Posted inଜାତୀୟ

ଆଫଗାନିସ୍ତାନ ପ୍ରସଙ୍ଗରେ ଦେଶ ଏକଜୁଟ, କଂଗ୍ରେସ କହିଲା ଆମେ ସରକାରଙ୍କ ସାଥିରେ ରହିଛୁ…

ନୂଆଦିଲ୍ଲୀ,୨୬।୮: ଆଫଗାନିସ୍ତାନ ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ପଡ଼ୋଶୀ ଦେଶରେ ଦେଖାଦେଇଥିବା ମାନବୀୟ ସଙ୍କଟ ସମୟରେ ଭାରତ ଏକଜୁଟ ହୋଇଛି। ସର୍ବଦଳୀୟ ବୈଠକରେ ବିରୋଧୀ କଂଗ୍ରେସ ପକ୍ଷରୁ କୁହାଯାଇଛି ଯେ, ଆମେ ସରକାରଙ୍କ ସାଥିରେ ରହିଛୁ। ସରକାରଙ୍କ ପ୍ରତି ନିଷ୍ପତ୍ତିରେ କଂଗ୍ରେସ ସହାୟତା କରିବ ବୋଲି ପ୍ରତିଶ୍ରୁତି ଦେଇଛି। ଗୁରୁବାର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ବୈଠକରେ ଆଫଗାନିସ୍ତାନର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ସର୍ବଦଳୀୟ ପ୍ୟାନେଲ ଅବଗତ କରାଇଛନ୍ତି। କଂଗ୍ରେସ ପକ୍ଷରୁ ଅଧିର ରଞ୍ଜନ ଚୌଧୁରୀ କହିଛନ୍ତି ଯେ, ସରକାରଙ୍କ ଏସମ୍ପର୍କିତ ପ୍ରତି ରଣନୀତି ଏବଂ ପଦକ୍ଷେପକୁ ଦଳ ସମର୍ଥନ କରିବ। ଇତିମଧ୍ୟରେ ଆଫଗାନିସ୍ତାନରୁ ଭାରତକୁ ୬୨୬ ଜଣ ଆସିଥିବାବେଳେ ସେମାନଙ୍କ ମଧ୍ୟରେ ୨୨୮ ଜଣ ଭାରତୀୟ ରହିଥିବା ଜୟଶଙ୍କର କହିଛନ୍ତି। ଗୁରୁବାର ହିଣ୍ଡନ ଏୟାର ବେସ୍‌ରେ ୩୫ ଜଣ ଲୋକଙ୍କ ନେଇ ଭାରତୀୟ ବାୟୁସେନା ବିମାନ ଗ୍ଲୋବ୍‌ମାଷ୍ଟର ପହଞ୍ଚିଛି। ସେମାନଙ୍କ ମଧ୍ୟରେ ୨୪ ଜଣ ଭାରତୀୟ ଥିବାବେଳେ ୧୧ ଜଣ ନେପାଳ ନାଗରିକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?