ଅସହାୟ ବୃଦ୍ଧାଙ୍କ ଶବକୁ ଦାହକଲେ କାଉନସିଲର

ଦେବଗଡ଼,୧ା୧୦(ଡି.ଏନ୍‌.ଏ.): ଦେବଗଡ ପୌରାଞ୍ଚଳ ୫ନମ୍ବର ୱାର୍ଡ ଅଧିନସ୍ଥ ଜଗତିପାଲି ସାହିର ବାସନ୍ତୀ ଶବର ନାମ୍ନୀ ଜଣେ ଅସହାୟ ବିଧବା ବୃଦ୍ଧାଙ୍କର ମୃତ୍ୟୁଘଟିଥିବା ବେଳେ ତାଙ୍କର କେହି ନ ଥିବାରୁ ମୃତଦେହ ଘରେ ପଡ଼ିରହିଥିଲା। ତେବେ ପୂର୍ବାହ୍ନ ପ୍ରାୟ ୧୦ଟାରେ ଏନେଇ ସୂଚନା ପାଇବା ପରେ ୫ନମ୍ବର ୱାର୍ଡର କାଉନସିଲର ଜତିନ କୁମାର ନାୟକ, ସ୍ବେଚ୍ଛାସେବୀ ସଙ୍ଗଠନ ‘ହାପି ଟୁ ହେଲ୍ପ ଫାଉଣ୍ଡେସନ’ର କର୍ମକର୍ତ୍ତାମାନେ ବୃଦ୍ଧାଙ୍କ ମୃତଦେହକୁ ଆମ୍ବୁଲାନ୍ସ ଦ୍ୱାରା ପ୍ରଧାନପାଟସ୍ଥିତ ସ୍ବର୍ଗଦ୍ୱାରକୁ ନେଇ ଦାହ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ଗ୍ୟାସ୍‌ ନିର୍ଗତ ନେଇ ଚର୍ଚ୍ଚା

ପାରାଦୀପ,୯।୭(ସ୍ବ.ପ୍ର.): ପାରାଦୀପ ବନ୍ଦର ସହରରେ ଚାରି ଦିନ ହେଲା ରସାୟନ ଗ୍ୟାସ୍‌ ନିର୍ଗତ ହେଉଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଏପରି କି ବୁଧବାର ଅଠରବାଙ୍କି...

କରୋନା ପ୍ରଭାବ: ଶୂନଶାନ ବାରିପଦା ଛଉପଡ଼ିଆ

ବାରିପଦା ଅଫିସ, ୧୪ା୪- ଚୈତ୍ର ମାସ ଆସିଲେ ଦୁଲୁକି ଉଠେ ମୟୂରଭଞ୍ଜ ମାଟି। ବିଶ୍ୱ ପ୍ରସିଦ୍ଧ ଲୋକନୃତ୍ୟ ଛଉର ତାଳ ତାଳେ ବାଦ୍ୟକାର ଏବଂ ନୃତ୍ୟଶିଳ୍ପୀମାନେ...

ଅନ୍‌ଲାଇନ୍‌ ଗେମ୍‌ରେ ଟଙ୍କା ହରାଇ ୨ ଯୁବକଙ୍କ ଆତ୍ମହତ୍ୟା

ବାଲିକୁଦା/ଆଳି,୫ା୭(ସ୍ବ.ପ୍ର./ଡି.ଏନ୍‌.ଏ.):ଅନ୍‌ଲାଇନ୍‌ ଗେମ୍‌ରେ ଟଙ୍କା ରୋଜଗାର ନିଶାରେ ପଢ଼ିଯାଉଛନ୍ତି ଯୁବପିଢ଼ି। ଏହି ନିଶା କେବଳ ସହର ନୁହେଁ, ଗ୍ରାମାଞ୍ଚଳର ଯୁବକମାନଙ୍କୁ ମଧ୍ୟ ଗ୍ରାସିଛି। ପ୍ରଥମେ ମିଳୁଥିବା ଲାଭକୁ...

ଏଟିଏମ୍‌ ଲୁଟ ମାମଲା : ଅଭିଯୁକ୍ତଙ୍କୁ ୩ ବର୍ଷ କାରାଦଣ୍ଡାଦେଶ

ରୂପସା,୨୭।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ କାଣ୍ଡଗଁାଠାରେ ଥିବା ଏକ ଏଟିଏମ୍‌ ଲୁଟ୍‌ ମାମଲାର ବିଚାର କରି ବସ୍ତା ଜେଏମ୍‌ଏଫସିର ବିଚାରପତି ସୁଶ୍ରୀ ଗାୟତ୍ରୀ...

ବାଲି ଚୋରା ଚାଲାଣ ଘଟଣା: ୯୦ ହଜାର ଜରିମାନା ଗଣିଲେ ଗାଡ଼ି ମାଲିକ

କେସିଙ୍ଗା,୨୪।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଲଇତରା ରାଜସ୍ବ ନିରୀକ୍ଷକ ଅଧୀନ ବୋରିଆ ଗ୍ରାମ ନିକଟରେ ଥିବା ଦେହେରେନ ଜୋରଠାରୁ ସୋମବାର ଚୋରା ବାଲି ଚାଲାଣ...

ସଚେତନତାରେ ସୀମିତ ‘ରାବଣଛାୟା’

ପାଲଲହଡା,୧୮।୧ – କଳାର ରାଜ୍ୟ ଓଡ଼ିଶାରେ ଏକଦା ମନୋରଞ୍ଜନର ମୁଖ୍ୟ ମାଧ୍ୟମ ଥିଲା ଲୋକକଳା ରାବଣଛାୟା। ଅନୁଗୋଳ ଜିଲା ପାଲଲହଡ଼ା ଗଡ଼ଜାତରୁ ଦିନେ ଏହା ଦେଶବିଦେଶରେ...

କାମଧନ୍ଦା ବନ୍ଦ ଯୋଗୁ ପାଇଲେନି ଖାଇବାକୁ: ଭଣ୍ଡାରିପୋଖରୀରୁ ଚାଲି ଚାଲି ଝାଡ଼ଖଣ୍ଡ ବାହାରିଲେ ୪୦ ଶ୍ରମିକ

ବନ୍ତ,୫।୫(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କା କରି କେନ୍ଦ୍ର ସରକାର ସମଗ୍ର ଦେଶକୁ ତୃତୀୟ ପର୍ଯ୍ୟାୟରେ ମେ ୭ ତାରିଖ ଯାଏ ଲକ୍‌ଡାଉନ୍‌ ରହିବାକୁ ଘୋଷଣା କରିଛନ୍ତି।...

ସଜେଇହୋଇଛି ଭଦ୍ରକାଳୀ ପୀଠ: ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’

ପ୍ରସିଦ୍ଧ କାଳୀପୂଜା ପାଇଁ ଭଦ୍ରକ ସହର ସମେତ ଚରମ୍ପା ଷ୍ଟେଶନ ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ମା’ଙ୍କ ପୂଜା ନୀତିରେ ଯେଭଳି କୌଣସି ବ୍ୟତିକ୍ରମ ନ ହେବ...

Advertisement
Archives

Model This Week