ଚାଲାଣ ହେଉଥିଲା କଫ ସିରପ,ପଡ଼ିଲେ ଧରା

ବରଗଡ଼,୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ହାତରେ କଫ ସିରପ ଚାଲାଣ କାରବାର ଧରାପଡିଛି। ସୋମବାର ବରଗଡ଼ ସହର ଉପକଣ୍ଠ ତୋରାଛକ ନିକଟରେ ପୋଲିସ କଫ ସିରପ ବୋଝେଇ ହୋଇଥିବା ଏକ ଟାଟା ଏସିଇ ଗାଡି(ନଂ-ଓଡି୧୭ଏସି ୫୦୧୬)କୁ ଜବତ କରିଛି। ସେଥିରେ ରହିଥିବା ୮୩୧ ବୋତଲ କଫ ସିରପ ଜବତ ହୋଇଛି। ଏହି ଘଟଣାରେ ପୋଲିସ ତୋରା ଗ୍ରାମର ମନୋଜ ସ୍ବାଇଁ(୨୭) ଏବଂ ଜୀବନ ସ୍ବାଇଁ(୩୨)ଙ୍କୁ ଗିରଫ କରିଛି। ସେମାନଙ୍କ ବିରୋଧରେ ପୋଲିସ ଏକ ମାମଲା (୨୦୮/୨୫) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଅଜିତ କୁମାର: ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟ

ପୁରୁଷୋତ୍ତମପୁର,୫।୧୦(ସବିତା ମିଶ୍ର): ଦୀର୍ଘ ଏକ ବର୍ଷ ପରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିକୁ ମିଳିଛି ନୂତନ ନିର୍ବାହୀ ଅଧିକାରୀ। ଅଜିତ କୁମାର ପଟ୍ଟନାୟକ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ…

ବିଦ୍ୟାଳୟ ପରିଦର୍ଶନ କରି ମଧ୍ୟାହ୍ନଭୋଜନର ମାନ ଯାଞ୍ଚ କଲେ ବିଧାୟକ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଭୁଆଁଭୂଇଁ ଗ୍ରାମସ୍ଥିତ ସରକାରୀ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?