Posted inଖେଳ

କାର୍ତ୍ତିକଙ୍କୁ ଟ୍ରୋଲ କଲେ ଅଷ୍ଟ୍ରେଲିଆନ୍‌ ଖେଳାଳି

ନୂଆଦିଲ୍ଲୀ,୧୧।୫ : କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଉଇକେଟକିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ମଙ୍ଗଳବାର କୋଭିଡ୍‌-୧୯ ଟିକା ନେଇଛନ୍ତି। ଟୁଇଟରରେ ଫଟୋ ଶେୟାର କରି ଏହାର ସୂଚନା ଦେଇଛନ୍ତି କାର୍ତ୍ତିକ। ତାଙ୍କ ଫଟୋ ଯୋଗୁ ଟ୍ରୋଲ କରିଛନ୍ତି ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ତଥା ପୂର୍ବତନ କେକେଆର ଷ୍ଟାର କ୍ରିସ ଲିନ। କାର୍ତ୍ତିକଙ୍କ ଟୁଇଟ୍‌ରେ ଲିନ କମେଣ୍ଟ କରିଛନ୍ତି ‘ ଅତିକମ୍‌ରେ ପ୍ୟାଣ୍ଟ ପିନ୍ଧିବାର ଥିଲା ’। ଏହାର ଜବାବରେ ଉଇକେଟକିପର ବ୍ୟାଟ୍ସମ୍ୟାନ ଲେଖିଛନ୍ତି, ମୁଁ ତୁମ ଭଳି ଶଟର୍‌ସ ପିନ୍ଧିଥାନ୍ତି। କିନ୍ତୁ ପରେ ଅନୁଭବ କଲି ମୁଁ ମାଳଦ୍ୱୀପରେ ନାହିଁ। ଏଣୁ ମୁଁ ଏହା ପିନ୍ଧିଦେଲି।

ଉଲ୍ଲେଖଥାଉ କି, ଆଇପିଏଲ ସ୍ଥଗିତ ହେବା ପରେ ଅଷ୍ଟ୍ରେଲିଆନ ଖେଳାଳିମାନେ ସ୍ବଦେଶ ଫେରିବା ପାଇଁ ଏବେ ମାଳଦ୍ୱୀପରେ ଅଛନ୍ତି। କୋଭିଡ୍‌-୧୯ ଯୋଗୁ ଭାରତରୁ ସିଧାସଳଖ ଅଷ୍ଟ୍ରେଲିଆ ଉଡ଼ାଣ ଉପରେ ନିଷେଧାଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri