କାର୍‌ରେ ପ୍ରେସ୍‌ ଲେଖି ଚାଲାଣ କରୁଥିଲେ କଫ ସିରପ୍‌

ବରଗଡ଼ ଅଫିସ୍‌,୨୫।୬: ପୋଲିସକୁ ଚଖ୍‌ମା ଦେବା ପାଇଁ କଫ ସିରପ୍‌ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍‌ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍‌/୫୯୯୮ ନମ୍ବର ଥିବା ଏକ କାରକୁ ଅଟକାଇ ଥିଲା ପୋଲିସ। ଗାଡିର ତଲାସି ବେଳେ ମିଳିଥିଲା ବିପୁଳ ପରିମାଣର କଫ ସିରପ୍‌। ଏହି ଘଟଣାରେ ସମ୍ପୃକ୍ତ ୪ଜଣଙ୍କୁ ବରଗଡ଼ ଟାଉନ ଥାନା ପୋଲିସ ଗିରଫ କରିଛି ।

ଗିରଫ ଅଭିଯୁକ୍ତମାନେ ହେଲେ ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ-୯ ନୂଆପଡ଼ାର ସରୋଜ ଭୋଇ(୨୬), ଅବଦେଶ ତ୍ରିପାଠୀ(୩୮), ରାଧାକାନ୍ତ ଭୋସାଗର(୩୫) ଓ ଜଣେ ମହିଳା। ସେମାନଙ୍କ ପାଖରୁ ୧୨୯୦ ବୋତଲ କଫ ସିରପ୍‌, ୨୦ ପ୍ୟାକେଟ୍‌ ନାଇଟ୍ରୋଶନ ଟାବଲେଟ୍‌, ୨ଟି କାର୍‌, ମୋବାଇଲ, ୫ହଜାର ଟଙ୍କା ଜବତ ହୋଇଛି। ଗିରଫ ଅଭିଯୁକ୍ତମାନଙ୍କୁ ଶୁକ୍ରବାର କୋର୍ଟଚାଲାଣ କରାଯାଇଛି । ସେମାନଙ୍କ ବିରୋଧରେ ବରଗଡ଼ ଟାଉନ ଥାନାରେ ଏକ ମାମଲା (ନଂ.୨୮୦/୨୧) ରୁଜୁ ହୋଇଛି। ଗିରଫ ଅଭିଯୁକ୍ତଙ୍କଠାରୁ ଜବତ ଏକ କାର୍‌ରେ ପ୍ରେସ୍‌ ଲେଖାଯାଇଥିବା ବରଗଡ଼ ଟାଉନ ଥାନାରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ଡ଼ିପିଓ ଦୀପକ କୁମାର ଗୋଚ୍ଛାୟତ ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ ମଧ୍ୟ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri