Posted inଜାତୀୟ

କଲ୍ୟାଣକାରୀ ଯୋଜନାର ୧ ଟଙ୍କାରୁ ୮୫ ପଇସା ଖାଉଥିବା କଂଗ୍ରେସର କୁକର୍ମ ଯୋଗୁ ଦେଶ ରହିଥିଲା ପଛୁଆ: ପ୍ରଧାନମନ୍ତ୍ରୀ…

ବେଙ୍ଗାଲୁରୁ,୬।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କର୍ନାଟକର ବାଦାମିରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି କର୍ନାଟକକୁ ନମ୍ବର -୧ କରିବା ପାଇଁ ଭାରତୀୟ ଜନତା ପାର୍ଟି ଆପଣଙ୍କ ସମ୍ମୁଖରେ ଏକ ରୋଡମ୍ୟାପ ଆଣିଛି। ଅପରପକ୍ଷରେ କଂଗ୍ରେସ ନିଷ୍ପତ୍ତି ନେଇଛି,ଏହା ପୁରୁଣା ଅଭ୍ୟାସ ଛାଡିବ ନାହିଁ, ନିର୍ବାଚନ ପ୍ରସଙ୍ଗରେ ଏହି ଦଳ ତୃଷ୍ଟିକରଣ, ତାଲାବନ୍ଦ ଏବଂ ଅନ୍ୟକୁ ଗାଳଗୁଲଜ କରିବା ଜାରି ରଖିବ।

ସେ କହିଛନ୍ତି ଭୋଟ ବ୍ୟାଙ୍କକୁ ସନ୍ତୁଷ୍ଟ କରିବା, ଭାଜପାର କଲ୍ୟାଣ ନୀତି ଉପରେ ଅଭିଯୋଗ ଆଣିବା, ଓବିସି ଏବଂ ଲିଙ୍ଗାୟତ ସମ୍ପ୍ରଦାୟଙ୍କୁ ଅପମାନ କାର୍ଯ୍ୟ ନେଇ ରାଜ୍ୟରେ କଂଗ୍ରେସର ଏହି କୂଟନୀତି ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। ଏହୀ ପୁରୁଣା ରରାଜନୈତିକ ଦଳର କୁକର୍ମ ଯୋଗୁ ଆଜି ଦେଶ ଗତ ୭୦ ବର୍ଷ ଧରି ପଛୁଆ ରହିଥିଲା। ମାତ୍ର ଭାଜପା ସରକାର ଆସିବା ପରଠାରୁ ଦେଶର ବିକାଶ ଧାରା ଜାରି ରହିଛି।

 

୨୦୧୪ ବର୍ଷ ପୂର୍ବରୁ ଗୋଟିଏ ଜିବି ଇଣ୍ଟରନେଟର ମୂଲ୍ୟ ୩୦୦ ଟଙ୍କା ଥିଲା, କିନ୍ତୁ ଆଜି ଏହା ଜିବି ପିଛା ୧୦ ଟଙ୍କାକୁ ଖସି ଆସିଛି। ଦେଶରେ ଏକ ସୁଦୃଢ଼ ସଂଯୋଗ ଏବଂ ଉତ୍କୃଷ୍ଟ ଭିତ୍ତିଭୂମି ନିଶ୍ଚିତ କରିଛି ଭାଜପା।

କେନ୍ଦ୍ରରୁ କଲ୍ୟାଣକାରୀ ଯୋଜନାର ଗୋଟିଏ ଟଙ୍କାରୁ ୮୫ ପଇସା ଖାଉଥିବା କଂଗ୍ରେସର ଏହି କୁକର୍ମ ଯୋଗୁଁ ଆମ ଦେଶ ଏତେ ଦଶନ୍ଧି ଧରି ପଛୁଆ ରହିଥିଲା। ଏହାର ଶାସନ କାଳରେ କଂଗ୍ରେସ ଦ୍ୱାରା ଅଧିକ ଶକ୍ତିଶାଳୀ ହୋଇଥିବା ଏହି ଦୁର୍ନୀତି ରୋଗଗୁଡିକର ସ୍ଥୟୀ ଚିକିତ୍ସା ବର୍ତ୍ତମାନ ଭାଜପା କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri