କଟକରୁ ହେଉଥିଲା କଫ୍‌ ସିରପ୍‌ ଚାଲାଣ

ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଅବକାରୀ ବିଭାଗ ପକ୍ଷରୁ ବିପୁଳ ପରିମାଣରେ କଫ୍‌ ସିରପ ଜବତ କରାଯାଇଛି। ଏହି ଘଟଣାରେ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ, କେନ୍ଦ୍ରାପଡ଼ା ଜିଲା ଜୟପୁରା ୱାର୍ଡ଼ ନଂ-୧୨ର ଖଲିବ୍‌ ଖାନ୍‌(୨୮), କଟକ ଜିଲା ବାଦାମବାଡ଼ି ପୁରୁଣା ଏଲଆଇସି କଲୋନୀର ଜାବେଦ୍‌ ତସଲିମ୍‌(୨୬) ଏବଂ କଟକ ଜିଲା କୁମ୍ଭାରସାହୀ ହାତିପୋଖରୀ ନିବାସୀ ଅନିସ ମହମ୍ମଦ(୨୬)। ପାଟ୍ରୋଲିଂ କରୁଥିବା ବେଳେ ଅତାବିରା ଅଞ୍ଚଳରୁ ଅବକାରୀ ଭ୍ରାମ୍ୟମାଣ ଟିମ୍‌ର କର୍ମଚାରୀମାନେ କଫ ସିରପ ବୋଝେଇ ଏକ କାର୍‌(ନଂ-ଓଡ଼ି୦୫ବି ୪୫୯୯)କୁ ଜବତ କରିଛନ୍ତି। ସେଥିରେ ରହିଥିବା ୫୭୯ ବୋତଲ କଫ୍‌ ସିରପ ଜବତ ହୋଇଛି। କଟକ ଅଞ୍ଚଳରୁ ବରଗଡ଼ ଅଞ୍ଚଳକୁ ଏହି କଫ୍‌ ସିରପ୍‌ ଚାଲାଣ ହେଉଥିଲା ବୋଲି ଚର୍ଚ୍ଚା ହେଉଛି। ଏ ନେଇ ଅବକାରୀ ବିଭାଗ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri