ସାତକୋଶିଆରେ ବାଘ ଗଣନା ଆରମ୍ଭ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ସାତକୋଶିଆରେ ଗୁରୁବାରଠାରୁ ବାଘ ଗଣନା ଆରମ୍ଭ ହୋଇଛି । ପ୍ରି-ମନସୁନ ପୂର୍ବରୁ ସାଧାରଣତଃ ଏହି ଗଣନା ହୋଇଥାଏ । ଏହି ସର୍ଭେ ୭ ଦିନ ପର୍ଯ୍ୟନ୍ତ ଚାଲିବ । ଏହାପରେ ଗୋଟିଏ ମାସ ପର୍ଯ୍ୟନ୍ତ କ୍ୟାମେରା ଟ୍ୟାପ କରାଯିବ। ଏଥିପାଇଁ ବିଭିନ୍ନ ସ୍ଥାନରେ ୫ଶହରୁ ଉଦ୍ଧର୍‌ବ କ୍ୟାମେରା ଲାଗିଛି । କ୍ୟାମେରା ଏବଂ ଅନ୍ୟାନ୍ୟ ଉପକରଣ ସାହାଯ୍ୟରେ ସମସ୍ତ ବିଟ୍‌ରେ ବାଘ ଗଣନା ହେବ ବୋଲି ଆରସିସିଏଫ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାପଙ୍ଗ ଛକରେ ବୋମା ପକାଇ ସାନି ମେଶିନ ପୋଡିଦେଲେ ଦୁର୍ବୃତ୍ତ, ୨ ଅଫୁଡ଼ା ବୋମା ଜବତ

ଖୋର୍ଦ୍ଧା ଅଫିସ, ୧୯।୬: ଖୋର୍ଦ୍ଧା ଜିଲା ତାପଙ୍ଗ ଛକ ଏନ୍‌କେଏସ୍‌ କ୍ରସର ନିକଟରେ ଥିବା ଏକ ସାନି ମେଶିନକୁ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ...

ଗତବର୍ଷ ଅପେକ୍ଷା ବଢ଼ିଛି ଧାନ ସଂଗ୍ରହ: ଧାର୍ଯ୍ୟ ଲକ୍ଷ୍ୟର ୭୯% ଧାନ ସଂଗ୍ରହ ସରିଛି

ଭୁବନେଶ୍ୱର,୪।୨(ବ୍ୟୁରୋ): ସାରା ରାଜ୍ୟରେ ଚଳିତ ଖରିଫ୍‌ ଧାନ ସଂଗ୍ରହ କାର୍ଯ୍ୟ ପୂର୍ଣ୍ଣମାତ୍ରାରେ ଚାଲିଛି। ଫେବୃୟାରୀ ୩ ତାରିଖ ସୁଦ୍ଧା ରାଜ୍ୟ ସରକାରଙ୍କ ଦ୍ବାରା ୩୯ ଲକ୍ଷ...

ଆଜି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଗୁରୁବାର ସଚିବାଳୟ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୧ଟା ୪୫ ମିନିଟରେ ଅନୁଷ୍ଠିତ...

୧୮ରେ ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର,୧୬ା୭(ବ୍ୟୁରୋ): ଆସନ୍ତା ୧୮ ତାରିଖରେ ହୀରାକୁଦ ଜଳଭଣ୍ଡାର ଖୋଲିବ। ୧୮ ତାରିଖ ପୂର୍ବାହ୍ନ ୧୧ଟାରେ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ଏ ନେଇ ଶନିବାର...

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

ଭୁବନେଶ୍ୱର,୬।୧୧(ବ୍ୟୁରୋ)-ଚଳିତ ବର୍ଷର ଓଜେଇଇ ରେଜଲ୍ଟ ଶୁକ୍ରବାର ପ୍ରକାଶ ପାଇଛି। ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀଙ୍କ ଦ୍ୱାରା ଓଜେଇଇ ରେଜଲ୍ଡ ପ୍ରକାଶିତ ହୋଇଛି। ପରୀକ୍ଷା...

ପର୍ଯ୍ୟଟନ ଶିଳ୍ପ ପାଇଁ ପୋଷ୍ଟ-ଲକ୍‌ଡାଉନ୍‌ ରୋଡ୍‌ମ୍ୟାପ୍‌

ଭୁବନେଶ୍ୱର,୮।୫(ବ୍ୟୁରୋ): ଲକ୍‌ଡାଉନ୍‌ ପରେ ରାଜ୍ୟର ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବାକୁ ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ର ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ଉଭୟ ସହର ଓ...

ଇସ୍ତଫା ଦେଲେ ବାଚସ୍ପତି ବିକ୍ରମ ଆରୁଖ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୁକ୍ରବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ଉପବାଚସ୍ପତିଙ୍କୁ ପଠାଇଥିବା କହିଛନ୍ତି। ବ୍ୟକ୍ତିଗତ...

ଯୁକ୍ତ୨ ସିଟ୍‌ ବୃଦ୍ଧି ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ସିଟ୍‌ ବୃଦ୍ଧି ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଉଚ୍ଚ...

Advertisement
Archives

Model This Week