ଖବରଦାତାଙ୍କୁ ମାଡ଼ ଘଟଣା: କାର୍ଯ୍ୟାନୁଷ୍ଠାନ ପାଇଁ ଦାବିପତ୍ର

ପାଟଣା,୨୬।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ବାମପାଟଣା ପ୍ରେସ କ୍ଲବ ତରଫରୁ ସୋମବାର କେନ୍ଦ୍ରାପଡ଼ାରେ ଖବରଦାତାଙ୍କୁ ପୋଲିସର ମାଡ଼ ମାରିବା ଘଟଣାକୁ ଦୃଢ଼ ନିନ୍ଦା କରାଯାଇଛି। ଏହା ସହ ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପାଟଣା ତହସିଲଦାର ତାପସ ରଞ୍ଜନ ଦେହୁରୀଙ୍କ ମାଧ୍ୟମରେ ଦାବି ପତ୍ର ପ୍ରଦାନ କରାଯାଇଛି। ସ୍ବାମ ପାଟଣା ପ୍ରେସ କ୍ଲବର ସଭାପତି ମହେଶ୍ୱର ପୃଷ୍ଟିଙ୍କ ସହ ଉପସଭାପତି ବୀରକିଶୋର ଦାଶ, ରଞ୍ଜନ କୁମାର ବାରିକ, ସମ୍ପାଦକ ବିଜୟ ରତ୍ନ ପତି ପ୍ରମୁଖ ତହସିଲଦାରଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଡିସିପିଙ୍କ ବଡ଼ ବୟାନ, ଯାଞ୍ଚ କରାଯିବ….

କଟକ,୬ା୭:  ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ବଡ଼ ପ୍ରତିକ୍ରିୟା ଦେଇଛନ୍ତି । ୨ ଆଇଆଇସି, ଜଣେ ଏସ୍‌ପି,…

ଜୀବିକାରେ ବାଧକ ସାଜିଛି ଲଘୁଚାପ ବର୍ଷା, ସମୁଦ୍ରରୁ କୂଳକୁ ଫେରୁଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୬ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଓଡ଼ିଶା ଉପକୂଳରେ ଭୀଷଣ ବର୍ଷା…

ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକରେ ଗୁରୁତ୍ବପୂର୍ଣ୍ଣ ମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ, କର୍ଡନ ପାସକୁ ନେଇ କଡ଼ା ନିର୍ଦ୍ଦେଶ

ଭୁବନେଶ୍ବର,୬।୭: ପାଖେଇ ଆସୁଛି ରଥଯାତ୍ରା । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ରଥଯାତ୍ରା ସମୀକ୍ଷା ବୈଠକ କରିଛନ୍ତି ।  କର୍ଡନ ପାସ୍ ଉପରେ…

ସାର ପକାଇବାବେଳେ ଜମିରେ ହଠାତ୍‌ ହୋଇଗଲା ୧୦ ଫୁଟର ଦୁଇଟି ଗାତ, ଭୟରେ ଅଞ୍ଚଳବାସୀ

ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ନବରଙ୍ଗପୁର ବ୍ଲକ ଆମ୍ବଦଳା କୋଡ୍ରିଗୁଡ଼ା ଗାଁରେ ରବିବାର ଲୋକେ ଚାଷ ଜମିରେ ସାର ପକାଉଥିବା ବେଳେ ହଠାତ୍‌ ଶବ୍ଦ କରି ମାଟି ଧସିବା ସହ…

ଶ୍ରୀକ୍ଷେତ୍ରପୁରୀ-ଶାବର ଶ୍ରୀକ୍ଷେତ୍ର ସ୍ପେଶାଲ ଟ୍ରେନ ଚଳାଚଳ ଆଜି, ଉଦଘାଟନ କରିବେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା, ୬।୭,( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ରପୁରୀରୁ ଶାବର ଶ୍ରୀକ୍ଷେତ୍ର କୋରାପୁଟ ସ୍ପେସିଆଲ ଏକ୍ସପ୍ରେସ ଟ୍ରେନ ନ .୦୮୪୦୯ ଟ୍ରେନକୁ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ…

ବର୍ଷାରେ ବେହାଲ ବରଗଡ଼ ସହର, ତଳି ଅଞ୍ଚଳ ଜଳମଗ୍ନ

ବରଗଡ଼,୬।୭,(ପ୍ରେମାନନ୍ଦ ଖମାରୀ): ବିିକଶିତ ବରଗଡ଼ ଲକ୍ଷ୍ୟ ନେଇ ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହୋଇଛି। ସେଠାରେ ଡ୍ରେନ ନିର୍ମାଣ କରାଯାଇଛି। କେଉଁଠି ଡ୍ରେନ ନିର୍ମାଣ ସରିଛି ତ ଆଉ…

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri