ଦୁର୍ନୀତି ବଡ଼ ଶତ୍ରୁ: ଜିଲା ସଭାପତି

ଗୋପାଳପୁର, ୨୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ଶନିବାର ବିଜୁ ଜନତା ଦଳ (ବିଜେଡି)ର ୨୪ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ବିଜେଡି ସଭାପତି ତଥା ରାଜ୍ୟ କୋଠା ବାଡ଼ି ନିର୍ମାଣ ଶ୍ରମିକ ବୋର୍ଡର ଅଧ୍ୟକ୍ଷ ଡା. ରମେଶ ଚନ୍ଦ୍ର ପଟ୍ଟନାୟକ, ରଙ୍ଗେଈଲୁଣ୍ଡା ବ୍ଲକ ଅଧ୍ୟକ୍ଷା ସିଏଚ୍‌ ଉଷା ରାଣୀ ଓ ଉପାଧ୍ୟକ୍ଷ ଅଜିତ କୁମାର ଦାସଙ୍କ ସମେତ ଅନ୍ୟ ବିଜେଡି କର୍ମୀମାନେ ଯୋଗ ଦେଇ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପରେ ଜରାଶ୍ରମ ଯାଇ ଅନ୍ତେବାସୀଙ୍କୁ ଫଳମୂଳ ଓ ଶୀତ ବସ୍ତ୍ର ବଣ୍ଟନ କରିଥିଲେ l ଏହାପରେ ଗୋପାଳପୁର ପାନ୍ଥନିବାସ ଠାରେ ବିଜେଡି ସଭାପତି ଅଧ୍ୟକ୍ଷତାରେ ସାଧାରଣ ବୈଠକ ହୋଇଥିଲା l ୫୫ ନଂ. ଜୋନ ଜିଲା ପରିଷଦ ସଭ୍ୟ ଶଶୀଭୁଷଣ ମହାନ୍ତି ସଭାପତିତ୍ୱ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଦୁର୍ନୀତି ହେଉଛି ବଡ଼ ଶତ୍ରୁ। ନବୀନ ସରକାରଙ୍କ ସ୍ବଚ୍ଛ ଶାସନରେ ଦୁର୍ନୀତିକୁ ପ୍ରଶୟ ଦିଆଯିବ ନାହିଁ l କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ସେ ବର୍ଷିଥିଲେ l ଏଥିସହ ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ସୁଦୃଢ କରିବା ପାଇଁ ଜିଲା ସଭାପତି ଡା.ପଟ୍ଟନାୟକ ଆହ୍ବାନ ଦେଇଥିଲେ l ଏହି ଅବସରରେ ସିଏଚ ଡିଲେଶ୍ୱର ରେଡି, ସିଏଚ ଭରତ ପାତ୍ର, ଦୀପକ ସାମନ୍ତ, ପ୍ରତାପ ଚନ୍ଦ୍ର କୋଠିଆଙ୍କ ସମେତ ଶତାଧିକ ବିଜେଡି କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିବା ଅଭିଯୋଗରେ ଗିରଫ ହେଲେ ଫରେଷ୍ଟର

ବଲାଙ୍ଗୀର ଅଫିସ,୧୧।୫: ଲାଞ୍ଚ ନେଉଥିବା ଅଭିଯୋଗରେ ଫରେଷ୍ଟର ହରିହର ସ୍ବାଇଁଙ୍କୁ ଗିରଫ କରାଯାଇଛି। ଗିରଫ କରାଯିବା ପରେ ତାଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଥିଲା। କୋର୍ଟରେ...

ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନମାନର ଅଭିଯୋଗ ପ୍ରସଙ୍ଗ: ଗ୍ରାମବାସୀଙ୍କ ସହ ଆଲୋଚନା ପରେ ପୁଣି ପଡିଲା ପିଚୁ

ଗଞ୍ଜାମ,୧।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅଳେଶ୍ୱର ପୀଠଠାରୁ ଭୟା ପ୍ରୟାଗୀ ଗ୍ରାମ ଦେଇ ସାହେବ ପାଳୁରୁ କେନାଲ ବ୍ରିଜ଼ ପର୍ଯ୍ୟନ୍ତ ପ୍ରାୟ ଅଢେଇ କିଲୋମିଟର ରାସ୍ତା ୩୫...

ବାକିରେ ସିଗାରେଟ ନ ଦେବାରୁ ପାନ ଦୋକାନୀଙ୍କୁ ହତ୍ୟା

ଦିଗପହଣ୍ଡି/କୁକୁଡ଼ାଖଣ୍ଡ/କବିସୂର୍ଯ୍ୟନଗର,୧ା୨: ଗଞ୍ଜାମ ଜିଲାରେ ପୁଣି ୨ଟି ହତ୍ୟାକାଣ୍ଡ ଘଟିଛି। ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ରବିବାର ରାତିରେ ବାକି ଟଙ୍କା ମାଗିବାରୁ ଜଣେ ପାନ...

ବାଲେଶ୍ୱରରେ ପୁଣି ୧୭ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଲା, ୨୨ ସୁସ୍ଥ

ବାଲେଶ୍ୱର ଅଫିସ,୧୭ା୫: ବାଲେଶ୍ୱର ଜିଲାରେ ରବିବାର ୧୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ...

ସଂଗ୍ରାମଙ୍କୁ ଯୁବ ପ୍ରେରଣା ସମ୍ମାନ

ବନ୍ତ,୨୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ଗ୍ରାମର ଯୁବ ପ୍ରତିଭା ତଥା ଶୁଭପଲ୍ଲବ ଇ-ପତ୍ରିକାର ପ୍ରତିଷ୍ଠାତା ତଥା ସମ୍ପାଦକ ସଂଗ୍ରାମ କେଶରୀ ସେନାପତିଙ୍କୁ ଯୁବ ପ୍ରେରଣା...

ସାମୁଦ୍ରିକ ଝଡ଼, ମୃତ୍ତିକା ଅବକ୍ଷୟ ରୋକୁଛି ହେନ୍ତାଳ ଜଙ୍ଗଲ

ମହାକାଳପଡ଼ା,୧୦।୮ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ସାମୁଦ୍ରିକ ଝଡ଼, ଉପକୂଳ ମୃତ୍ତିକା ଅବକ୍ଷୟ ରୋକିବାରେ ମୁଖ୍ୟ ଭୂମିକା ଗ୍ରହଣ...

ଲାଇସେନ୍ସ ଅବଧି ସରିବା ପରେ ବି ଚାଲିଛି ଲୋଡିଂ

କେନ୍ଦୁଝର, ୧୪।୯ (ସ୍ବ.ପ୍ର.): ଲାଇସେନ୍ସ ଅବଧି ସରିବା ପରେ ମଧ୍ୟ ଝୁମ୍ପୁରା ବ୍ଲକ ନୟାଗଡ଼ ରେଳ ସାଇଡିଂରେ ଲୋଡିଂ କାମ ଚାଲିଛି। ଏଭଳି ଅଭିଯୋଗ ଆସିବା...

ଆଇଟିଆଇରେ ୩୦ଫୁଟ୍‌ର ଭାରତ ମାନଚିତ୍ର ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ,୨।୨: ବ୍ରହ୍ମପୁର ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ) ସହିତ ଯୋଡ଼ି ହୋଇଛି ପୁଣି ଏକ କୀର୍ତ୍ତି ା ଏହାର କ୍ୟାମ୍ପସରେ ଥିବା ଏସିଆର ସର୍ବବୃହତ...

Advertisement
Archives

Model This Week