ଖବରଦାତା ରୋହିତ ବିଶ୍ୱାଳଙ୍କ ବିୟୋଗରେ ଶୋକ

କର୍ଲାମୁଣ୍ଡା,୫ା୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକର ମୋହନଗିରି ଅଞ୍ଚଳର ଯୁବ ଖବରଦାତା ରୋହିତ କୁମାର ବିଶ୍ବାଳଙ୍କର ଶନିବାର ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ମୃତ୍ୟୁ ଘଟିଛି। ଏହି ଖବର ପ୍ରଚାରିତ ହେବା ମାତ୍ରେ ସମଗ୍ର ଜିଲା ସାରା ଖବରଦାତା ମହଲରେ ଶୋକ ପ୍ରକାଶ ପାଇବା ସହ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସ୍ବର ଉଠିଛି।

କର୍ଲାମୁଣ୍ଡା ପ୍ରେସ କ୍ଲବ ପକ୍ଷରୁ ପ୍ରେସ କ୍ଲବ୍‌ ସଭାପତି ତଥା ଓଜେୟୁର ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ନରୋତ୍ତମ ସେଲ୍‌ମା, ସମ୍ପାଦକ ତଥା କର୍ଲାମୁଣ୍ଡା ବ୍ଲକ ‘ଧରିତ୍ରୀ’ ଖବରଦାତା ପ୍ରଦୀପ କୁମାର ସାହୁ, କମ୍ବୁପାଣି ସାହୁ, ଭଜଶ୍ୟାମ ସାହୁ, ଯୁବରାଜ ସାହୁ, ସୁଶାନ୍ତ ରଣା, ପ୍ରଦୀପ ରଣା, ଜଗଦୀଶ ପ୍ରସାଦ ରଣା ପ୍ରମୁଖ ଶୋକ ପ୍ରକଟ କରିବା ସହ ରୋହିତଙ୍କୁ ଶହୀଦ ମାନ୍ୟତା, ୫୦ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ଅର୍ଥ ସହାୟତା ଓ ପରିବାରର ଜଣଙ୍କୁ ଚାକିରି ଯୋଗାଇ ଦେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ୨ମାସ ପରେ ନାବାଳିକା ଉଦ୍ଧାର: ଶିକ୍ଷୟିତ୍ରୀଙ୍କ ଟୁଇଟ୍‌ ପରେ ଘଟଣାର ପର୍ଦ୍ଦାଫାଶ

ସୋରଡା,୧ା୧୨(ଡି.ଏନ୍‌.ଏ.)- ପୁରୀ ଜିଲା ପିପିଲି ଅଞ୍ଚଳର ଏକ ସରକାରୀ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ୨ ମାସ ହେଲା ସ୍କୁଲକୁ ଆସୁ ନଥିଲେ। ଶିକ୍ଷୟିତ୍ରୀ ଜାଣିଲେ...

ଆଇନ ବିଭାଗକୁ ସୁପାରିସ କରୁନି ପରିଚାଳନା କମିଟି

ପୁରୀ ଅଫିସ,୯।୮:ଶ୍ରୀମନ୍ଦିର ରତ୍ନଭଣ୍ଡାରର ଯାଞ୍ଚ ଓ ମରାମତି ପାଇଁ ସବୁ ମହଲରେ ଦାବି ହେଉଥିବା ସତ୍ତ୍ବେ ପ୍ରଶାସନ କର୍ଣ୍ଣପାତ କରୁନାହିଁ। ଫଳରେ ରତ୍ନଭଣ୍ଡାର ଓ ସେଥିରେ...

ମାନବିକତା ଦେଖାଇଲେ ମନ୍ତ୍ରୀ: ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ପହଞ୍ଚାଇଲେ ଡାକ୍ତରଖାନାରେ

ସଇଁତଲା,୨୨।୧: ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଦୁର୍ଘଟଣାଗ୍ରସ୍ତ ଜଣେ ମହିଳାଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ସଇଁତଲା...

ସୁବର୍ଣ୍ଣପୁରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା

ସୋନପୁର,୫।୬(ନି.ପ୍ର.)-ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶୁକ୍ରବାର ସୁବର୍ଣ୍ଣପୁରର ବିଭିନ୍ନ ମନ୍ଦିରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ପାଳିତ ହୋଇଯାଇଛି । ଏଥିପାଇଁ ସହରର ଗଡଭିତର ଜଗନ୍ନାଥ ମନ୍ଦିର, ଘୋଡାଘାଟପଡାର ଦଧିବାମନ...

ପୋଖରୀରୁ କଙ୍କାଳ ଉଦ୍ଧାର ଘଟଣା: ଅପମୃତ୍ୟୁ ମାମଲା ହେଲା ହତ୍ୟା ମାମଲା

ଦିଗପହଣ୍ଡି,୧୫ା୯(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମ ସୋଲ ପୋଖରୀ କାମ ଚାଲିଥିବା ବେଳେ ଏପ୍ରିଲ ୧ ତାରିଖ ସନ୍ଧ୍ୟାରେ ଅଖାରେ ଭର୍ତ୍ତି ଏକ ନରକଙ୍କାଳ...

ଏଟିଏମ୍‌ ତାଡି ଟଙ୍କା ଲୁଟୁଥିଲେ ଦୁର୍ବୃତ୍ତ, ଆଉ ଶେଷରେ…

ପାରଳାଖେମୁଣ୍ଡି,୭।୧୨(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି କ୍ରିଷ୍ଣା ସିନେମା ହଲ ନିକଟରେ ଥିବା ଏସ୍‌ବିଆଇ ଏଟିଏମରୁ ସୋମବାର ରାତିରେ ଲୁଟ୍‌ ଉଦ୍ୟମ ହୋଇଛି। ଦୁର୍ବୃତ୍ତ ଏଟିଏମ୍‌ ତାଡ଼ି...

ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗ: ଆଙ୍କରୋଡ଼ା ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଦିଗପହଣ୍ଡି,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କରୋଡ଼ା ସରପଞ୍ଚ ତଥା ବିଜେଡି ନେତା ଉଷାନ୍ତ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ...

ବିକି ଦେଉଛନ୍ତି ଆବାସ

ଦଶମନ୍ତପୁର,୧୭ା୮ ( ଅରବିନ୍ଦ ନାୟକ ): କୌଣସି ମୌଳିକ ସୁବିଧା ସୁଯୋଗ ପାଉ ନ ଥିବା ଲୋରେଶ ଗ୍ରାମବାସୀ ସୋମବାର ବିଡିଓ ଡମ୍ବରୁଧର ମଲ୍ଲିକଙ୍କୁ ଭେଟି...

Advertisement
Archives

Model This Week