Posted inଫୁରସତ

ଗାଁଠୁ ଛୋଟ ଦେଶ

ଏଇ ପୃଥିବୀରେ ଏମିତି ବି ଦେଶ ରହିଛି ଯାହାର କ୍ଷେତ୍ରଫଳ ଗୋଟିଏ ଛୋଟ ଗାଁଠାରୁ ବି କମ୍‌। ସେଭଳି ଏକ
ଦେଶ ହେଉଛି ମୋନାକୋ। ଜାଣିବା ଏହି ଦେଶ ସମ୍ପର୍କରେ କିଛି ରୋଚକ ତଥ୍ୟ…ବିକାଶ ସୂଚୀ ୧ରୁ ଅଧିକ ଥିବାରେ ଏହା ହେଉଛି ପୃଥିବୀର ଏକମାତ୍ର ଦେଶ। ସିଟି ପରେ ପୃଥିବୀର ସବୁଠୁ କ୍ଷୁଦ୍ରତମ ଦେଶ ହେଉଛି ମୋନାକୋ। ଯାହାର କ୍ଷେତ୍ରଫଳ ମାତ୍ର ୨.୦୨ ବର୍ଗ କିଲୋମିଟର। ଜନଗଣନା ଅନୁଯାୟୀ ଏହାର ଜନସଂଖ୍ୟା ୩୮,୪୯୯। ସାନ୍ଧ୍ରତା ବା ସ୍ଥାନ ପ୍ରତି ଜନସଂଖ୍ୟା ଅନୁସାରେ ଏହା ପୃଥିବୀର ଜନଗହଳି ଦେଶ। ତେବେ ପ୍ରତିଦିନ ଏଠାରକୁ ଇଟାଲୀ ଏବଂ ଫ୍ରାନ୍ସରୁ ୫୦,୦୦୦ କର୍ମୀ ଆସୁଥିବାରୁ ଏହାର ଜନସଂଖ୍ୟା ଦୁଇଗୁଣ ହୋଇଯାଏ। ଧନିକ ଶ୍ରେଣୀୟ ବ୍ୟକ୍ତିମାନଙ୍କ ଲାଗି ଏହା ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ। ବିଶେଷକରି ଏଠାରେ ଥିବା କ୍ୟାସିନୋ ଡେ ମଣ୍ଟେକାର୍ଲୋରେ ବସି ଜୁଆ ଏବଂ ଅନ୍ୟାନ୍ୟ ଖେଳର ମଜା ନେବା ଏବଂ ଓସେନୋଗ୍ରାଫିକ ମ୍ୟୁଜିୟମ୍‌ରେ ଗଭୀର ସମୁଦ୍ରର ବିଭିନ୍ନ ଦୃଶ୍ୟକୁ ଉପଭୋଗ ଲାଗି ପର୍ଯ୍ୟଟକ ବେଶି ଆକୃଷ୍ଟ ହୋଇଥାନ୍ତି। ଏହି ଜୁଆଖେଳ ଟେବୁଲ୍‌ଗୁଡିକ ୧୮୫୬ ମସିହାରୁ ରହିଥିବା କୁହାଯାଏ। ତେବେ ଆଶ୍ଚର୍ଯ୍ୟର କଥା ହେଉଛି ଏଠାକାର ବାସିନ୍ଦାଙ୍କୁ କ୍ୟାସିନୋ ମଧ୍ୟରେ ଜୁଆ ଖେଳିବାର ଅନୁମତି ନାହିଁ। ଦେଶର ସମସ୍ତ ରାଜକୋଶ ଏହାର ପର୍ଯ୍ୟଟନ ଏବଂ କ୍ୟାସିନୋରୁ ଆସିଥାଏ।ଆୟୋଜିତ ଗ୍ରାଣ୍ଡ ପ୍ରିକ୍ସ କାର୍‌ ରେସ୍‌ ବିଶ୍ୱ ପ୍ରସିଦ୍ଧ। ସ୍ଥାୟୀ ବାସିନ୍ଦାଙ୍କୁ ମୋନେଗାସ୍କ୍‌ କୁହାଯାଉଥିବା ବେଳେ ବାହାର ଦେଶରେ ଜନ୍ମିତ କିନ୍ତୁ ଏଠାରେ ଘର କରି ରହୁଥିବା ବାସିନ୍ଦାଙ୍କୁ ମୋନାକୋଇଆନ୍‌ ବୋଲି କୁହାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri