କରୋନା ମହାମାରୀ ସମ୍ପର୍କିତ ଦୁର୍ନୀତି: କେନ୍ଦ୍ର ସରକାରଙ୍କ ପାଖରେ ୪୦ ହଜାର ଅଭିଯୋଗ

ନୂଆଦିଲ୍ଲୀ,୭।୧୨: କରୋନା ମହାମାରୀ ଦେଶରେ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ଚିକିତ୍ସା ତଥା ଅନ୍ୟ କେତେକ କ୍ଷେତ୍ରରେ ଦୁର୍ନୀତି ବଢ଼ିବାରେ ଲାଗିଛି। କରୋନା ମହାମାରୀକୁ ନେଇ ଦୁର୍ନୀତି ବୃଦ୍ଧି ପାଉଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିନ୍ତା ପ୍ରକାଶ ପାଇଛି। ଇତିମଧ୍ୟରେ କେନ୍ଦ୍ର ସରକାରଙ୍କ ପାଖରେ କରୋନା ମହାମାରୀ ସମ୍ପର୍କିତ ୪୦ ହଜାର ଦୁର୍ନୀତି ଅଭିଯୋଗ ଦାଖଲ ହୋଇଛି। ସରକାରୀ ଅଧିକାରୀ ଲାଞ୍ଚ ନେଉଥିବା, ସରକାରୀ ଅର୍ଥ ହଡ଼ପ ଏବଂ ନିର୍ଯାତନା ଆଦି ମାମଲାର ସରକାରଙ୍କ ପାଖରେ ପହଞ୍ଚିଛି। କରୋନା ମହାମାରୀ ସମ୍ପର୍କିତ ମାମଲାର ତୁରନ୍ତ ବିଚାର ପାଇଁ ସରକାରଙ୍କ ପକ୍ଷରୁ ଏପ୍ରିଲ୍‌ରେ ସ୍ବତନ୍ତ୍ର ପୋର୍ଟାଲ ନିର୍ମିତ ହୋଇଥିଲା। ଇତିମଧ୍ୟରେ ପୋର୍ଟାଲ ମାଧ୍ୟମରେ ଲକ୍ଷେ ୬୭ ହଜାର ଅଭିଯୋଗ ଦାଖଲ ହୋଇଥିବାବେଳେ ଲକ୍ଷେ ୫୦ ହଜାର ଅଭିଯୋଗକୁ ବିଚାର ପାଇଁ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ବଦଳରେ ଜୀବିତ ଯବାନଙ୍କ ଘରେ ପହଞ୍ଚିଗଲେ କେନ୍ଦ୍ର ମନ୍ତ୍ରୀ

ବେଙ୍ଗାଲୁରୁ,୨୨।୮: କର୍ନାଟକରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରୀ ଏ ନାରାୟଣସ୍ବାମୀ ଶହୀଦ ହୋଇଥିବା ଯବାନଙ୍କ ବଦଳରେ...

କରୋନା ହଟସ୍ପଟ୍‌ ଧରାବିରେ ୭ ଦିନ ମଧ୍ୟରେ ଘଟିନି କୌଣସି ମୃତ୍ୟୁ

ମୁମ୍ବାଇ,୮।୬: କରୋନା ସଂକ୍ରମଣର ହଟସ୍ପଟ୍‌ ପାଲଟିଥିବା ମୁମ୍ବାଇର ଧରାବିରେ ଗତ ୭ ଦିନ ମଧ୍ୟରେ କୌଣସି ମୃତ୍ୟୁ ଘଟି ନ ଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ପାଣି ବିଲ ଛାଡ଼ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀବାସୀଙ୍କ ପାଇଁ ପୁଣି ଥରେ ଏକ ବଡ଼ ଉପହାର ଘୋଷଣା କରାଯାଇଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ନୂଆ ଯୋଜନା ଘୋଷଣା କରିଛନ୍ତି।...

ଉତ୍ତରପ୍ରଦେଶ ନିର୍ବାଚନ: ଯୋଗୀ ଆଦିତ୍ୟନାଥଙ୍କ ବିପକ୍ଷରେ ଲଢିବେ ବାଧ୍ୟତାମୂଳକ ଅବସର ନେଇଥିବା ଆଇପିଏସ୍

ଲକ୍ଷ୍ନୌ,୧୪ ।୮: ଭାରତୀୟ ପୋଲିସ ସେବା(ଆଇପିଏସ୍‌)ର ପୂର୍ବତନ ଅଧିକାରୀ ଅମିତାଭ ଠାକୁର ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତିରେ ପାଦ ରଖୁଛନ୍ତି । ସେ ମୁଖ୍ୟମନ୍ତ୍ରୀ...

ସର୍ବାଧିକ ସର୍ଚ୍ଚ ପ୍ରଶ୍ନ ‘ସେଲ୍ଫ କେୟାର’

ନୂଆଦିଲ୍ଲୀ: ବିଶ୍ୱ ମହାମାରୀ କରୋନା ଚିକିତ୍ସା ପାଇଁ ଔଷଧ ନ ଥିବାରୁ ଡାକ୍ତର, ବିଶେଷଜ୍ଞମାନେ ନିଜ ନିଜ ଶରୀରର ଯତ୍ନ ନେବା ଉପରେ ଗୁରୁତ୍ୱ ଦେଉଛନ୍ତି।...

ଇପିଏଫ୍‌ ଆକାଉଣ୍ଟରୁ ଟଙ୍କା ଉଠାଇବା ନିୟମ ବଦଳିଲା: ୫ ବର୍ଷ ପୂର୍ବରୁ ଉଠାଇଲେ ଦେବାକୁ ପଡିବ ଟିକସ…

ନୂଆଦିଲ୍ଲୀ,୬।୨ : ଇପିଏଫ ଆକାଉଣ୍ଟରୁ ଟଙ୍କା ଉଠାଇବାର ନିୟମ ବଦଳି ଯାଇଛି। ଯଦ ୫ ବର୍ଷ ପୂର୍ବରୁ ଟଙ୍କା ଉଠାଯାଏ ତେବେ ଟିକସ ଦେବାକୁ ପଡିବ...

ମା’ଙ୍କ ପାଇଁ ଅଗାଧୁଆରେ ୪୦ ଦିନ

ଭିଲ୍‌ଓ୍ବାଡ଼ା : ହିନ୍ଦୁ ସମାଜରେ ଈଶ୍ୱରଙ୍କ ଆରାଧନାକୁ ପବିତ୍ର ମନେକରାଯାଏ। ବେଶ୍‌ ଶୁଦ୍ଧପୂତ ଭାବେ ଶ୍ରଦ୍ଧାଳୁ ଦେବଦେବୀଙ୍କ ଆବାହନ କରିଥାନ୍ତି। ହେଲେ ରାଜସ୍ଥାନ ଭିଲ ସମ୍ପ୍ରଦାୟ...

‘ମୋର ରାଷ୍ଟ୍ରପତି ହେବାର ସ୍ବପ୍ନ ନାହିଁ କିନ୍ତୁ…’

ଲକ୍ଷ୍ନୌ,୨୯।୪: ଦେଶରେ ରାଷ୍ଟ୍ରପତି ନିର୍ବାଚନ ତାରିଖ ପାଖେଇ ଆସୁଥିବାରୁ ଉତ୍ତରପ୍ରଦେଶରେ କଳ୍ପନାଜଳ୍ପନା ଜାରି ରହିଛି। ନିକଟରେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସଭାପତି ଅଖିଳେଶ ଯାଦବ କହିଥିଲେ,...

Advertisement
Archives

Model This Week