ଏକାଧିକ ଲଢ଼େଇ ଲଢୁଛି ଦେଶ: ମୋଦି

ନୂଆଦିଲ୍ଲୀ, ୩୦।୮: କରୋନା ମହାମାରୀ ସଙ୍କଟ ସମୟରେ ଦେଶ ଏକାଧିକ ଲଢ଼େଇ ଲଢୁଛି। ସୀମାରେ ଲଢ଼େଇ ସହିତ ଦେଶ ଭିତରେ ଆର୍ଥିକ କ୍ଷେତ୍ରକୁ ସୁଦୃଢ଼ କରାଯିବା ଲାଗି ଉଦ୍ୟମ ଅବ୍ୟାହତ ରହିଛି। ଏପରିସ୍ଥଳେ ଆତ୍ମନିର୍ଭର ଭାରତ ଗଠନ ଅପରିହାର୍ଯ୍ୟ ହୋଇପଡ଼ିଛି। ଆତ୍ମନିର୍ଭର ଭାରତ ଗଠନରେ ବଡ଼ ଶିଳ୍ପ ସଂସ୍ଥାଗୁଡ଼ିକର ଭୂମିକା ଗୁରୁତ୍ୱପୂର୍ଣ୍ଣ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୬୮ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେଇ ଏପରି କହିଛନ୍ତି। ଲକ୍‌ ଡାଉନ୍‌ରେ ଛୋଟ ପିଲା ଘରେ ବନ୍ଦ ରହିଛନ୍ତି। ଫଳରେ ଏବେ ଖେଳ ବଦଳରେ ଖେଳନା ସେମାନଙ୍କର ମୁଖ୍ୟ ଆକର୍ଷଣ ପାଲଟଛି। ଦେଶର ଖେଳନା ଶିଳ୍ପକୁ ସୁଦୃଢ଼ କରାଗଲେ ପିଲାଙ୍କ ଆବଶ୍ୟକତା ସହଜରେ ପୂରଣ ହୋଇପାରିବ ବୋଲି ମୋଦି କହିଛନ୍ତି। କରୋନା ସଙ୍କଟରେ ଲୋକେ ପ୍ରତିଟି ଉତ୍ସବ ଘରେ ପାଳନ କରିବାକୁ ବାଧ୍ୟ ହେଉଛନ୍ତି। ଏହା ଲୋକଙ୍କ ଦେଶପ୍ରତି ଥିବା ଏକନିଷ୍ଠ ଭାବ ଏବଂ ସମ୍ମାନବୋଧକୁ ସୂଚିତ କରୁଛି। ବାହାରକୁ ନଯାଇ ଘରେ ଉତ୍ସବ ପାଳନ କରିବା ସେମାନଙ୍କର ସଞ୍ଜମତା ଆଚରଣକୁ ଦର୍ଶାଉଥିବା ସେ କହିଛନ୍ତି। ଦେଶର ସ୍ବାଧିନତା ସଂଗ୍ରାମରେ ମହାତ୍ମା ଗାନ୍ଧୀଙ୍କ ପ୍ରେରଣାରେ ଦେଶବାସୀ ଅସହଯୋଗ ଆନ୍ଦୋଳନରେ ସାମିଲ୍‌ ହୋଇଥିଲେ। ଏବେ ସେଭଳି ଆନ୍ଦୋଳନ ଆତ୍ମନିର୍ଭର ଭାରତ ଗଠନରେ ଜାରି ରହିଛି ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri