ଷା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ...

ଆଜି ରାଜ୍ୟରେ ଅନୁଷ୍ଠିତ ହେବ ନିଯୁକ୍ତି ମେଳା: ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେବେ ମୋହନ ସରକାର

ଭୁବନେଶ୍ୱର,୧୨।୯: ଆଜି ରାଜ୍ୟରେ ନିଯୁକ୍ତି ମେଳା ଅନୁଷ୍ଠିତ ହେବ। ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନ କନ୍‌ଭେନ୍‌ଶନ...

ସୁଭଦ୍ରା ଯୋଜନା ଦରଖାସ୍ତ ପାଇଁ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଗିରଫ ହେଲେ ୨ ଜନସେବା କର୍ମଚାରୀ

ଭୁବନେଶ୍ୱର,୧୨।୯: ସୁଭଦ୍ରା ଯୋଜନା ଦରଖାସ୍ତ ପାଇଁ ଅର୍ଥ ଦାବି ମହଙ୍ଗା ପଡ଼ିଲା। ଭୁବନେଶ୍ବରର ୨ ଜନସେବା କେନ୍ଦ୍ର କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ଉଭୟେ ନିଳାଦ୍ରିବିହାର...

ସାଂଘାତିକ ଅଭିଯୋଗ ଆଣିଲେ ସୁନୀତି ମୁଣ୍ଡ, ଭାଜପାର ଏହି ନେତା ଦେଉଥିଲେ ନିର୍ଯାତନା ସହ ଧମକ

ଭୁବନେଶ୍ୱର,୧୨।୯: ଭାରତୀୟ ଜନତା ପାର୍ଟି ଭାଜପାରୁ ନିଲମ୍ବିତ ହେବାର କିଛି ଦିନ ପରେ ମୁହଁ ଖୋଲିଛନ୍ତି ସୁନୀତି ମୁଣ୍ଡ। ନିଲମ୍ବନ ପରେ ସେ ପାର୍ଟି ବିରୋଧରେ...

କ୍ୱାକ୍‌ଙ୍କ କବଳରେ ରୋଗୀ

ମହାକାଳପଡ଼ା,୧୨ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବିଭିନ୍ନ ଗ୍ରାମରେ ନକଲି ଡାକ୍ତର ତଥା କ୍ୱାକ୍‌ଙ୍କ ପ୍ରଭାବ ବଢ଼ି ଚାଲିଛି। ରାଜ୍ୟ ବାହାରୁ ଆସୁଥିବା...

ମହିଳାଙ୍କ ବେକରୁ ସୁନା ଚେନ ଲୁଟ ଉଦ୍ୟମ ପଣ୍ଡ

ରାୟଗଡ଼ା,୧୨।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ପୁରୁଣା ପୋଲିସ ଷ୍ଟେସନ ସମ୍ମୁଖରେ ମହିଳାଙ୍କ ବେକରୁ ଚେନ ସ୍ନାଚିଂ ଘଟଣା ସାମ୍ନାକୁ ଆସିଛି। ତେବେ ବେକରେ...

ସରକାରଙ୍କୁ ସମାଲୋଚନା କଲେ ଶଙ୍କରାଚାର୍ଯ୍ୟ

ପୁରୀ,୧୨ା୯(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାର ନୂଆ ଅବକାରୀ ନୀତି ଲାଗୁ କରିଛନ୍ତି। ଏହି ନୂଆ ଆଇନର ପ୍ରାବଧାନ ଅନୁଯାୟୀ, ଏଣିକି ସମୁଦ୍ର ବେଳାଭୂମି ଓ...

ବିଜେଡିରେ ବଢ଼ୁଛି କନ୍ଦଳ

ପାରାଦୀପ/ କୁଜଙ୍ଗ, (ଶରତ ରାଉତ/ମନୋଜ ପ୍ରଧାନ),୧୨ା୯: ସାଧାରଣ ନିର୍ବାଚନରେ ପାରାଦୀପ ନିର୍ବାଚନ ମଣ୍ଡଳୀରେ ବିଜେଡିର ପରାଜୟକୁ ଅନେକେ ନେତା ଓ କର୍ମୀ ଗ୍ରହଣ କରିପାରୁନାହାନ୍ତି। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri