ଆମ ଜଙ୍ଗଲ ଯୋଜନାରେ ଦୁର୍ନୀତି: ନିଲମ୍ବିତ ହେଲେ ଫରେଷ୍ଟର

କୋକସରା,୮।୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଧର୍ମଗଡ଼ ବନାଞ୍ଚଳ ଆମପାଣି ଫରେଷ୍ଟର ଜଗନ୍ନାଥ ନାଗଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଆମ ଜଙ୍ଗଲ ଯୋଜନାରେ କାର୍ଯ୍ୟ କରିଥିବା ଶ୍ରମିକଙ୍କ ଲକ୍ଷାଧିକ ଟଙ୍କା ବାଟମାରଣା ମାମଲାରେ ଦକ୍ଷିଣ ବନଖଣ୍ଡ ଅଧିକାରୀ ଲାଡେ ଗଜାନନ ଦୟାନନ୍ଦ ଫରେଷ୍ଟର ନାଗଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି।
ଏ ନେଇ ଧର୍ମଗଡ ରେଞ୍ଜ ଅଧିକାରୀ ଭାବନୀ ଶଙ୍କର କଅଁର କହିଛନ୍ତି, ଗତ ମାର୍ଚ୍ଚ ୨୧ ତାରିଖରେ ୬ଟି ଜଙ୍ଗଲ ସୁରକ୍ଷା କମିଟିର ସଭାପତି, ସମ୍ପାଦକ ଏବଂ ଶ୍ରମିକମାନେ ମଜୁରି ଆତ୍ମସାତ ଅଭିଯୋଗରେ ଫରେଷ୍ଟର ଏବଂ ଦୋଷୀ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଆନ୍ଦୋଳନ କରିଥିଲେ । ଏହାର ତଦନ୍ତ ପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଜଗନ୍ନାଥ ନାଗ ନିଲମ୍ବିତ ପରେ ମନୀଷା ପଟ୍ଟନାୟକଙ୍କୁ ଆମପାଣି ଫରେଷ୍ଟର ଭାବେ ଦାୟିତ୍ୱ ଦିଆ ଯାଇଥିବା ବିଭାଗ ପକ୍ଷରୁ ସୂଚନା ମିଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଛତିଶା ନିଯୋଗ ବୈଠକ ଆରମ୍ଭ

ପୁରୀ ଅଫିସ, ୧୭ା୧୨: ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ବୁଧବାର ଆରମ୍ଭ ହୋଇଛି। ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିବା ଥିବା ଏହି...

ଖତ ଖାଉଛି ୨୦୦ କୁଇଣ୍ଟାଲ ଫାଇଲିନ ଚାଉଳ

ବାହାନଗା, ୨୬।୬(ଡି.ଏନ.ଏ.) ଫାଇଲିନ ବାତ୍ୟାକୁ ପୂରିଲାଣି ୮ବର୍ଷ ୬ମାସ। ହେଲେ ଫାଇଲିନରେ କ୍ଷତିଗ୍ରସ୍ତ ପରିବାର ଲାଗି ରିଲିଫ୍‌ ବାବଦକୁ ଆସିଥିବା ୨ଶହରୁ ଊର୍ଦ୍ଧ୍ୱ କୁଇଣ୍ଟାଲ ଚାଉଳ ଏବେ...

‘ରୋଷେୟା ମୃତ୍ୟୁର ତଦନ୍ତକୁ ଡରୁଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ’

ଝାରସୁଗୁଡ଼ା ଅଫିସ୍‌,୨୫।୪: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରୋଷେୟା ଲଳିତ କୁମାର ସାହୁଙ୍କ ସନ୍ଦେହଜନକ ମୃତ୍ୟୁର ପର୍ଦ୍ଦାଫାଶ କରିବା ପାଇଁ ଜିଲା ଭାଜପା ପ୍ରଥମରୁ ଦାବି କରିଆସୁଛି। ଏଥିରେ ସ୍ବାସ୍ଥ୍ୟମନ୍ତ୍ରୀ...

ମାନସିକତାରେ ପରିବର୍ତ୍ତନ ହେଲେ ଦୁର୍ନୀତି ହଟିବ

ସୋନପୁର,୩୧।୧୦(ନି.ପ୍ର.): ସୁବର୍ଣ୍ଣପୁର ଦୁର୍ନୀତି ନିବାରଣ ଶାଖା ପକ୍ଷରୁ ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଏକ ଆଲୋଚନାଚକ୍ର ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଡିଆରଡିଏ...

ଯୋଜନା ବଦଳାଇ ଚଢ଼ାଉ

ଓଡ଼ାପଡ଼ା, ୧୧ା୭(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକରେ ଲଘୁ ଖଣିଜ ଚୋରାଚାଲାଣ ପାଇଁ ସ୍ବତନ୍ତ୍ର ଭାବେ ହ୍ବାଟ୍ସଆପ୍‌ ଗ୍ରୁପ୍‌ କରାଯିବା ଏବଂ ଏଥିରେ କେତେଜଣ...

ସର୍ଭେରେ ଅଟକିଛି ଦ୍ୱିତୀୟ ମେଗା ଜଳଯୋଗାଣ ପ୍ରକଳ୍ପ

ଯାଜପୁର ଅଫିସ,୭।୧୨: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ସହରରେ ଚଳିତବର୍ଷର ପ୍ରଥମାର୍ଦ୍ଧରେ ମେଗା ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି। ବ୍ୟାସ...

‘ବିଶ୍ୱସ୍ତ, କ୍ରିୟାଶୀଳ ହେଉ ଶାସନତନ୍ତ୍ର’

ଭୋଗରାଇ, ୧୩।୧(ପ୍ରଦୀପ ଦାସ)-ସନାତନ ଧର୍ମ ସମସ୍ତ ଧର୍ମର ଆଧାର। ଏହାର ବିକଳ୍ପ ନାହଁି କି ଶେଷ ନାହଁି। ସମଗ୍ର ବିଶ୍ୱରେ ଅଧର୍ମୀମାନଙ୍କ ଦୌରାମତ୍‌ୟ ବଢ଼ିଚାଲିଥିବା ବେଳେ...

ପୂର୍ବତନ ବିଧାୟକ ରମେଶ ଗଞ୍ଜାମ ଜିଲା ବିଜେଡି ସଭାପତି

ବ୍ରହ୍ମପୁର ଅଫିସ,୨୨ା୨-ବ୍ରହ୍ମପୁର ପୂର୍ବତନ ବିଧାୟକ ଡା.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଗଞ୍ଜାମ ଜିଲା ବିଜେଡିର ନୂଆ ସଭାପତି ହୋଇଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ...

Advertisement
Archives

Model This Week