କଫ ସିରପ୍‌ ରାକେଟ ଧରପଗଡ, ୩୫ ଗିରଫ

ବଲାଙ୍ଗୀର ଅଫିସ, ୧୩।୩: ବଲାଙ୍ଗୀର ପୋଲିସ ପକ୍ଷରୁ ଏକ ବଡଧରଣର କଫ ସିରପ୍‌ ରାକେଟ ଧରପଗଡ କରାଯାଇଛି। ଏହି କଫ ସିରପ ରାକେଟରେ ରାଜ୍ୟର ବିଭିନ୍ନ ସ୍ଥାନର ୩୫ ଜଣ ଗିରଫ ହୋଇଛନ୍ତି। ସେମାନଙ୍କ ଠାରୁ ୧୩ ହଜାର ବୋତଲ ଏସକଫ ବ୍ରାଣ୍ଡର କଫ ସିପର୍‌ ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି। ଏହାସହିତ ଏକ ମହିନ୍ଦ୍ରା ଏସୟୂଭି ୭୦୦ ଓ ଏକ ପିକ୍‌ଅପ ଭ୍ୟାନ ଜବତ କରାଯାଇଛି।


କଲିକତାର ମେସର୍ସ ଡାଫୋଡିଲ ଡ୍ରଗସ ଲିମିଟେଡ କମ୍ପାନୀର ୨ କୋଟି ଟଙ୍କାକୁ ପୋଲିସ ଫ୍ରିଜଡ କରିଦେଇଥିବା ସୂଚନା ଦିଆଯାଇଛି। ଏହି କଫ ସିରପ୍‌ ରାକେଟରେ ଚେର ହରିୟାଣାରୁ ପଶ୍ଚିମବଙ୍ଗ ଦେଇ ଓଡ଼ିଶାକୁ ବ୍ୟାପିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ପରିଚାଳନାରେ ପ୍ରମୁଖ ଅସ୍ତ୍ର ସିଏମ୍‌ଏସ୍‌

ଅନୁଗୋଳ ଅଫିସ, ୧୨ା୬ କରୋନାର ଦ୍ୱିତୀୟ ଲହର ଭୟାନକ ସାବ୍ୟସ୍ତ ହୋଇଛି। ଏଥିରେ ଦ୍ରୁତ ସଂକ୍ରମଣ ସହ ଅଧିକ ମୃତ୍ୟୁ ଦେଖିବାକୁ ମିଳିଛି। କେବଳ ମେ’...

ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡ୍‌ ଛାତ୍ରୀଛାତ୍ର ସମ୍ବର୍ଦ୍ଧିତ

ଅନୁଗୋଳ ଅଫିସ, ୪।୬: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡ୍‌ ରଖିଥିବା ୫୨ ଛାତ୍ରୀଛାତ୍ରଙ୍କୁ ମଙ୍ଗଳବାର ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ସମ୍ବର୍ଦ୍ଧିତ...

କରୋନାରେ ଆଖିବୁଜିଲେ ଅଙ୍ଗନଓ୍ବାଡି କର୍ମୀ, ଶୋକ ପ୍ରକାଶ କଲେ ବାଚସ୍ପତି

ଦିଗପହଣ୍ଡି,୧୦ା୧୦(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଅଙ୍ଗନଓ୍ବାଡ଼ି କର୍ମୀ ପି. ମାଙ୍ଗାମା ପାତ୍ର କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।...

ଧର୍ମାନୁଷ୍ଠାନକୁ ସର୍ବସାଧାରଣଙ୍କ ପ୍ରବେଶ ନିଷେଧ: ଉପଜିଲାପାଳ

ଆନନ୍ଦପୁର,୨୦।୩(ସ୍ବ.ପ୍ର.): ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଚାଲିଛି। ଏଭଳିସ୍ଥଳେ ଏହାକୁ ରୋକିବା ଲାଗି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଜନସାଧାରଣଙ୍କୁ ପୁନର୍ବାର ସଚେତନତାର ବାର୍ତ୍ତା...

୮୦ ପଇସାରେ ମିଳୁଛି ତ୍ରିରଙ୍ଗା

କଟକ ଅଫିସ, ୪।୮: ସ୍ବାଧୀନତା ଦିବସ ପାଳନ ପାଇଁ ସହରରେ ବିଭିନ୍ନ ଦୋକାନରେ ବିକ୍ରି ହେଉଛି ନାନାରକମର ସାମଗ୍ରୀ। ମୁଣ୍ଡରେ ମାରିବା ବ୍ୟାଣ୍ଡ ଠାରୁ ଆରମ୍ଭ...

ବାହାଘରକୁ ଆସି କରୁଥିଲେ ମୋବାଇଲ ଚୋରି, ପଡ଼ିଲେ ଧରା

ଆର୍‌.ଉଦୟଗିରି,୧।୮(ଡି.ଏନ୍‌.ଏ.): ଗଜପତି ଜିଲା ବେଲପଡ଼ା ଗ୍ରାମରେ ଗତ ୨୯ ତାରିଖ ରାତିରେ ଏକ ବିବାହ ଉତ୍ସବକୁ ଆସିଥିବା ଲୋକଙ୍କ ୫ଟି ମୋବାଇଲ ଫୋନ ଚୋରି ହୋଇଯାଇଥିଲା।...

ବିଜେପୁର ଉପନିର୍ବାଚନ: ଭୋଟ ଗଣତି ଆରମ୍ଭ

ବରଗଡ଼ ଅଫିସ,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଗୁରୁବାର ପୂର୍ବାହ୍ନ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ପଦ୍ମପୁର ଆରଏମ୍‌ସି ପରିସରରେ ଏକ ଗୋଦାମ...

୨୯ରେ କଂଗ୍ରେସର ବ୍ଲକ ଘେରାଉ

ରୂପସା,୨୬।୯(ଡି.ଏନ୍‌.ଏ.): ଆସନ୍ତା ୨୯ ତାରିଖରେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଫିସ ଘେରାଉ ପାଇଁ କଂଗ୍ରେସ ଡାକରା ଦେଇଛି। ବନ୍ୟାଜନିତ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ, ଆବାସ...

Advertisement
Archives

Model This Week