Posted inଖେଳ

ଆଇପିଏଲରେ ସର୍ବାଧିକ ଉଇକେଟ୍‌ ନେଇଛନ୍ତି ଏହି ବୋଲର୍‌

ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସଂସ୍କରଣ ୨୦୨୧ ଚେନ୍ନାଇରେ ଏପ୍ରିଲ ୯ରୁ ଆରମ୍ଭ ହେବ। ଏଥିପାଇଁ ସବୁ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିୟନ ତଥା ଆଇପିଏଲର ସଫଳତମ ଦଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ମଧ୍ୟରେ ହେବ। ଏହି ଲିଗ୍‌ରେ ସର୍ବାଧିକ ଉଇକେଟ ନେଇଥିବା ବୋଲର କିଏ ଜାଣନ୍ତି କି..
କିମ୍ବଦନ୍ତୀ ପେସର୍‌ ଲାସିଥ ମାଲିଙ୍ଗା ଅବସର ନେଇଥାଇ ପାରନ୍ତି କିନ୍ତୁ ସେ ଆଇପିଏଲର ଶ୍ରେଷ୍ଠ ବୋଲର୍‌ ଭାବେ ଖ୍ୟାତି ଅର୍ଜନ କରିଛନ୍ତି। ଏହି ପୂର୍ବତନ ମୁମ୍ବାଇ ଇଣ୍ଡିଆନ ତାରକା ୧୨୨ ମ୍ୟାଚ ଖେଳି ମୋଟ ୧୭୦ ଉଇକେଟ ନେଇଛନ୍ତି।

ଆଇପିଏଲର ପରବର୍ତ୍ତୀ ସିଜନରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳିବାକୁ ଯାଉଥିବା ଲେଗ ସ୍ପିନର ଅମିତ ମିଶ୍ର ଏହି ଟି -୨୦ ଲିଗରେ ୧୫୦୍‌ଟି ମ୍ୟାଚରେ ମୋଟ ୧୬୦ ଉଇକେଟ ନେଇଛନ୍ତି। ସର୍ବାଧିକ ଉଇକେଟ ନେବାରେ ସେ ଦ୍ୱିତୀୟ ସ୍ଥାନରେ ଅଛନ୍ତି।

ପୀୟୁଷ ଚାୱଲା ଏପର୍ଯ୍ୟନ୍ତ ଆଇପିଏଲରେ ୧୬୪ଟି ମ୍ୟାଚରେ ୧୫୬ ଉଇକେଟ ନେଇଛନ୍ତି ଏବଂ ସେ ଟପ -୫ ତାଲିକାରେ ତୃତୀୟ ସ୍ଥାନରେ ଅଛନ୍ତି।

ଚେନ୍ନାଇ ସୁପର କିଙ୍ଗ୍ସ ତାରକା ଅଲରାଉଣ୍ଡର ଡ୍ବେନ ବ୍ରାଭୋ ୧୪୦ଟି ମ୍ୟାଚରେ ମୋଟ ୧୫୩ ଉଇକେଟ ନେଇଛନ୍ତି। ସେ ଗୁରୁତ୍ୱପୂର୍ଣ୍ଣ ସମୟରେ ଚେନ୍ନାଇକୁ ଉଇକେଟ ଦିଅନ୍ତି। ସେ ଏହି ତାଲିକାରେ ଚତୁର୍ଥ ସ୍ଥାନରେ ଅଛନ୍ତି।

କେକେଆର୍‌ ପ୍ରତିନିଧିତ୍ୱ କରିବାକୁ ପ୍ରସ୍ତୁତ ଭେଟେରାନ ଅଫ ସ୍ପିନର ହରଭଜନ ସିଂଙ୍କ ଆଇପିଏଲରେ ମୋଟ ୧୫୦ ଉଇକେଟ ନେଇଛନ୍ତି। ସର୍ବାଧିକ ଉଇକେଟ ନେଇଥିବା ବୋଲର ତାଲିକାରେ ସେ ପଞ୍ଚମ ସ୍ଥାନରେ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri