ଉନ୍ନତି ନାମରେ ଦୁର୍ନୀତି ହେଉଛି: କଂଗ୍ରେସ

ଭଦ୍ରକ,୧୦।୭(ସନାତନ ରାଉତ): ଭଦ୍ରକ ବିଧାନସଭା କ୍ଷେତ୍ରରେ ଉନ୍ନତି ନାମରେ ବ୍ୟାପକ ଦୁର୍ନୀତି ହେଉଛି l ବିନା ପିସିରେ କୌଣସି କାମ ହେଉନାହିଁ l ଠିକାଦାରମାନେ ନିମ୍ନମାନର କାମ କରୁଛନ୍ତି । ନିମ୍ନମାନର କାର୍ଯ୍ୟ ଯୋଗୁ ଭଦ୍ରକାଳୀ ପୋଖରୀ ପାଚେରୀ ସହ ଏରଡ଼ାରେ ପୋଖରୀ ପାଚେରୀ ଧସିପଡିଲା ବୋଲି ଖବରଦାତା ସମ୍ମିଳନୀରେ କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି।
ଭଦ୍ରକ ବିଧାନସଭାର କଂଗ୍ରେସ ନେତା ନଳିନୀକାନ୍ତ ମହାନ୍ତି ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ସମ୍ମିଳନୀରେ କହିଛନ୍ତି, ପୌରାଞ୍ଚଳରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ଥିବାରୁ ସହରରେ କୃତିମ ବନ୍ୟା ସୃଷ୍ଟି ହେଉଛି। ମୋଚି ଛକଠାରୁ ଭଦ୍ରକାଳୀ ରାସ୍ତା ନିର୍ମାଣ ରାତିରେ କାହିଁକି କରାଯାଉଛି ବୋଲି ସେ ପ୍ରଶ୍ନ କରିଛନ୍ତି l ଭଦ୍ରକରେ ନିଶା ମାଫିଆଙ୍କ ଦୌରତ୍ମ୍ୟ ବଢ଼ି ଚାଲିଥିବା ବେଳେ ନିଶା କାରବାରରେ ସମ୍ପୃକ୍ତ ଗିରଫ ଯୁବକଙ୍କ ଫଟୋ ବିଧାୟକଙ୍କ ସହିତ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳୁଛି ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri