୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ୨୮କୋଟିର ଦୁର୍ନୀତି ହୋଇଛି: ମନ୍ତ୍ରୀ ନାଏକ

ଭୁବନେଶ୍ୱର,୨୦ା୨(ବନ୍ଦନା ସେଠୀ): ପଞ୍ଚାୟତିରାଜ ବିଭାଗରେ ଗତ ୫ବର୍ଷରେ ୨୮କୋଟି ଟଙ୍କାର ଦୁର୍ନୀତି ହୋଇଥିବା ନେଇ ମଙ୍ଗଳବାର ବିଧାନସଭାରେ ତଥ୍ୟ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। ଉକ୍ତ ତଥ୍ୟ ଅନୁଯାୟୀ, ବିଜେଡି ସରକାରଙ୍କ ଅମଳରେ ୨୦୨୦-୨୧ ଆର୍ଥିକ ବର୍ଷରେ ୯କୋଟି ୧୩ଲକ୍ଷ ୨୮ହଜାର ଟଙ୍କାର ଦୁର୍ନୀତି ହୋଇଛି। ସେହିପରି ୨୦୨୧-୨୨ ବର୍ଷରେ ୪ କୋଟି ୨୮ଲକ୍ଷ ୧୬ହଜାର ଟଙ୍କା, ୨୦୨୨-୨୩ ବର୍ଷରେ ୯ କୋଟି ୧୭ ଲକ୍ଷ ଟଙ୍କା ଏବଂ ୨୦୨୩-୨୪ରେ ୩ କୋଟି ୮୦ ଲକ୍ଷ ୩୭ ହଜାର ଟଙ୍କାର ବଡ଼ ଦୁର୍ନୀତି ହୋଇଛି। ଏହା କେବଳ ୫ବର୍ଷର ତଥ୍ୟ ହୋଇଥିବାବେଳେ ବିଭାଗରେ ଆହୁରି ଅନେକ ଦୁର୍ନୀତି ହୋଇଥିବା ନେଇ ମନ୍ତ୍ରୀ ଆଶଙ୍କା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?