ପାଇପ ବିଛାରେ ଦୁର୍ନୀତି, ଭିଜିଲାନ୍ସ ଡିଏସ୍‌ପିଙ୍କୁ ଭାଜପାର ଦାବିପତ୍ର

କେନ୍ଦୁଝର, ୧୯।୫(ସ୍ବ.ପ୍ର.): କେନ୍ଦୁଝର ସହରରେ ପାଇପ ଦ୍ୱାରା ପାନୀୟ ଜଳ ଯୋଗାଣରେ ବ୍ୟାପକ ଦୁର୍ନୀତି ହୋଇଥିବାରୁ ତଦନ୍ତ ପାଇଁ ଭାଜପା ପକ୍ଷରୁ ଭିଜିଲାନ୍ସ ୟୁନିଟରେ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ସମେତ ପୌରଧ୍ୟକ୍ଷା ନିକୁ ସାହୁ, ଶିବ କୁମାର ରାଠୋର, ମମିତା ନାୟକ, ପ୍ରକାଶ ସୂତ୍ରଧର, ସତ୍ୟବ୍ରତ ନାୟକ, ସବିର ଦାସ ସମେତ ଭିଜିଲାନ୍ସ ଡିଏସ୍‌ପିଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଟେଣ୍ଡରରେ ଜାଲିଆତି କରି ବ୍ୟାପକ ଅର୍ଥ ହେରଫେର ହୋଇଥିବା ଅଭିଯୋଗ କରି ମାମଲାର ତଦନ୍ତ କରିବାକୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୫୦୦ କୋଟି ଋଣ କରିବ ଓଡ଼ିଶା

ଭୁବନେଶ୍ୱର,୧୨। ୯(ବ୍ୟୁରୋ):  କୋଭିଡ୍‌-୧୯ ମହାମାରୀ ଯୋଗୁ ରାଜ୍ୟ ଭୟଙ୍କର ଆର୍ଥିକ ସଙ୍କଟ ମଧ୍ୟରେ ଗତିକରୁଛି। ମହାମାରୀ ଯୋଗୁ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ଆଦାୟ ଗୁରୁତର...

ପୋଲ ତିଆରି କଲେ ଗାଁ ଲୋକେ

ପଦ୍ମପୁର,୨୬ା୯(ଡି.ଏନ.ଏ.): ବାରମ୍ବାର ଗୁହାରି ସତ୍ତ୍ୱେ ପ୍ରଶାସନ ଶୁଣିଲାନି। ଯିବା ଆସିବାରେ ଅସୁବିଧା ଭୋଗୁଥିବା ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଲକ୍ଷ୍ମୀଦାସପୁର ପଞ୍ଚାୟତର ସାନଜଗନ୍ନାଥପୁର ଗ୍ରାମବାସୀ ଆଉ...

ଛାତ୍ରୀଛାତ୍ରଙ୍କୁ ଚକୋଲେଟ୍‌ ଦେଇ ସ୍ବାଗତ

ବାଲେଶ୍ୱର ଅଫିସ, ୧।୩ – ମହାମାରୀ କରୋନା ଯୋଗୁ ଦୀର୍ଘ ଦୁଇ ବର୍ଷ ଧରି ବନ୍ଦ ରହିଥିବା ପ୍ରଥମରୁ ପଞ୍ଚମ ଶ୍ରେଣୀ ସମସ୍ତ ସରକାରୀ ଓ...

ଏଥର ବିବାହ ଭୋଜିରେ ପ୍ୟାକେଟ ଖାଦ୍ୟ: ଗଞ୍ଜାମ ଜିଲାପାଳ

ଗଞ୍ଜାମ, ୫।୪(ଡି.ଏନ୍‌.ଏ): କରୋନା ଦିନକୁ ଦିନ ନିଜର କାୟା ବିସ୍ତାର କରିଚାଲିଛି। ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି...

କିଟ୍‌ କିଣା ଦୁର୍ନୀତିକୁ ନେଇ ଦାବିପତ୍ର ପ୍ରଦାନ

କେନ୍ଦୁଝର, ୧୧।୬ (ସ୍ବ.ପ୍ର./ଡି.ଏନ.ଏ.)-କରୋନା ସମୟରେ କିଟ୍‌ କିଣାରେ ହୋଇଥିବା ଦୁର୍ନୀତି ପ୍ରତିବାଦରେ କେନ୍ଦୁଝର ଜିଲା କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ ଜରିଆରେ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲଙ୍କୁ...

‘ମୁଁ ବଞ୍ଚିବାକୁ ଚାହେଁ, ଏହା ମୋର ଶେଷ ଇଚ୍ଛା’

କଟକ ଅଫିସ, ୮ା୬: କେନ୍ଦ୍ରାପଡା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ପୁଣି ଏକ ଭିଡିଓ ନିଜର ୟ୍ୟୁଟୁବ୍‌ ଚ୍ୟାନେଲରେ ଅପ୍‌ଲୋଡ କରିଛନ୍ତି। କୋର୍ଟଙ୍କ ବାରଣ...

ମହିଳାଙ୍କୁ ଆକ୍ରମଣ, ଜେଲଗଲେ ଶିକ୍ଷକ

ଭଞ୍ଜନଗର,୨୦।୧୨(ଡି.ଏନ୍‌.ଏ.)- ତାରସିଂ ପୋଲିସ ଶୁକ୍ରବାର ମହିଳାଙ୍କୁ ଆକ୍ରମଣ ଅଭିଯୋଗରେ ଜଣେ ଶିକ୍ଷକଙ୍କୁ ଗିରଫ କରିଛି। ସେହେଲେ ପ୍ରତାପୁରର ଶଙ୍କର ନାୟକ। ମହିଳାଙ୍କ ଏତଲାକ୍ରମେ ନଂ.୧୯୫/୧୯ରେ ଏକ...

CORONAVIRUS UPDATE: ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୩୦୭

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୦ଜଣ ଗଞ୍ଜାମ ଜିଲାର ରହିଥିବା ବେଳେ କେନ୍ଦ୍ରାପଡ଼ାର ୫, ଭଦ୍ରକର...

Advertisement
Archives

Model This Week