ଖାଇ ପାରିଲେନି ବାହାଘର ଭୋଜି

ସାରସକଣା,୧୫ା୫: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ଝାରପୋଖରିଆ ଗ୍ରାମରେ ଏକ ବିବାହ ଉତ୍ସବରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଥିଲା। ଖବର ପାଇ ଝାରପୋଖରିଆ ଥାନା ଆଇଆଇସି ସୁଦର୍ଶନ ଗାଙ୍ଗୋଇ ଏବଂ ସାରସକଣା ତହସିଲଦାର ସତ୍ୟବାନ ନାଏକ ବିବାହ ଉତ୍ସବରେ ଚଢ଼ାଉ କରିଥିଲେ। ସେତିକିବେଳେ ପୋଲିସକୁ ଦେଖି ଭୋଜି ଖାଇବାକୁ ଆସିଥିବା ଲୋକେ ଭୟରେ ଦୌଡ଼ି ପଳାଇଥିଲେ। କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ବାହାଘର ଆୟୋଜନ କରିଥିବା କର୍ତ୍ତାଙ୍କ ନିକଟରୁ ୬ ହଜାର ଟଙ୍କା ଫାଇନ କରାଯାଇଥିବା ଥାନା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ମାସରେ ୯୧୪ ପରିବାରକୁ ୧୦୦ ଦିନର କାମ

କେନ୍ଦ୍ରାପଡ଼ା ଅଫିସ, ୮ା୧୧:ଗ୍ରାମାଞ୍ଚଳ ଲୋକଙ୍କୁ ରୋଜଗାରକ୍ଷମ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୦୫ରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ଲାଗୁ...

ପଜିଟିଭ ଚିହ୍ନଟ ପରେ ସଂକ୍ରମିତଙ୍କ ଗାଁ ୫ଦିନ ଶଟ୍‌ଡାଉନ

ଜୁନାଗଡ,୨୭।୭(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମହିଚଲା ପଞ୍ଚାୟତ ଅନ୍ତର୍ଗତ ଚକୁଳି ଗ୍ରାମରେ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ କୋଭିଡ ଯୋଦ୍ଧା...

ମିସେସ୍‌ ଇଣ୍ଡିଆ ୟୁନିଭର୍ସ ୨୦୧୯କୁ ନେଇ ବିବାଦ : ପ୍ରତିଯୋଗୀଙ୍କୁ କହିଲେ ‘ପେ ଅର୍‌ ସ୍ଲିପ୍‌’

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ବ୍ୟୁଟି ପାଜେଣ୍ଟ୍‌, ମଡେଲିଂ, ଆକ୍ଟିଂ, ରିୟାଲିଟି ଶୋ। ଶୁଣିବାକୁ ଓ ବାହାରୁ ଦେଖିବାକୁ ଏସବୁ ଗ୍ଲାମର ଲାଗେ। ମିସ୍‌ ଇଣ୍ଡିଆ, ମିଷ୍ଟର ଇଣ୍ଡିଆ,...

ବାପା, ପୁଅଙ୍କୁ ଆକ୍ରମଣ

ବଇଣ୍ଡା, ୫ା୪(ଡି.ଏନ.ଏ.)- ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ବନମାଳୀପୁର ଗ୍ରାମର ଦୁଷ୍ମନ୍ତ ବେହେରା ଓ ତାଙ୍କ ବାପା ସଞ୍ଜୟ ବେହେରାଙ୍କୁ ସେହି ଗ୍ରାମର ସହଦେବ ଦେହୁରୀ...

ନାବାଳିକାଙ୍କୁ ଅପହରଣ, ମୁଣ୍ଡ ଜାମିନ ରଖି ଲକ୍ଷେ ଟଙ୍କା ଦାବି

ପଟ୍ଟାମୁଣ୍ଡାଇ, ୩୧ା୩(ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ୯ମ ଶ୍ରେଣୀରେ ପଢୁଥିବା ୧୪ବର୍ଷର ଛାତ୍ରୀଙ୍କୁ କେହି ଜଣେ ଅପହରଣ କରି ନେଇଛନ୍ତି। ଏଥିସହ ମୁଣ୍ଡ...

ପରିଚୟ ଲୁଚାଇବାକୁ ପଥରରେ ଛେଚି ହତ୍ୟା

ଯୋଡ଼ା,୨୨।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅଧୀନ ହାତୀଦରୀ-ଧାତିକା ରାସ୍ତା କଡ଼ରୁ ସୋମବାର ଏକ ମୃତଦେହ ପୋଲିସ ଜବତ କରିଛି। ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ...

ଅବହେଳିତ ଗୋନାସିକା ‘ଗୁପ୍ତଗଙ୍ଗା’

କେନ୍ଦୁଝର, ୫।୧୨(ଡି.ଏନ.ଏ.)-ଲୋକମୁଖରେ ଗଙ୍ଗା ନଦୀଠାରୁ ବାରବର୍ଷ ବଡ଼ ପୁଣ୍ୟତୋୟା ବୈତରଣୀ ଅନେକ ଧାର୍ମିକ ବିଶ୍ୱାସ ଓ ଭାବଧାରା ସହ ଜଡିତ। ସୁମେରୁ ପାହାଡ଼ରୁ ବାହାରିଥିବା ଏହି...

୯ରୁ ବଢିବ ବର୍ଷା!

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଆସନ୍ତା ୯ ତାରିଖରେ ରାଜ୍ୟର ଦକ୍ଷିଣ ଉପକୂଳରେ ବର୍ଷାର ପରିମାଣ ବୃଦ୍ଧି ପାଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାସହ...

Advertisement
Archives

Model This Week