ଭୋଟ୍‌ ଗଣତି ଆରମ୍ଭ ଉତ୍କଣ୍ଠାରେ ପ୍ରାର୍ଥୀ

ବରଗଡ଼ ଅଫିସ୍‌,୨୬।୨: ବରଗଡ଼ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ୍‌ ଗଣତି ଶନିବାର ଆରମ୍ଭ ହୋଇଯାଇଛି। ଶନିବାର ପ୍ରଥମ ପର୍ଯ୍ୟାୟରେ ଜିଲାର ୧୨ ବ୍ଲକର ୧୨ ଜିଲା ପରିଷଦ ଜୋନ୍‌ରେ ୱାର୍ଡସଭ୍ୟ, ସରପଞ୍ଚ, ସମିତିସଭ୍ୟ ଏବଂ ଜିଲା ପରିଷଦ ସଭ୍ୟ ପ୍ରାର୍ଥୀଙ୍କ ଭୋଟ୍‌ ଗଣନା ଚାଲିଛି। ପ୍ରଥମ ଦିବସରେ ପ୍ରତ୍ୟେକ ବ୍ଲକର ଜୋନ୍‌-୧ର ସକାଳ ୮ଟାରୁ ଭୋଟ୍‌ ଗଣନା ଚାଲିଛି। ଫଳରେ ଫଳାଫଳ ଜାଣିବାକୁ ପ୍ରାର୍ଥୀ, ସମର୍ଥକ, ନେତା, ଭୋଟରଙ୍କ ମଧ୍ୟରେ ଉତ୍କଣ୍ଠା ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷଣ ଲୁଚାଇବାକୁ ଫନ୍ଦି

ଯାଜପୁର ଅଫିସ,୨୦।୧୦: ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ପକ୍ଷରୁ ଓଡ଼ିଶାରେ ବାୟୁ ପ୍ରଦୂଷଣକୁ ହ୍ରାସ କରିବା ଉଦ୍ଦେଶ୍ୟରେ ଗୁରୁବାର ଏକ ନୂତନ ପଦକ୍ଷେପ ଗ୍ରହଣ କରାଯାଇଛି।...

ପ୍ରଧାନ ଶିକ୍ଷକ ନିୟମିତ ସ୍କୁଲ ନ ଆସିବା ଘଟଣା: ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ ମାଗିଲେ ବିଇଓ; ଧରିତ୍ରୀ ପ୍ରଭାବ

ଭବାନୀପାଟଣା,୨୮।୮(ସ୍ବ.ପ୍ର.)-କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ସିନ୍ଦିପଦର ପଞ୍ଚାୟତ ବାର୍ଷିକୋଣା ନୂତନ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ରୋହିତ ମାଝି ନିୟମିତ ସ୍କୁଲ ଆସୁ ନ...

ଆଇଆଇସିଙ୍କ ମୃତ୍ୟୁକୁ ପୋଲିସ ରୋକିପାରିନାହିଁ

ଭଞ୍ଜନଗର,୩୧।୩(ଡି.ଏନ.ଏ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅଧିକାରୀ ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁକୁ ନେଇ ଦିନକୁ ଦିନ ନୂଆ ନୂଆ ତଥ୍ୟ ଲୋକଲୋଚନକୁ ଆସୁଛି। ବୁଧବାର ୩ଟି...

ବଢୁଛି ଜୁଆର,ସମୁଦ୍ର ଯିବାକୁ ବାରଣ

ପୁରୀ ଅଫିସ,୫।୧୨:: ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି ସମ୍ଭାବ୍ୟ ବାତ୍ୟା ଜୱାଦ। ପୁରୀ ଉପକୂଳ ନିକଟରେ ପହଞ୍ଚିବା ବେଳକୁ ବାତ୍ୟାର ବେଗ କମିଯାଇଥିବା ନେଇ...

ସରୁନି ପ୍ରକଳ୍ପ: ପାଣି ପାଇଁ ହାହାକାର

ବନ୍ତ, ୫।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକର ୨୫ ପଞ୍ଚାୟତରେ ବସୁଧା ଯୋଜନାରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ ହୋଇଥିବା ବେଳେ ତାହା ଅସମ୍ପୂର୍ଣ୍ଣ ଥିବା...

ଏନ୍‌ଜିଟି ନିୟମ ମାନୁନାହାନ୍ତି ବ୍ୟବସାୟୀ

କେନ୍ଦ୍ରାପଡ଼ା ଅଫିସ, ୩୧ା୫:କେନ୍ଦ୍ରାପଡ଼ା ଜିଲାରେ ଇଟାଭାଟି ଓ ବାଲି ଚୋରାଚାଲାଣ ଲାଗି ନଦୀଶଯ୍ୟାକୁ ଖୋଳାଯାଉଛି। ଏନ୍‌ଓସି ନ ଥାଇ ଅବାଧରେ ବାଲି ଚାଲାଣ ହେଉଛି। ବେଆଇନ...

ସୁରଟ ଫେରନ୍ତାଙ୍କ ମଧ୍ୟରେ ଶେରଗଡର ୫୭, ଆସିକାର ୧୧ଜଣ

ଆସିକା/ଶେରଗଡ,୨୮ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ପରେ ସୁରଟରେ ଫସିଥିବା ଓଡ଼ିଆଙ୍କ ମଧ୍ୟରୁ ୪ଟି ବସ୍‌ ଯୋଗେ ଗଞ୍ଜାମ ଜିଲାର ୨୨୮ଜଣ ସୋମବାର ପ୍ରଥମ ଦଫାରେ ଫେରୁଛନ୍ତି। ସେମାନଙ୍କ ମଧ୍ୟରେ...

ଶପଥ ଗ୍ରହଣ କଲେ ହାଇକୋର୍ଟର ୩ ବିଚାରପତି

କଟକ ଅଫିସ ,୧୯।୧୦: ହାଇକୋର୍ଟର ୩ ନୂଆ ବିଚାରପତି ମଙ୍ଗଳବାର ଶପଥ ନେଇଛନ୍ତି। ଜଷ୍ଟିସ୍‌ ମୃଗାଙ୍କ ଶେଖର ସାହୁ, ଜଷ୍ଟିସ୍‌ ରାଧାକ୍ରିଷ୍ଣ ପଟ୍ଟନାୟକ ଏବଂ ଜଷ୍ଟିସ୍‌...

Advertisement
Archives

Model This Week