Posted inଜାତୀୟ

ଦୁର୍ନୀତିକୁ ସହ୍ୟ କରାଯିବ ନାହିଁ, ଯେତେ ଶକ୍ତିଶାଳୀ ହେଲେ ମଧ୍ୟ ମିଳିବ ଦଣ୍ଡ…

ନୂଆଦିଲ୍ଲୀ,୨୦।୧୦: ଦେଶରେ କୌଣସି ପ୍ରକାର ଦୂର୍ନୀତିକୁ ସହ୍ୟ କରାଯିବ ନାହିଁ। ଏଭଳି କାର୍ଯ୍ୟ ସହିତ ଲିପ୍ତ ଥିବା ବ୍ୟକ୍ତି ଯେତେ ଶକ୍ତିଶାଳୀ ହେଲେ ମଧ୍ୟ ତାଙ୍କ ପ୍ରତି ଦଣ୍ଡବିଧାନ କରାଯିବାରେ ହେଳା ପ୍ରଦର୍ଶନ କରାଯିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ରୀୟ ସତର୍କତା ଆୟୋଗ (ସିଭିସି) ଏବଂ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ସଂଯୁକ୍ତ ସମ୍ମିଳନୀରେ ଯୋଗ ଦେଇ କହିଛନ୍ତି।

ଦୁର୍ନୀତି ଛୋଟ ଅବା ବଡ଼ ହେଉ, ଏହା ଦେଶର ନାଗରିକଙ୍କୁ ବିଭିନ୍ନ ସେବାର ସୁଯୋଗରୁ ବଞ୍ଚିତ କରିଥାଏ। ସେହିପରି ଦେଶର ପ୍ରଗତିରେ ବାଧା ସୃଷ୍ଟି କରିବା ସହିତ ସାମୁହିକ ଶକ୍ତିକୁ ପ୍ରଭାବିତ କରିଥାଏ। ଦେଶକୁ ଏବଂ ଗରିବଙ୍କୁ ଲୁଟୁଥିବା ଲୋକଙ୍କୁ କେବେ ମଧ୍ୟ ଛାଡ଼ି ଦିଆଯିବ ନାହିଁ।

ଏହା ସହିତ ପ୍ରଧାନମନ୍ତ୍ରୀ ପୂର୍ବର ସରକାରଙ୍କୁ ଟାଗେର୍ଟ କରିଛନ୍ତି। ପୁରୁଣା ସରକାର ଦୁର୍ନୀତି ଖୋରଙ୍କୁ ଦଣ୍ଡ ଦେବାରେ ଟାଳଟୁଳ ନୀତି ଗ୍ରହଣ କରୁଥିଲେ। ସେତେବେଳେ ପ୍ରଶାସନିକ ଏବଂ ରାଜନୈତିକ କ୍ଷେତ୍ରରେ ଇଛାଶକ୍ତି କମ୍‌ ଥିଲା। ମାତ୍ର ଭାଜପା ନେତୃତ୍ୱାଧୀନ ସରକାରରେ ଏଭଳି ହେଉ ନାହିଁ। ଏବେ ଦୁର୍ନୀତି ବିରୋଧରେ ପ୍ରଶାସନିକସ୍ତରରେ ନିରନ୍ତର ସୁଧାର ଜାରି ରହିଛି। ଫଳରେ ସାଧାରଣ ନାଗରିକଙ୍କ ମଧ୍ୟରେ ସରକାରଙ୍କ ନୀତି ପ୍ରତି ବିଶ୍ୱାସ ବଢ଼ିବାରେ ଲାଗିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri