୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ ଜବତ: ୩ ଅଟକ

ଭୁବନେଶ୍ୱର,୨।୩(ବ୍ୟୁରୋ): କୋଟି କୋଟି ଟଙ୍କାର ଜାଲ ନୋଟ୍‌ ଜବତ। କାରରେ ଛତିଶଗଡ ଯାଉଥିବା ୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ ସୁଙ୍କି ଆଉଟପୋଷ୍ଟ ନିକଟରୁ ଜବତ କରିଛି ପଟାଙ୍ଗୀ ପୋଲିସ। ଜାଲ ନୋଟ ସହ ପୋଲିସ ୩ ଜଣକୁ ଅଟକ ରଖାଯାଇଥିବା ସୁନାବେଡା ଏସଡିପିଓ ସୂଚନା ଦେଇଛନ୍ତି । ତେବେ ଏତେ ପରିମାଣ ଟଙ୍କା କେଉଁଠି ପ୍ରସ୍ତୁତ କରାଯାଇଥିଲା ଏବଂ ଏହାର ମାଷ୍ଟରମାଇଣ୍ଡ୍‌ କିଏ ତାହା ପୋଲିସ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟ୍ରିକ ରେଜଲ୍ଟ ଖରାପ ହେବାରୁ ଜୀବନ ହାରିଲେ ଛାତ୍ରୀ

ଏରସମା,୨୯ା୭(ସ୍ବ.ପ୍ର.):ମାଟ୍ରିକ ପରୀକ୍ଷା ରେଜଲ୍ଟ ଖରାପ ହେବାରୁ ଜଗତ୍‌ସିଂହପୁର ଜିଲାର ଜଣେ ଛାତ୍ରୀ ବୁଧବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଏରସମା ଥାନା ଅନ୍ତର୍ଗତ ଜାନକାଦେଈପୁର ପଞ୍ଚାୟତସ୍ଥିତ...

କର୍ନାଟକରେ କମାଲ କଲେ ସାଇପ୍ରକାଶ

ଭଦ୍ରକ ଅଫିସ,୯।୯: ବୟସ ମାତ୍ର ୮ ବର୍ଷ। ୩୦ରୁ ଊର୍ଦ୍ଧ୍ୱ ଯୋଗାସନରେ ମାହିର୍‌। ଆଖି ପିଛୁଳାକେ କରି ଦେଖାନ୍ତି କଷ୍ଟସାଧ୍ୟ ଯୋଗାସନ। ଯେଉଁ ଆସନ କରିବା...

ଦୟା, ରାଜୁଆ ନଦୀର ମଧ୍ୟବର୍ତ୍ତୀ ଅଞ୍ଚଳ ଜଳମଗ୍ନ: ଲୋକେ ଆତଙ୍କିତ

କଣାସ, ୧୦।୯(ସ୍ବ.ପ୍ର.)-ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ପୁରୀ ଜିଲା କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟା ଓ ରାଜୁଆ ନଦୀରେ ଜଳ ପତ୍ତନ ବୃଦ୍ଧିପାଇଛି।...

ସାମ୍ପ୍ରତିକ ସ୍ଥିତିରେ ଶ୍ରୀମନ୍ଦିର ନ ଖୋଲୁ

ପୁରୀ ଅଫିସ, ୧୦ । ୧୦: ମହାମାରୀ କରୋନା ପାଇଁ ବନ୍ଦ ଥିବା ରାଜ୍ୟର ବିଭିନ୍ନ ଧାର୍ମିିକସ୍ଥଳ ଖୋଲିବା ନେଇ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ...

ପଢ଼ାରେ ବାଧକ ୨ ଗୁଣ ବସ୍‌ ଭଡ଼ା

ବଇଣ୍ଡା,୨୨।୧(ଡି.ଏନ.ଏ.) କେବେଠୁ ଉଠିଗଲାଣି ଲକ୍‌ଡାଉନ୍‌। କଣ୍ଟେନମେଣ୍ଟ ଜୋନ୍‌ ବ୍ୟତୀତ ସବୁଠି କୋହଳ ହୋଇସାରିଛି କୋଭିଡ୍‌ କଟକଣା। ସହର, ବଜାର ସ୍ଥିତି ସ୍ବାଭାବିକ ହୋଇସାରିଥିବା ବେଳେ ସରକାରୀ,...

୫ ବର୍ଷ ପରେ ଧରାପଡିଲେ କୁଖ୍ୟାତ ଅପରାଧୀ

ବାଲେଶ୍ୱର ଅଫିସ, ୧୮।୨: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ପୋଲିସ ଦୁର୍ଦ୍ଦାନ୍ତ ଡକାୟତ ନବକିଶୋର ଦେଙ୍କୁ ବୁଧବାର ବିଳମ୍ବିତ ରାତିରେ ଗିରଫ କରିଛି। ତାଙ୍କ ନିକଟରୁ...

ଗୋପାଳଙ୍କ ଏମ୍‌ସିଏଲ୍‌ କ୍ବାର୍ଟର୍ସରେ କ୍ରାଇମବ୍ରାଞ୍ଚର ତନାଘନା: ଗୁଳିକାଣ୍ଡ ସ୍ଥାନରେ ହେବ ସିନ୍‌ ରିକ୍ରିଏସନ

ଝାରସୁଗୁଡ଼ା ଅଫିସ,୩।୨: ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାର ରହସ୍ୟ ଉନ୍ମୋଚନ ନେଇ କ୍ରାଇମବ୍ରାଞ୍ଚ ଲାଗିପଡ଼ିଛି। ଇତିମଧ୍ୟରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୪...

ପିପିଲି ଉପନିର୍ବାଚନ: ପ୍ରଦୀପଙ୍କ ପୁଅ ରୁଦ୍ରଙ୍କୁ ବିଜେଡି କଲା ପ୍ରାର୍ଥୀ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ସ୍ବର୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀଙ୍କୁ ଦଳ ପ୍ରାର୍ଥୀ...

Advertisement
Archives

Model This Week