ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ, ବିକ୍ରି ପାଇଁ ଗଚ୍ଛିତ ଖାଦ୍ୟ ସାମଗ୍ରୀର ପ୍ରସ୍ତୁତି ଓ ସମାପ୍ତି ତାରିଖ ଯାଞ୍ଚ କରିଥିଲେ। ତ୍ରୁଟି ପରିଲକ୍ଷିତ ହୋଇଥିବା ଏକାଧିକ ଦୋକାନୀଙ୍କୁ ତାଗିଦ କରିବା ସହ ସେମାନଙ୍କ ଠାରୁ ଫାଇନ ଆଦାୟ କରିଥିଲେ। ଟିମ୍‌ରେ ଜିଲା ଫୁଡ ଇନ୍ସପେକ୍ଟର ପଙ୍କଜିନୀ ଦେହୁରୀ, ଡ୍ରଗ ଇନ୍ସପେକ୍ଟର ନକ୍ଷତ୍ର ଭୂଷଣ ନାୟକ, ନନ୍ଦପୁର ପୋଲିସ ଥାନା ଏସଆଇ ପ୍ରତ୍ୟୁଷ କୁମାର ପଟେଲ ପ୍ରମୁଖ ସାମିଲ ଥିଲେ। ଯାହାକୁ ଦେଖି ଦୋକାନୀଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଥିଲା। ଅନ୍ୟପଟେ ଏଭଳି ଯାଞ୍ଚ ପ୍ରକ୍ରିୟା ଦୋକାନୀଙ୍କୁ ଗଚ୍ଛିତ ଖାଦ୍ୟ ସାମଗ୍ରୀର ସ୍ଥିତି ପରଖିବାକୁ ସଚେତନ କରିବ ବୋଲି ଖାଉଟିମାନେ ମତପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri