Posted inଜାତୀୟ

‘କଂଗ୍ରେସକୁ ଭୟ କରୁଛନ୍ତି ମୋଦି’

ନୂଆଦିଲ୍ଲୀ,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଭୟ କରୁଛନ୍ତି ବୋଲି ମଙ୍ଗଳବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି । ସଂସଦରେ ମୋଦି କଂଗ୍ରେସକୁ ଟାର୍ଗେଟ କରିବା ପରେ ରାହୁଲ କହିଛନ୍ତି, ମୋଦି କଂଗ୍ରେସକୁ ଡରୁଛନ୍ତି। କାରଣ କଂଗ୍ରେସ ସବୁବେଳେ ସତ କହିଥାଏ। ମୁଁ ସଂସଦରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇଥିଲି। ପ୍ରଥମ କଥା ହେଉଛି ଦୁଇଟି ହିନ୍ଦୁସ୍ତାନ ତିଆରି କରାଯାଉଛି, ସେଥିମଧ୍ୟରୁ ଗୋଟିଏ କୋଟି ଲୋକଙ୍କ ପାଇଁ ଏବଂ ଅନ୍ୟଟି କିଛି ଧନୀ ଲୋକଙ୍କ ପାଇଁ ଏବଂ ଦ୍ୱିତୀୟଟି ହେଉଛି ଆମର ଗୋଟିଏ ପରେ ଗୋଟିଏ ସଂସ୍ଥା ଘରୋଇ ଅଧିନକୁ ଚାଲି ଯାଉଛି। ତୃତୀୟଟି ହେଉଛଭାରତର ଭୁଲ୍‌ ବିଦେଶ ନୀତି ଯୋଗୁ ଚାଇନା ଏବଂ ପାକିସ୍ତାନ ସାମୀରେ ମଜଭୁତ୍‌ ହେବା ପ୍ରସଙ୍ଗ। କିନ୍ତୁ ଏହି ସବୁ ପ୍ରସଙ୍ଗରେ କୌଣସି ଜବାବ ରଖି ନାହାନ୍ତି ପ୍ରଧାନମନ୍ତ୍ରୀ। ନେହେରୁ ସାରା ଜୀବନ ଦେଶ ସେବା କରିଥିଲେ, ତାଙ୍କ ବିଷୟରେ କାହାରିଠାରୁ କୌଣସି ପ୍ରମାଣପତ୍ରର ଆବଶ୍ୟକତା ନାହିଁ। ଆମ ପରିବାରର ଅନ୍ୟ ଲୋକମାନେ ମଧ୍ୟ ବହୁତ କିଛି କରିଛନ୍ତି ବୋଲି ରାହୁଲ କହିଛନ୍ତି।
ସୂଚନାଯୋଗ୍ୟ, ସୋମବାର ସଂସଦରେ ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ବିରୋଧରେ ପ୍ରବଳ ବର୍ଷିଥିଲେ। କୋଭିଡ ପ୍ରଥମ ଲହର ସଂକ୍ରମଣ ପାଇଁ ମୋଦି କଂଗ୍ରେସକୁ ଦାୟୀ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଝାରସୁଗୁଡ଼ା ପ୍ରିମିୟର ଲିଗ୍‌: ଟାଉନ୍‌ ବୀର୍ସ ଚାମ୍ପିୟନ

ଝାରସୁଗୁଡ଼ା,୨୫।୫(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ମନମୋହନ ଏମ୍‌.ଇ. ସ୍କୁଲ ପଡ଼ିଆଠାରେ ଝାରସୁଗୁଡ଼ା ପ୍ରିମିୟର ଲିଗ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ ମଙ୍ଗଳ ବଜାର…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri