Posted inଜାତୀୟ

୩ ଲୋକ ସଭା ୨୯ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଗଣତି ଆରମ୍ଭ

ନୂଆଦିଲ୍ଲୀ,୨ ।୧୧: ଦେଶରେ ୩୦ ଅକ୍ଟୋବରରେ ୩ ଲୋକ ସଭା ଓ ୨୯ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଭୋଟ ଗଣତି ମଙ୍ଗଳବାର ସକାଳୁ ଆରମ୍ଭ ହୋଇଛି । ଲୋକ ସଭା ଆସନ ମଧ୍ୟରେ ଦାଦର ଓ ନଗର ହାବେଳି, ହିମାଚଳ ପ୍ରଦେଶର ମଣ୍ଡି ଓ ମଧ୍ୟପ୍ରଦେଶର ଖଣ୍ଡୱା ଆସନ ରହିଛି । ସେହିପରି ବିଧାନସଭା ଆସନ ଗୁଡିକ ମଧ୍ୟରେ ରହିଛି ଆସାମର ୫, ପଶ୍ଚିମବଙ୍ଗ ୪, ମଧ୍ୟପ୍ରଦେଶ, ମେଘାଳୟ ଓ ହିମାଚଳ ପ୍ରଦେଶର ୩-୩, ରାଜସ୍ଥାନ, ବିହାର ଓ କର୍ନାଟକର ୨-୨, ଆନ୍ଧ୍ର ପ୍ରଦେଶ, ହରିୟାଣା, ମହାରାଷ୍ଟ୍ର, ମିଜୋରାମ ଓ ତେଲେଙ୍ଗାନାର ଗୋଟିଏ ଲେଖାଏଁ ଆସନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

TVK ଏଣ୍ଟ୍ରି, DMK-AAP ଆଉଟ, ଇଣ୍ଡିଆ ମେଣ୍ଟ ବୈଠକରେ ଯୋଗଦେବେ ରାହୁଲ, ମମତା, ଅଖିଳେଶ

ନୂଆଦିଲ୍ଲୀ,୮।୬: ପଶ୍ଚିମବଙ୍ଗରେ ଟିଏମସି ଏବଂ ତାମିଲନାଡୁରେ ଡିଏମକେର ପରାଜୟ ପରେ ପରିବର୍ତ୍ତନଶୀଳ ରାଜନୈତିକ ସମୀକରଣ ମଧ୍ୟରେ ସୋମବାର ଇଣ୍ଡିଆ ମେଣ୍ଟର ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି।…

୧,୪୦୦ କି.ମି. ଯାଇ ଦିଲ୍ଲୀ ପ୍ରଫେସରଙ୍କୁ ହତ୍ୟା କରିଥିଲେ ପଶ୍ଚିମବଙ୍ଗ ଦମ୍ପତି

ନୂଆଦିଲ୍ଲୀ,୮ା୬: ଦିଲ୍ଲୀ ୟୁନିଭର୍ସିଟିର ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା ଦେବୋସ୍ମିତା ପଲ୍‌ଙ୍କୁ ଗତ ବୁଧବାର ପୂର୍ବ ଦିଲ୍ଲୀର ବସୁନ୍ଧରା ଏନ୍‌କ୍ଲେଭସ୍ଥିତ ସତ୍ୟମ ଆପାର୍ଟମେଣ୍ଟରେ…

ବିକାଶ ବନାମ ଭବିଷ୍ୟତ

ଜୁନ୍‌ ୫ରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ପ୍ରକୃତି ଓ ପରିବେଶକୁ ସୁରକ୍ଷିତ ରଖିବା ଲାଗି ଅନେକ ସ୍ଥାନରେ ବହୁବିଧ ପଦକ୍ଷେପ ନେବା ଲାଗି ନିଷ୍ପତ୍ତି…

ଭୟଙ୍କର ଭୂକମ୍ପ, ଘଣ୍ଟାକ ଭିତରେ ୩ ଥର ଥରି ଉଠିଲା, ଜାରି ହେଲା ସୁନାମୀ ସତର୍କତା

ମାନିଲା,୮।୬: ସୋମବାର (ଜୁନ ୮) ସକାଳେ ଫିଲିପାଇନ୍ସରେ ପ୍ରବଳ ଭୂମିକମ୍ପ ଅନୁଭୂତ ହୋଇଥିଲା। ଗୋଟିଏ ଘଣ୍ଟା ମଧ୍ୟରେ ଭୂମି ତିନିଥର ଥରି ଉଠିଥିଲା। ଭୂମିକମ୍ପର ତୀବ୍ରତା ରିକ୍ଟର…

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

ମୃତକଙ୍କ ପରିବାରକୁ ସମବେଦନା ଜଣାଉଥିବା ବେଳେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ! ଏଭଳି କାଣ୍ଡ ଘଟାଇଲେ ଗାଁ ଲୋକେ

ପାଟନା,୭ା୬: ବିହାରର ଦକ୍ଷତା ବିକାଶ ମନ୍ତ୍ରୀ ଅରୁଣ ଶଙ୍କର ପ୍ରସାଦଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ମଧୁବାଣୀର ଥାହର ଗାଁରେ ଏହି ଘଟଣା ଘଟିଛି ।…

‘କକ୍ରୋଚ ଜନତା ପାର୍ଟି’, ପରେ ‘ପିମ୍ପୁଡ଼ି ଜନତା ପାର୍ଟି’ ନୂଆ ଦଳ ଗଠନ କଲେ ପୂର୍ବତନ ଭାଜପା ନେତା

ମେରଠ,୭।୬: ମେରଠରେ ଏକ ନୂଆ ରାଜନୈତିକ ଦଳ ଗଠନ ଘୋଷଣା କରାଯାଇଛି। ପୂର୍ବତନ ଭାଜପା ନେତା ଅନୁପ ରାଘବ ‘ଚିଣ୍ଟିି ଜନତା ପାର୍ଟି’ ନାମରେ ଏକ ସଂଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri