ଆଉ ରକ୍ଷା ନାହିଁ, କାଶିଲେ-ଛିଙ୍କିଲେ ୧୦ ମିଟର ପର୍ଯ୍ୟନ୍ତ ବ୍ୟାପିବ କରୋନା ଭୂତାଣୁ…

ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ କରୋନା ଭୂତାଣୁ ସଂକ୍ରମଣ ନେଇ ନୂଆ ସତର୍କ ସୂଚନା ଜାରି କରାଯାଇଛି। କାଶିଲେ ଅବା ଛିଙ୍କିଲେ କରୋନା ଭୂତାଣୁ ଆକ୍ରାନ୍ତ ବ୍ୟକ୍ତିଙ୍କଠାରୁ ୧୦ ମିଟର ପର୍ଯ୍ୟନ୍ତ ବ୍ୟାପିବାର ଆଶଙ୍କା ରହିଥିବା ଏହି ସତର୍କ ସୂଚନାରେ ଉଲ୍ଲେଖ କରାଯାଇଛି। ତେଣୁୁ ମାସ୍କ ପିନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖିବା ଉପରେ ଗୁରୁତ୍ୱାରୋପ କରାଯାଇଛି। କାର୍ଯ୍ୟାଳୟ ଏବଂ ଘରେ ବାୟୁ ଚଳାଚଳ ସୁବିଧା ଦ୍ୱାରା ଏଥିରୁ ସୁରକ୍ଷା ମିଳି ପାରିବ ବୋଲି ଭାରତ ସରକାରଙ୍କ ବିଜ୍ଞାନ ପରାମର୍ଶଦାତା କେ. ବିଜୟ ରାଘବନ ସୂଚନା ଦେଇଛନ୍ତି। କବାଟ ହ୍ୟାଣ୍ଡେଲ, ସ୍ବିଚ୍‌, ଟେବୁଲ, ଚେୟାର ଆଦି ଦ୍ୱାରା କରୋନା ଭୂତାଣୁ ସଂକ୍ରମଣ ରହିଥିବା ସେ କହିଛନ୍ତି। ତେଣୁ ଏସବୁକୁ ସବୁଦିନ ସାନିଟାଇଜ୍‌ କରିବା ଆବଶ୍ୟକ। ସେହିପରି ଡବଲ ମାସ୍କ୍‌ ପିନ୍ଧିବା ଉଚିତ ବୋଲି ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନିର୍ବାଚନ ଟିଏମ୍‌ସିକୁ ସମର୍ଥନ ଦେବ ଶିବସେନା

କୋଲକାତା, ୪।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସହ ଛିଡ଼ା ହେବ ଶିବସେନା। ଏ ନେଇ ଶିବସେନା ପକ୍ଷରୁ...

ଭାରତକୁ ବଡ ସଫଳତା: ଚାଇନା ସୀମାରେ ୬ ପାହାଡକୁ କଲା ଦଖଲ

ନୂଆଦିଲ୍ଲୀ, ୨୦।୯: ପୂର୍ବ ଲଦାଖର ଚାଇନା ସୀମାରେ ଭାରତୀୟ ସେନା ବଡ ସଫଳତା ହାସଲ କରିଛି। ଗତ ୨୦ ଦିନ ମଧ୍ୟରେ ଭାରତୀୟ ସେନା ଚାଇନା...

ମୋଦିଙ୍କ ଦୀର୍ଘ ଜୀବନ କାମନା କରି ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠକଲେ ବିଧାୟକ

ଇନ୍ଦୋର,୭ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତରୁ ଫେରିଆସିବା ଘଟଣାକୁ ନେଇ ଦେଶର ପ୍ରାୟ ସମସ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଆକ୍ରୋଶ ଥିବା...

ହଟ୍ଟଗୋଳରୁ ରାଜ୍ୟ ସଭା ଦିନକ ପାଇଁ ମୁଲତବୀ

ନୂଆଦିଲ୍ଲୀ, ୨୩ା୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲଣ୍ଡନରେ ଭାରତର ଗଣତନ୍ତ୍ରକୁ ନେଇ ଦେଇଥିବା ମନ୍ତବ୍ୟ ଏବଂ ଆଦାନୀ ଗ୍ରୁପ୍‌ ବିରୋଧରେ ଅଭିଯୋଗର ତଦନ୍ତ ଦାବି...

ଅଧିକ ଟଙ୍କା ରୋଜଗାର ଆଶାରେ କୁଏତ୍‌ ଯାଇ ହଟହଟା: ଖାଇବାକୁ ମିଳୁନି ଦୁଇବେଳା; ଭିଡ଼ିଓ ଭାଇରାଲ

ଚଣ୍ଡିଗଡ଼,୧୫।୬: ଅଧିକ ଟଙ୍କା ରୋଜଗାର ଆଶାରେ କେତେକ ଭାରତୀୟ ଯୁବକ ବିଦେଶରେ ଚାକିରି କରିବାକୁ ଯାଉଛନ୍ତି। ତେବେ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହୋଇଥିବା ଏକ...

ବରଗଛ ଦେଲା କୁକୁରର ମାଲିକାନା

ଫତେହାବାଦ: ଗୋଟିଏ ନାୟିକାକୁ ଦୁଇଜଣ ନାୟକ। ତ୍ରିକୋଣୀୟ ପ୍ରେମ କାହାଣୀକୁ ନେଇ ଏପରି ଅନେକ ଚଳଚ୍ଚିତ୍ର ନିର୍ମାଣ କରାଯାଇଛି। ନାୟିକା ପାଇଁ କିପରି ଦୁହେଁ ଲଢ଼େଇ...

ଏଲ୍‌ଓସିରେ ଅନୁପ୍ରବେଶ କମିଛି…

ନୂଆଦିଲ୍ଲୀ, ୨୭।୪ : ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା ଏଲଓସିରେ ଅନୁପ୍ରବେଶ ଏବଂ ଆତଙ୍କବାଦ ହ୍ରାସ ପାଇଛି । ଏସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁୂ...

ଲମ୍ପି ବ୍ୟାପୁଛି: ମଲେଣି ୭୫ ହଜାର ଗୋରୁ

ନୂଆଦିଲ୍ଲୀ,୧୫।୯ : କରୋନା ମହାମାରୀ ସମଗ୍ର ମାନବ ଜାତି ପାଇଁ ଅଭିଶାପ ପାଲଟିଥିବାବେଳେ ଗୋରୁଙ୍କ ଭଳି ଗୃହପାଳିତ ପ୍ରାଣୀଙ୍କ ଲାଗି ଘାତକ ସାଜିଛି ଲମ୍ପି ଭାଇରସ୍‌।...

Advertisement
Archives

Model This Week