ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଇଁ ଆରମ୍ଭ ହେଲା କାଉଣ୍ଟଡାଉନ

ଭୁବନେଶ୍ୱର,୧୧।୬: ବୁଧବାର ଶପଥ ନେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି। ଯାହାକୁ ନେଇ ଚଳଚଞ୍ଚଳ ରାଜ୍ୟ ଭାଜପା ଶିବିର, ଜଣକ ପରେ ଜଣେ ନେତା ଓଡ଼ିଶାରେ ପହଞ୍ଚୁଛନ୍ତି । ଭାଜପାର ୨ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଓଡ଼ିଶାରେ ପହଞ୍ଚିସାରିଲେଣି। ଏହା ପୂର୍ବରୁ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ସୁନୀଲ ବଂଶଲ ପହଞ୍ଚିସାରିଛନ୍ତି।

ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୁପେନ୍ଦ୍ର ଯାଦବ ଅପରାହ୍ନରେ ବିଧାୟକ ଦଳଙ୍କ ସହ ବୈଠକ କରିବେ। ବୈଠକରେ ୨ ପର୍ଯ୍ୟବେକ୍ଷକ ମୁଖ୍ୟମନ୍ତ୍ରୀଙ୍କ ନାଁ ଉପରେ ମୋହର ମାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri