ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ବିଜେଡିର ଭଦ୍ରକ ଜିଲା ସାଧାରଣ ସମ୍ପାଦକ ଭାଗିରଥି ବଳ, ଆନ୍ଦୋଳା ସରପଞ୍ଚ କାମଦେବ ମଲିକ ବିଜେଡିରୁ ଇସ୍ତଫା ଦେଇଥିଲେ। ଆଜି ସମସ୍ତେ ଭାଜପାରେ ଯୋଗ ଦେବେ ବୋଲି ସୂଚନା ମିଳିଛି।

 

Dharitri – The Largest & Most Trusted Odia Daily

Share