ଯୋଡ଼ାରେ ଜାଲ ନୋଟ କାରବାର

ଯୋଡ଼ା, ୧୯।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ରାସ୍ତାରେ ପୌରପାଳିକା କମ୍ପ୍ଲେକ୍ସରେ ଜଣେ ମାଛ ବ୍ୟବସାୟୀଙ୍କୁ ଜାଲ ନୋଟ ଦେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଶନିବାର ଅପରାହ୍ନରେ ପୌରପାଳିକା କମ୍ପ୍ଲେକ୍ସରେ ମାଛ ବ୍ୟବସାୟୀ ସୁକାନ୍ତ କୁମାର ବାନାଙ୍କୁ ରବିବାର ୨୦୦ଟଙ୍କାର ମାଛ ନେବେ ବୋଲି ଜଣେ ବ୍ୟକ୍ତି ଗୋଟିଏ ୫୦୦ଟଙ୍କିଆ ନୋଟ ଦେଇଥିଲେ। ସୁକାନ୍ତ ତାଙ୍କୁ ୩୦୦ଟଙ୍କା ଫେରାଇଦେଇଥିଲେ। ମାତ୍ର ସେ ସେଠାରୁ ଗଲାପରେ ଦେଇଥିବା ୫୦୦ଟଙ୍କିଆ ନୋଟଟି ଜାଲ ବୋଲି ଜାଣିବାକୁ ପାଇ ଉକ୍ତ ବ୍ୟକ୍ତିଙ୍କୁ ଫୋନ କରି ଡକାଇଥିଲେ ଏବଂ ତାଙ୍କ ମନିପର୍ସ ଯାଞ୍ଚ କରିବାରୁ ଆଉ ୪ଟି ୫୦୦ଟଙ୍କିଆ ନୋଟ ମଧ୍ୟ ଜାଲ ଥିବା ଜଣାପଡିଥିଲା। ଏହାପରେ ମାଛ ବ୍ୟବସାୟୀ ସୁକାନ୍ତ ଯୋଡ଼ା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏହାର ତଦନ୍ତ ଆରମ୍ଭ କରିଛି। ତେବେ ଖବର ଲେଖାହେବାବେଳକୁ ପୋଲିସ କୌଣସି ମାମଲା ରୁଜୁ କରି ନ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri