Posted inଜାତୀୟ

ଉପଗ୍ରହ ଇଓଏସ୍‌-୦୧ ଉତ୍‌କ୍ଷେପଣ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ

ହାଇଦ୍ରାବାଦ୍‌,୭।୧୧: ଇସ୍ରୋ ପକ୍ଷରୁ ଇଓଏସ୍‌-୦୧ ଉପଗ୍ରହକୁ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍‌ ସେଣ୍ଟରରୁ ମହାକାଶକୁ ଶନିବାର ଅପରାହ୍ନ ୩ଟା ୨ରେ ପ୍ରେରଣ କରାଯିବ। ଏନେଇ କାଉଣ୍ଟଡାଉନ ଆରମ୍ଭ ହୋଇସାରିଛି। ପିଏସ୍‌ଏଲ୍‌ଭି-ସି୪୯ ରକେଟ ଦ୍ୱାରା ଏହାକୁ ମହାକାଶକୁ ପଠାଯିବ। ଏହା ସହିତ ଆମେରିକାର ୪, ଲୁଜେମ୍‌ବର୍ଗର ୪ ଏବଂ ଲିଥୋନିଆର ଗୋଟିଏ ଉପଗ୍ରହ ମଧ୍ୟ ମହାକାଶକୁ ଇସ୍ରୋ ଦ୍ୱାରା ପ୍ରେରଣ କରାଯିବ। ଉତ୍‌କ୍ଷେପଣ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ଇସ୍ରୋ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ, କାହା ଚାପରେ…

ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri