ବ୍ରାଣ୍ଡ ନାଁରେ ନକଲି ଔଷଧ: ଚାଲିଛି ଚଢ଼ାଉ

ଭୁବନେଶ୍ୱର,୯।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ନାମୀଦାମୀ କମ୍ପାନି ନାରେ ନକଲି ଔଷଧ ବିକ୍ରି ହେଉଥିବା ଅଭିଯୋଗ । ଏହି ଅଭିଯୋଗ ପରେ ରାଜଧାନୀର ବିଭିନ୍ନ ମେଡିସିନ ଷ୍ଟୋରରେ ଡ୍ରଗ କଣ୍ଟ୍ରୋଲ ବିଭଗର ଚଢ଼ାଉ କରାଯାଇଛି । ରସୁଲଗଡ ସ୍ଥିତ ସ୍ବସ୍ତିକ ଡ୍ରଗ ହାଉସରେ ଚଢ଼ାଉ ମଧ୍ୟ ହୋଇଛି।
କଟକରେ ଏଭଳି ଅଭିଯୋଗ ଆସିବା ପରେ ଡ୍ରଗ କଣ୍ଟ୍ରୋଲ ବିଭାଗ ଏବେ ସକ୍ରିୟ ହୋଇଛି। ଟେଲମା-୪୦ ମେଡିସିନକୁ ନେଇ ଖୋଳତାଡ ଜାରି ରହିଛି । ପଚରାଉଚରା ଜାରି ରହିଥିବା ବେଳେ ଭିଯୋଗରେ କେତେ ସତ୍ୟତା ଅଛି ତାହା ତଦନ୍ତ ପରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ନ୍ୟାୟରେ ଅତିଷ୍ଠ, କୋର୍ଟ ପରିସରରେ ବିଷ ପିଇଲେ ମହିଳା ଆଇନଜୀବୀ

ବାଲେଶ୍ୱର ଅଫିସ, ୧୨।୫: ଅନ୍ୟଙ୍କୁ ନ୍ୟାୟ ଦେବାକୁ ବିଚାରାଳୟରେ ମାମଲା ଲଢ଼ୁଥିବା ଜଣେ ମହିଳା ଆଇନଜୀବୀ ଆଜି ନିଜ ପାରିବାରିକ ମାମଲାରେ ହତାଶ ହୋଇପଡ଼ିଛନ୍ତି। ବିଳମ୍ବିତ...

ସ୍ବମନ୍ଦିର ଫେରିଲେ ଦେବଦମ୍ପତି

ପୁରୁଣା ଭୁବନେଶ୍ୱର, ୧୭ା୬ (ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜ ମହାଦେବଙ୍କ ବିବାହ ଉତ୍ସବ ଶେଷ ହେବା ପରେ ଶ୍ରୀଜୀଉ ବୁଧବାର ସ୍ବମନ୍ଦିର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏ ନେଇ ପ୍ରାତଃରୁ...

ଉଦ୍ଧାର, ଥଇଥାନ ପାଇଁ ଅଗ୍ନିଶମ ଅଧିକାରୀଙ୍କ ନମ୍ବର ଜାରି

ଭୁବନେଶ୍ୱର,୨୬ା୫(ବ୍ୟୁରୋ):ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ବାତ୍ୟା କ୍ଷତିଗ୍ରସ୍ତଙ୍କୁ ଉଦ୍ଧାର ଓ ଥଇଥାନ କରିବା ପାଇଁ ୧୦ ଜିଲାରେ ଅଗ୍ନିଶମ...

ଜେଲ ମନ୍ଦିରରେ ବିବାହ କଲେ ପ୍ରେମୀଯୁଗଳ

ଚୌଦ୍ୱାର,୧୮ା୩(ଡି.ଏନ.ଏ.):କଟକ ଜିଲା ଚୌଦ୍ୱାର ସର୍କଲ ଜେଲ ପରିସରସ୍ଥ ଶିବ ମନ୍ଦିରରେ ବୁଧବାର ଏକ ନିଆରା ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିବାହ ପରେ କନ୍ୟା ଶାଶୁଘରକୁ...

ଅଙ୍ଗନଓ୍ବାଡି କର୍ମୀଙ୍କଠାରୁ ଲାଞ୍ଚ ନେବା ମାମଲା: ପୂର୍ବତନ ସିଡିପିଓଙ୍କୁ ୩ବର୍ଷ ଜେଲ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଅଙ୍ଗନଓ୍ବାଡ଼ି କର୍ମୀଙ୍କ ପାଣ୍ଠି ମଞ୍ଜୁର କରାଇବା ପାଇଁ ଲାଞ୍ଚ ନେବା ମାମଲାରେ ଖୋର୍ଦ୍ଧା ଜିଲା ବାଣପୁରର ପୂର୍ବତନ ସିଡିପିଓ ରାଜକୁମାରୀ ଦେଈ ଦୋଷୀ ସାବ୍ୟସ୍ତ...

ନିମାପଡ଼ା: ବିଦ୍ୟୁତ୍‌ ଯନ୍ତ୍ରଣାର ଅନ୍ତ ଘଟୁନି

ନିମାପଡ଼ା,୨୩।୭(ଡି.ଏନ୍‌.ଏ.): ଗତ ମେ’ ୩ ତାରିଖରେ ହୋଇଥିବା ବାତ୍ୟା ଫନୀରେ ପୁରୀ ଜିଲା ନିମାପଡ଼ା ବିଦ୍ୟୁତ୍‌ ଡିଭିଜନର ୨୫ହଜାରରୁ ଊର୍ଦ୍ଧ୍ୱ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିରୁଜି ଯାଇଥିବାବେଳେ...

ସୋମବାରଠାରୁ ଭକ୍ତଙ୍କ ଲାଗି ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୭।୧: ଆସନ୍ତା ସୋମବାରଠାରୁ ଭକ୍ତଙ୍କ ଲାଗି ବନ୍ଦ ରହିବ ଶ୍ରୀମନ୍ଦିର। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଜାନୁୟାରୀ ୩୧ ଯାଏ...

ଲାଞ୍ଚ ନେଇ ଧରାପଡ଼ିଲେ ଆଇନ ମହାବିଦ୍ୟାଳୟର ମୁଖ୍ୟ କିରାଣି

ଢେଙ୍କାନାଳ ଅଫିସ,୨୩।୮: ଢେଙ୍କାନାଳ ଆଇନ ମହାବିଦ୍ୟାଳୟର ମୁଖ୍ୟ କିରାଣି ଉତ୍ତମ କୁମାର ରାଉତ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ୮ ହଜାର ୫ ଶହ...

Advertisement
Archives

Model This Week