ଆଜି ସରୁଛି କଟନ୍‌ ଫାବ୍‌ ମେଳା

ଭୁବନେଶ୍ୱର,୨୨।୮: ଚଳିତବର୍ଷ ଜୁଲାଇ ୨ରୁ ଆରମ୍ଭ ହୋଇଥିବା ୧୩ତମ କଟନ୍‌ ଫାବ୍‌ ମେଳା ସୋମବାର ଶେଷ ହେଉଥିବା ଆୟୋଜକ କମିଟି ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷ କରି ସ୍ଥାନୀୟ ପ୍ରଦର୍ଶନୀ ପଡିଆରେ ଜାରି ରହିଥିବା ଉକ୍ତ ମେଳାରେ ସାରା ଦେଶରୁ ୧୦୦ରୁ ଊର୍ଦ୍ଧ୍ୱ ବ୍ୟବସାୟୀ ଓ ବୁଣାକାର ରଙ୍ଗ ବେରଙ୍ଗର ହାତ ତିଆରି ଶାଢ଼ିଠାରୁ ଆରମ୍ଭ କରି ରେଜେଇ ଏବଂ କପ୍‌ରୁ ନେଇ କଟନ୍‌ ସାମଗ୍ରୀ (ପୋଷାକ ଏବଂ ସଜାସଜ୍ଜା ସାମଗ୍ରୀ) ଭଳି ଗୃହୋପକରଣର ସମ୍ଭାର ଉପଲବ୍ଧ ହେଉଛି।

ଏ ସମ୍ପର୍କରେ ମେଳାର ସମ୍ପାଦକ ଜାଭେଦ ଆଲାମ କହିଛନ୍ତି, ଦୀର୍ଘ ଦିନ ହେବ ପ୍ରଦର୍ଶନୀ ପଡ଼ିଆରେ ମେଳା ଆୟୋଜନ କରି ଉଭୟ ଆୟୋଜକ ଓ ବ୍ୟବସାୟୀ ଭଲ କାରବାର ସାଙ୍ଗକୁ ଗ୍ରାହକ ସମ୍ପର୍କ ବୃଦ୍ଧି ପାଇଛି। ଆଗାମୀ ଦିନରେ ମଧ୍ୟ ଏହି ମେଳାର ଆୟୋଜନ ପାଇଁ ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri