Posted inଜାତୀୟ

ଦଳ ନୁହେଁ ଦେଶ ବଡ଼: ମୋଦି

ନୂଆଦିଲ୍ଲୀ,୬।୪: ଦଳ ନୁହେଁ ଭାଜପା ପାଇଁ ସବୁବେଳେ ଦେଶ ହିଁ ବଡ଼ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ୪୧ ତମ ସ୍ଥାପନା ଦିବସ ଅବସରରେ ପ୍ରକାଶ କରିଛନ୍ତି। ଭାଜପାର କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ କହିଛନ୍ତି। ଦେଶବାସୀଙ୍କ ସେବା କରି ଭାଜପା ଆଗକୁ ବଢ଼ିଥିବା ସେ କହିଛନ୍ତି। ତୃଣମୂଳସ୍ତରରେ କାର୍ଯ୍ୟକର୍ତ୍ତାଙ୍କ କାର୍ଯ୍ୟ ଆଧାରରେ ଭାଜପାର ବିଜୟ ଯାତ୍ରା ଜାରି ରହିଛି। ଦେଶର ବିଭିନ୍ନ ରାଜ୍ୟ ଏବଂ ଜିଲାରେ ଦଳର କାର୍ଯ୍ୟକର୍ତ୍ତା ପିଢ଼ି ପରେ ପିଢ଼ି କାର୍ଯ୍ୟ କରୁଥିବା ମୋଦି ପ୍ରକାଶ କରିଛନ୍ତି। ଶ୍ୟାମା ପ୍ରସାଦ ମୁଖାର୍ଜୀ, ଅଟଳ ବିହାରୀ ବାଜପେୟୀ ଦଳକୁ ବାଟ ଦେଖାଇଥିଲେ। ସେହିପରି ଲାଲ୍‌କୃଷ୍ଣ ଆଡଓ୍ବାଣୀ, ମୂରଲୀ ମନୋହର ଯୋଶୀ ପ୍ରମୁଖ ଦଳକୁ ଆଗକୁ ବଢ଼ାଇଥିବା ମୋଦି କହିଛନ୍ତି। ଅଟଳ ବିହାରୀ ଗୋଟିଏ ଭୋଟ ପାଇଁ ସରକାର ଭାଙ୍ଗିବାକୁ ନିଷ୍ପତ୍ତି ନେଇଥିଲେ। ମାତ୍ର କୌଣସି ବୁଝାମଣା କରି ନ ଥିଲେ। ତାଙ୍କ ଆଗରେ ଦଳ ତୁଳନାରେ ଦେଶ ବଡ଼ ଥିଲା ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

ଜିଦିରୁ ବଢ଼ୁଛି ଉତ୍ତେଜନା

ଇରାନ୍‌ ସହ ଶାନ୍ତିଚୁକ୍ତି ବିଳମ୍ବ ହେବା ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କ୍ଷୁବ୍ଧ ହୋଇ ତେହରାନ ଉପରେ ପୁନଶ୍ଚ ଆକ୍ରମଣ କରିବେ ବୋଲି କିଛିଦିନ ହେବ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

ପୁଣି ବଢିଲା ଲୋକଙ୍କ ଚିନ୍ତା: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ…

ନୂଆଦିଲ୍ଲୀ, ୨୭।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର କ୍ରମାଗତ ବୃଦ୍ଧି ପାଉଥିବା ମୂଲ୍ୟ ସାଧାରଣ ଲୋକଙ୍କ ଚିନ୍ତାକୁ ବୃଦ୍ଧି କରିଛି। ଗତ ଦୁଇ ସପ୍ତାହ ମଧ୍ୟରେ…

୫ ସୁଦ୍ଧା ଦିଲ୍ଲୀ ଜିମ୍‌ଖାନା ପରିସର ଦଖଲକୁ ନିଆଯିବ ନାହିଁ

ନୂଆଦିଲ୍ଲୀ,୨୭ା୫: ଔପନିବେଶୀୟ ଯୁଗରୁ ରହିଆସିଥିବା ଦିଲ୍ଲୀ ଜିମ୍‌ଖାନା ପରିସରକୁ କେନ୍ଦ୍ର ସରକାର ଜୁନ୍‌ ୫ ସୁଦ୍ଧା ବଳପୂର୍ବକ ଦଖଲକୁ ନେବେ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ…

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri