ଆରମ୍ଭ ହେଲା ଭୋଟ ଗଣତି: କିଏ ମାରିବ ବାଜି

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା କାର୍ଯ୍ୟ ଆରମ୍ଭ ହୋଇଯାଇଛି। ପ୍ରଥମେ ପୋଷ୍ଟାଲ ବାଲଟ ଗଣନା ଆରମ୍ଭ ହୋଇଛି। ପରେ ଇଭିଏମ ଭୋଟଗଣନା କରାଯିବ ବୋଲ ଶନିବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କହିଥିଲେି। ଇଭିଏମ ଭୋଟଗଣନା ପାଇଁ ସମୁଦାୟ ୧୪ଟି ଟେବୁଲର ବ୍ୟବସ୍ଥା କରାଯାଇଥିବାବେଳେ ପୋଷ୍ଟାଲ ବାଲଟ ଗଣତି ପାଇଁ ରିଟର୍ନିଂ ଅଧିକାରୀଙ୍କ ପାଖରେ ଆଉ ଗୋଟିଏ ଟେବୁଲ ବ୍ୟବସ୍ଥା ହୋଇଛି ୨୫୨ଟି ବୁଥ୍‌ରୁ ଫେରିଥିବା ଇଭିଏମ ୍‌ଭୋଟଗୁଡ଼ିକୁ ସମୁଦାୟ ୧୮ଟି ରାଉଣ୍ଡରେ ଗଣତି କରାଯିବ। ଶେଷରେ ଭିଭିପାଟ ସ୍ଲିପ୍‌ଗୁଡ଼ିକୁ ଗଣନା କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri