୨୨ଅଗଷ୍ଟ ପର୍ଯ୍ୟନ୍ତ ଚାଲିବ କଟନ ଫାବ୍‌

ଭୁବନେଶ୍ୱର,୭।୮: ୧୩ ତମ କଟନ ଫାବ୍‌ ମେଳାର ଚାହିଦା ଓ ଲୋକଙ୍କ ଉତ୍ସାହକୁ ନଜରରେ ରଖି ଆୟୋଜକଙ୍କ ପକ୍ଷରୁ ପ୍ରଦର୍ଶନୀର ସମୟସୀମାକୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଜାରି ରହିଥିବା କଟନ ଫାବ୍‌-୨୦୨୨ରେ ପାରମ୍ପରିକ ହସ୍ତତନ୍ତ ବସ୍ତ୍ରର ଏକ ସମ୍ଭାର ଉପଲବ୍ଧ ରହିଛି। ଉକ୍ତ ପ୍ରଦର୍ଶନୀରେ ଭାରତୀୟ ପାରମ୍ପରିକ ହ୍ୟାଣ୍ଡଲୁମ୍‌ ଟେକ୍ସଟାଇଲ୍‌,ଡ୍ରେସ୍‌ ମ୍ୟାଟେରିଆଲ୍‌,ଶାଢ଼ି , କୁର୍ତ୍ତୀ ଏବଂ ପାରମ୍ପରିକ ପ୍ରିଣ୍ଟ୍‌ ଉତ୍ପାଦ ବିଶେଷକରି ଲକ୍ଷ୍ନୌ,ଗୁଜରାଟୀ ଏବଂ ରାଜସ୍ଥାନୀ ଆଦିର ଭିନ୍ନ ଭିନ୍ନ ପୋଷାକ ଗ୍ରାହକ ଓ ପ୍ରଦର୍ଶକଙ୍କୁ ଆକୃଷ୍ଟ କରିଛି। ଗୋଟିଏ ସ୍ଥାନରେ ସବୁ ରାଜ୍ୟର ପୋଷାକର ସଂଗ୍ରହ ଗ୍ରାହକଙ୍କ ପାଇଁ ଏହା ଏକ ସର୍ବୋତ୍ତମ ସୁଯୋଗ, ଯେଉଁମାନେ ଭାରତୀୟ ପାରମ୍ପରିକ ବସ୍ତ୍ରକୁ ଭଲ ପାଆନ୍ତି ଏବଂ ପାରମ୍ପରିକ ସୂତା କିଣିବାକୁ ଚାହୁଁଛନ୍ତି ସିଧାସଳଖ ସେମାନେ ବୁଣାକାର ଏବଂ କାରିଗରଠାରୁ ରେଶମ କପଡା ପାଇପାରିବେ। ସମଗ୍ର ଦେଶର ହ୍ୟାଣ୍ଡଲୁମ୍‌ ଆଇଟମ୍‌ ପାଇଁ ଗୋଟିଏ ସ୍ଥାନ ଓ ପ୍ରଦର୍ଶନୀ ହ୍ୟାଣ୍ଡଲୁମ୍‌ର ସୂତା ଶାଢ଼ିି, ପୋଷାକ ସାମଗ୍ରୀ, କୁର୍ତ୍ତା, କୁର୍ତ୍ତୀ, ଡୋରି, ଡୁପାଟା ଏବଂ ଘର ସାଜସଜ୍ଜା ଏବଂ ଏକ ପାରମ୍ପରିକ ହସ୍ତତନ୍ତ ଡିଜାଇନର୍‌ ପୋଷାକର ସୂକ୍ଷ୍ମ ସଂଗ୍ରହ ଉପଲବ୍ଧ। ସେହିଭଳି ଏଠାରେ ଉଭୟ ପୁରୁଷ ଓ ମହିଳାଙ୍କ ସମେତ ପିଲାଙ୍କ ପାଇଁ ମଧ୍ୟ ଭଳିକି ଭଳି ପୋଷାକ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ବସ୍ତ୍ରର ସମ୍ଭାର ସୁଲଭ ଓ ଗୁଣାତ୍ମକ ସାମଗ୍ରୀ ଗ୍ରାହକ ପାଇପାରିବେ ବୋଲି ଆୟୋଜକଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେନ୍‌ସେକ୍ସ, ନିଫ୍ଟିରେ ୨୫ ବର୍ଷର ସବୁଠୁ ବଡ଼ ସାପ୍ତାହିକ ହ୍ରାସ

ମୁମ୍ବାଇ,୨।୧୦(ପି.ଟି./ରଏଟର୍ସ): ଗୁରୁବାର କାରବାର ଶେଷସୁଦ୍ଧା ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ୩୧ ପଇସା ହ୍ରାସ ପାଇ ୯୬.୨୫ରେ ବନ୍ଦ ହୋଇଛି, ଯାହା ଗତ ଦୁଇ…

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

କିଟ୍‌ ଦେଶର ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ, ଶିକ୍ଷାଦାନର ମାନ…

ଭୁବନେଶ୍ୱର, ୧।୧୦: ଟାଇମ୍ସ ହାୟର ଏଜୁକେଶନ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍‌-୨୦୨୭ରେ କିଟ୍‌ ବିଶ୍ୱବିଦ୍ୟାଳୟ ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି । ଉକ୍ତ ର଼୍ୟାଙ୍କିଙ୍ଗ୍‌ରେ କିଟ୍‌…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?