Posted inଜାତୀୟ

କଂଗ୍ରେସର ଡିଏନ୍‌ଏରେ ଅଛି ଦୁର୍ନୀତି: ଭାଜପା

ନୂଆଦିଲ୍ଲୀ,୧୮।୧୦: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ପୁଣି ଥରେ ଆଦାନୀ ଗ୍ରୁପ ଏବଂ ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ରାହୁଲ ‘ଆଦାନୀ ଏବଂ କୋଇଲା ମୂଲ୍ୟରେ ରହସ୍ୟମୟ ବୃଦ୍ଧି’ ଉପରେ ଏକ ଗଣମାଧ୍ୟମ ରିପୋର୍ଟକୁ ନେଇ ସେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ଏନେଇ ଭାଜପା ମୁଖପାତ୍ର ଗୌରବ ଭାଟିଆ ରାହୁଲଙ୍କ ଜବାବ ଦେଇଛନ୍ତି। ସେ କହିଛନ୍ତି ଯେ, ଦୁର୍ନୀତି ନିଜେ କଂଗ୍ରେସର ଡିଏନଏରେ ଅଛି। ନ୍ୟାଶନାଲ ହେରାଲ୍ଡ ପ୍ରସଙ୍ଗରେ କଂଗ୍ରେସ କାହିଁକି ଚୁପ ରହିଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। କଂଗ୍ରେସ ପରିବାର ଦୁନିଆର ସବୁଠାରୁ ଦୁର୍ନୀତିଗ୍ରସ୍ତ। ଦୁର୍ନୀତି ମାମଲାରେ ଉଭୟ ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀ ଜାମିନରେ ଅଛନ୍ତି। ସେ (ରାହୁଲ ଗାନ୍ଧୀ) ନ୍ୟାଶନାଲ ହେରାଲ୍ଡ ସ୍କାମ ଏବଂ ରବର୍ଟ ଭଦ୍ରାଙ୍କ ଦୁର୍ନୀତି ବିଷୟରେ କହିବେ ନାହିଁ। ସାଧାରଣ ଟଙ୍କା ଲୁଟିବାରେ କଂଗ୍ରେସର ଏକ ପୁରୁଣା ଅଭ୍ୟାସ ରହିଛି। ଦୁର୍ନୀତି କଂଗ୍ରେସର ଡିଏନଏରେ ଅଛି। ଯେଉଁ ୫ ରାଜ୍ୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି ସେଠାରେ କଂଗ୍ରେସର ପରାଜୟ ନିଶ୍ଚିତ। ସମସ୍ତ ପାଞ୍ଚଟି ରାଜ୍ୟରେ ବିଜୟ ହାସଲ କରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକ୍‌ଜିଟ୍‌ ପୋଲ୍‌ରେ ଏନ୍‌ଡିଏର ଦବ୍‌ଦବା

ନୂଆଦିଲ୍ଲୀ,୨ା୬: ଏକ୍‌ଜିଟ୍‌ ପୋଲ ସର୍ଭେ ଅନୁଯାୟୀ ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ୩୬୦ରୁ ଅଧିକ ଲୋକ ସଭା ଆସନ...

Arunachal Pradesh Election Result: ବଡ ବିଜୟ ଅଭିମୁଖେ ଭାଜପା, ୩୧ ସିଟ୍‌ରେ ଆଗୁଆ

ଅରୁଣାଚଳ ପ୍ରଦେଶ,୨।୬: ଅରୁଣାଚଳ ପ୍ରଦେଶରେ ଜାରି ରହିଛି କାଉଣ୍ଟିଂ। ରବିବାର ଅରୁଣାଚଳ ପ୍ରଦେଶ ଓ ସିକିମର ରେଜଲ୍ଟ ବାହାରିବାକୁ ଯାଉଛି। ଏ ଦୁଇ ରାଜ୍ୟରେ ଆଜି...

ଏକ୍‌ଜିଟ ପୋଲ୍‌ କେତେ ଠିକ୍‌? ଫଳାଫଳକୁ ଦେଖିଲେ…

ନୂଆଦିଲ୍ଲୀ,୨ା୬: ୨୦୨୪ ଲୋକ ସଭା ନିର୍ବାଚନ ଶନିବାର ଶେଷ ହେବା ପରେ ସନ୍ଧ୍ୟାରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବହୁପ୍ରତୀକ୍ଷିତ ଏକ୍‌ଜିଟ ପୋଲ୍‌ ବା ବୁ୍‌ଥ୍‌ଫେରନ୍ତା ଜନମତ...

Sikkim Election Result: ସିକିମ କ୍ରାନ୍ତିକାରୀ ମୋର୍ଚ୍ଚାକୁ ମିଳିଲା ବହୁମତ, ଖାତା ଖୋଲି ପାରିଲାନି କଂଗ୍ରେସ

ସିକିମ୍‌,୨।୬: ଜୁନ ୧ରେ ସରିଛି ଶେଷ ପର୍ଯ୍ୟାୟ ନିର୍ବାଚନ। ଶନିବାର ନିର୍ବାଚନ ସରିବା ପରେ ରବିବାର ସିକିମ ଓ ଅରୁଣାଚଳ ପ୍ରଦେଶର ଫଳାଫଳ ଆସିବାକୁ ଯାଉଛି।...

ଇଣ୍ଡିଆ ଟୁଡେର ବଡ଼ ସର୍ଭେ, ଓଡ଼ିଶାରେ କିଏ ମାରିବ ବାଜି?

ନୂଆଦିଲ୍ଲୀ,୧।୬: ସରିଛି ଶେଷ ପର୍ଯ୍ୟାୟ ନିର୍ବାଚନ। ଲୋକ ସଭା ନିର୍ବାଚନ ସହ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ସିକିମ୍‌ ଓ ଅରୁଣାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ...

ଓଡ଼ିଶାରେ ଇଣ୍ଡିଆ ମେଣ୍ଟର ସିଟ୍‌ ହୋଇଗଲା ଡବଲ, ବିଜେଡିକୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୬: ଲୋକସଭା ନିର୍ବାଚନ ୨୦୨୪ର ଶେଷ ପର୍ଯ୍ୟାୟ ଭୋଟିଂ ସରିଛି। ଭୋଟ ଶେଷ ହେବା ମାତ୍ରେ ଏକଜିଟ ପୋଲ ତଥ୍ୟ ପ୍ରକାଶ ପାଇଛି। ପ୍ରକୃତ ଫଳାଫଳ...

Cvoter Exit Poll: ଦକ୍ଷିଣରେ ଖାତା ଖୋଲିପାରେ ଭାଜପା, ମାତ୍ର ୨ଟି ରାଜ୍ୟରେ ମିଳିଛି ୪୭ ସିଟ୍‌ର ବମ୍ପର ନମ୍ବର

ନୂଆଦିଲ୍ଲୀ,୧।୬: ଲୋକ ସଭା ନିର୍ବାଚନ ୨୦୨୪ର ଶେଷ ଏବଂ ସପ୍ତମ ପର୍ଯ୍ୟାୟ ପାଇଁ ମତଦାନ ଶନିବାର ଶେଷ ହୋଇଛି । ଭୋଟ ଶେଷ ହେବା ପରେ...

ଭୋଟ ବାହୁଡ଼ା ମତ- ସତ ହେବ ମୋଦିଙ୍କ ନାରା ‘ଅବକି ବାର ୪୦୦ ପାର୍‌’ !

ନୂଆଦିଲ୍ଲୀ,୧।୬: ଦେଶରେ ସରଛି ସପ୍ତମ ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା। ଏଭିଏମ୍‌ରେ ସିଲ୍‌ ହୋଇଛି ହଜାର ହଜାର ପ୍ରାର୍ଥୀଙ୍କ ଭାଗ୍ୟ। ଭୋଟ ସରିବା ପରେ ବିଭିନ୍ନ ଏଜେନ୍ସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri