ଖବରଦାତା ରୋହିତ ବିଶ୍ୱାଳଙ୍କ ବିୟୋଗ: ପରିବାର, ଗ୍ରାମବାସୀ ସ୍ତବ୍ଧ

ମ.ରାମପୁର,୬ା୨: ରୋହିତ ବିଶ୍ୱାଳଙ୍କ ସ୍ତ୍ରୀ ମାଧବୀ, ଗୋଟେ ଝିଅ ଓ ପୁଅ ଅଛନ୍ତି। ପୂର୍ବରୁ ତାଙ୍କର ବାପାଙ୍କ ମୃତ୍ୟୁ ହୋଇଥିବାବେଳେ ମା’ ରେବତୀ ଓ ସ୍ତ୍ରୀପିଲାଙ୍କ ସହ ରୋହିତ ନିଜ ଗ୍ରାମ ମୋହନଗିରିରେ ରହୁଥିଲେ। ରୋହିତଙ୍କ ଅକାଳ ମୃତ୍ୟୁ ଖବର ପାଇ ସମ୍ପୂର୍ଣ୍ଣ ପରିବାର ଭାଙ୍ଗି ପଡ଼ିଛି। ୧୪ବର୍ଷର ଝିଅ ଆଦ୍ୟାଶା ଏବଂ ୧୨ବର୍ଷର ପୁଅ ଆରୁଶ ବାପା ଛେଉଣ୍ଡ ହୋଇଯାଇଛନ୍ତି। ଏପରି କି ମୋହନଗିରି ଗ୍ରାମ ସ୍ତବ୍ଧ ହୋଇଯାଇଛି। ରୋହିତଙ୍କ ମରଶରୀରକୁ ମଦନପୁର ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଛି। ସେଠାରେ ପରିବାର ଲୋକ ପହଞ୍ଚତ୍ଛନ୍ତି। ରାତିରେ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଥାନା ଅଧିକାରୀ ସଚ୍ଚିନ୍ଦ୍ର ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରାୟତ୍ତ ଉଦ୍ୟୋଗକୁ ସୁରକ୍ଷା: ଭାରତୀୟ ମଜଦୁର ସଂଘ ପକ୍ଷରୁ ବିକ୍ଷୋଭ

ବଅଁରପାଳ,୧୦।୬(ଡି.ଏନ୍‌.ଏ.): ଲାଭଦାୟକ ସଂସ୍ଥା ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କମ୍ପାନୀଗୁଡ଼ିକୁ କେନ୍ଦ୍ର ସରକାର ଘରୋଇକରଣ କରିବା ପାଇଁ ମସୁଧା କରୁଛନ୍ତି। ଏହାର ବିରୋଧରେ ଭାରତୀୟ ମଜଦୁର ସଂଘ...

୧୦ ଦିନ ପାଇଁ ବିଜେଡି ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ୍‌ର ଅହେତୁକ ଦରବୃଦ୍ଧି ବିରୋଧରେ ବିଜେଡି ଆରମ୍ଭ କରିଥିବା ଆନ୍ଦୋଳନକୁ ୧୦ଦିନ ପାଇଁ ସ୍ଥଗିତ ରଖିଛି। ତୈଳ...

ଗାଡ଼ି ଚଳାଇବା ବେଳେ ମୋବାଇଲରେ କଥା ହେବା ହେଲା କାଳ: ଅଟୋ ଓଲଟି ୭ ଛାତ୍ରୀଛାତ୍ର ଆହତ, ଜଣେ ଗୁରୁତର

ଚନ୍ଦ୍ରଗିରି,୯।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଜାଲିବାଡ଼ଇ ଗ୍ରାମ ନିକଟରେ ଶୁକ୍ରବାର ସକାଳେ ଏକ ଅଟୋ ଓଲଟି ପଡିବାରୁ ୮ ଛାତ୍ରୀଛାତ୍ର ଆହତ ହୋଇଥିବା ବେଳେ...

ଆଦାୟ ଟିକସ ଫେରାଅ: ପୃଥ୍ବୀରାଜ

ଭୁବନେଶ୍ବର,୧୦ା୨(ବ୍ୟୁରୋ): ବିଏମ୍‌ସିର ହୋଲ୍‌ଡିଂ ଟିକସ ବୃଦ୍ଧି ନିଷ୍ପତ୍ତି ବେଆଇନ ବୋଲି ହାଇକୋର୍ଟଙ୍କ ରାୟ ପ୍ରକାଶ ପାଇଛି। ଏହା ବିଏମ୍‌ସିକୁ ଶକ୍ତ ଚାପୁଡ଼ା ଏବଂ ହୋଲ୍‌ଡିଂ ଟିକସ...

ହାଇ ପ୍ରୋଫାଇଲ ଆନ୍ତଃରାଜ୍ୟ ଠକ ଗିରଫ

ଭୁବନେଶ୍ୱର,୨୯।୯(ବ୍ୟୁରୋ):ଦାମୀ ପୋଷାକ ପିନ୍ଧିବା ସହ ଦାମୀ ଗାଡ଼ି ଚଢୁଥିଲେ। ନିଜକୁ ସମ୍ଭ୍ରାନ୍ତ ଶ୍ରେଣୀର ପରିଚୟ ଦେଇ ଠକେଇର ନୂଆ କୌଶଳ ଆପଣାଇଥିଲେ। ଦୋକାନୀଙ୍କୁ ଟଙ୍କା ଟ୍ରାନ୍ସଫର୍‌ର...

ପଦ୍ମପୁର ଉପନିର୍ବାଚନ: ଚାଲିଛି ଭୋଟ ଗଣତି

ପଦ୍ମପୁର, ୮।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପଦ୍ମପୁର ଆର୍‌ଏମ୍‌ସି...

୫ ହଜାର ଲାଞ୍ଚ ନେବା ବେଳେ ଦର୍ପନାରାୟଣପୁର ଫରେଷ୍ଟର, ଓ୍ବାଚ୍‌ର୍‌ ଭିଜିଲାନ୍ସ ଦ୍ୱାରା ଗିରଫ

ରଣପୁର,୨୩ ।୧୦(ସ୍ବ.ପ୍ର.)-ଜଙ୍ଗଲରୁ ଜାଳେଣି କାଠ ବିକ୍ରି ପାଇଁ ଲାଞ୍ଚ ନେଉଥିବାବେଳେ ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜ ଦର୍ପନାରାୟଣପୁର ଫରେଷ୍ଟର ଆଲୋକ କୁମାର ଗୁରୁ ଓ ୱାଚର...

ମା’ ଆଗରେ ଚାଲିଗଲା ପୁଅ ଜୀବନ

ଢେଙ୍କାନାଳ ଅଫିସ, ୧୬।୧୨: ମାମୁ ଘରକୁ ଯାଇ ଫେରୁଥିବାବେଳେ ବାଇକ୍‌କୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ୍‌। ମା’ଙ୍କ ଆଖି ଆଗରେ ଛଟପଟ ହୋଇଚାଲିଗଲା ୧୨ ବର୍ଷର...

Advertisement
Archives

Model This Week