Posted inଜାତୀୟ

‘କରପଶନ ହାଜ ମେନି ଫାଦର୍ସ…’ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୫।୧୧: ଛତିଶଗଡ଼ ବିଧାନସଭା ନିର୍ବାଚନ ପୂର୍ବରୁ ମହାଦେବ ବେଟିଂ ଆପ ମାମଲା ସହ ଜଡିତ ଜଣେ ବ୍ୟକ୍ତି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଟଙ୍କା ଦେବା ଦାବି ଉପରେ ଭାଜପା ଆକ୍ରମଣାତ୍ମକ ଢଙ୍ଗ ଦେଖାଇଛି।
ଏହି କ୍ରମରେ ରବିବାର ଦିଲ୍ଲୀରେ ଅନୁଷ୍ଠିତ ଭାଜପା ସାମ୍ବାଦିକ ସମ୍ମିଳନୀରେ ଭାଜପା ନେତା ସୁଦର୍ଶନ ତ୍ରିବେଦୀ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କୁ କଡ଼ା ଟାର୍ଗେଟ କରିଛନ୍ତି। ଦୁର୍ନୀତିର ଅନେକ ପିତା ଅଛନ୍ତି ବା କରପଶନ ହାଜ ମେନି ଫାଦର୍ସ ବୋଲି କହି ସୁଦର୍ଶନ ତ୍ରିବେଦୀ ମୁଖ୍ୟମନ୍ତ୍ରୀ ବାଘେଲଙ୍କୁ ଟାର୍ଗେଟ କରିଛନ୍ତି।
ସୂଚନାଯୋଗ୍ୟ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏହି ମାମଲା ସହ ଜଡିତ ଜଣେ ବ୍ୟକ୍ତିଙ୍କ ବୟାନକୁ ଦର୍ଶାଇ ଦାବି କରିଛି ଯେ ମହାଦେବ ବେଟିଂ ଆପର ପ୍ରମୋଟରମାନେ ଏପର୍ଯ୍ୟନ୍ତ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କୁ ପ୍ରାୟ ୫୦୮ କୋଟି ଟଙ୍କା ପ୍ରଦାନ କରିଛନ୍ତି ଏବଂ ଏହାକୁ ଯାଞ୍ଚ କରାଯିବା କଥା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା, ଦଳ ଛାଡିଲେ ବଡ଼ ନେତା

ଭୁବନେଶ୍ୱର,୧୦।୩: ବିଜେଡିକୁ ଶକ୍ତ ଝଟ୍‌କା। ଦଳରୁ ଇସ୍ତଫା ଦେଲେ ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା । ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା ବିଜୁ ଜନତା…

ମାଥ୍ୟୁ ହେଡେନଙ୍କୁ ମିଳିଲା ଗୁରୁଦାୟିତ୍ୱ

ଅହମଦାବାଦ,୧୦ା୩: ଅଷ୍ଟ୍ରେଲିଆର ପୂର୍ବତନ ଓପନର ମାଥ୍ୟୁ ହେଡେନଙ୍କୁ ମଙ୍ଗଳବାର ଆଗାମୀ ଆଇପିଏଲ୍‌ ସିଜନ ଲାଗି ଗୁଜରାଟ ଟାଇଟନ୍ସ ପକ୍ଷରୁ ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି। ଦୁଇ…

ଯୁଦ୍ଧ ଭିତରେ ଚାଇନାର ଭୟଙ୍କର ପ୍ଲାନ! ବିଶ୍ୱରେ ପଡିଲା ଚହଳ

ବେଜିଂ,୧୦।୩: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ରାଷ୍ଟ୍ର, ଯୁକ୍ତରାଷ୍ଟ୍ର, ଇରାନ ସହିତ ଚାଲିଥିବା ସଂଘର୍ଷ ପାଇଁ ତାର ସମସ୍ତ ଶକ୍ତି ଲଗାଇ ଦେଇଥିବା ବେଳେ, ଚାଇନା ଏକ ଭୟଙ୍କର…

ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରି ଚମକାଇଲେ ରିଙ୍କୁ ସିଂ, କହିଦେଲେ…

ଅହମଦାବାଦ,୧୦ା୩: ଫାଇନାଲରେ ନ୍ୟୁଜିଲାଣ୍ଡକୁ ହରାଇ ଭାରତ ଚାମ୍ପିୟନ ହେବା ପରେ ଭାରତୀୟ ଦଳର ଷ୍ଟାର ରିଙ୍କୁ ସିଂ ତାଙ୍କ ସ୍ବର୍ଗତ ବାପା ଖାନଚାନ୍ଦ ସିଂଙ୍କ ଲାଗି ଏକ…

ଆଶ୍ରମ ବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ: ତଥ୍ୟରେ ତାଳମେଳ ନ ଥିବାରୁ ବଢୁଛି ଉତ୍ତେଜନା, ବାହୁନି କାନ୍ଦୁଛନ୍ତି ମା’  

ପଟ୍ଟାଙ୍ଗି/ସୁନାବେଡା, ୧୦।୩ (ଶରତ କୁମାର ଧଳ/କୃତ୍ତିବାସ ପ୍ରଧାନ): ଜବାହାର ନବୋଦୟ ବିଦ୍ୟାଳୟର ତିନି ଛାତ୍ରଙ୍କ ମୃତ୍ୟୁ ଘଟଣାର ମାତ୍ର ତିନି ଦିନ ପରେ ପୁଣି ଜଣେ ଆଶ୍ରମ…

ଅର୍ଶଦୀପଙ୍କୁ ଜରିମାନା, ଜାଣନ୍ତୁ କାହିଁକି…

ଦୁବାଇ, ୧୦ା୩: ଅହମଦାବାଦରେ ଅନୁଷ୍ଠିତ ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଫାଇନାଲ ସମୟରେ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଡେରିଲ ମିଚେଲଙ୍କୁ ଲକ୍ଷ୍ୟ କରି ଅକ୍ରମଣାତ୍ମକ ଢଙ୍ଗରେ ବଲ୍‌ ଫିଙ୍ଗିଥିବାରୁ…

ଯୁଦ୍ଧବେଳେ ଫସିଗଲା ଚାଇନା! ଆମେରିକା କଲା ବଡ଼ ଗେମ୍‌…

ବେଜିଂ,୧୦।୩: ଇରାନ-ଆମେରିକା ଯୁଦ୍ଧରେ ସବୁଠାରୁ ଚର୍ଚ୍ଚିତ ପ୍ରସଙ୍ଗ ହେଉଛି ହର୍ମୁଜ, ଯାହା ବିଷୟରେ ଇରାନ ପୂର୍ୱରୁ ଆମେରିକାକୁ ଚେତାବନୀ ଦେଇ ଆସୁଥିଲା। ବିବାଦ ବଢ଼ିବା ସହିତ ଆମେରିକାର…

ରାଉରକେଲା IGHରେ ଅଭାବନୀୟ ଘଟଣା: ଟଏଲେଟ୍‌ ପ୍ୟାନ୍‌ ଭିତରୁ ନବଜାତକର ମୃତଦେହ ଉଦ୍ଧାର, ବଢ଼ିଲା ଚର୍ଚ୍ଚା

ରାଉରକେଲା, ୧୦।୩ (ସଂଗୀତା ଜେନା): ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ (IGH) ପରିସରରେ ଏକ ହୃଦୟ ବିଦାରକ ତଥା ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ହସ୍ପିଟାଲର ଜରୁରୀକାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri