Posted inଜାତୀୟ

‘ଦେଶର ପ୍ରତିଷ୍ଠା ବିପଦରେ, ଚାଇନା ଯିବେ ନିବେଶକ’

ନୂଆଦିଲ୍ଲୀ, ୧୦ା୩: ୨୦୧୮ ମସିହାର ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ୍‌(ଏନ୍‌ଏସ୍‌ଇ)ର କୋ-ଲୋକେଶନ ଘଟଣାର ତଦନ୍ତରେ ମନ୍ଥରଗତିକୁ ନେଇ କେନ୍ଦ୍ରୀୟ ତଦନ୍ତକାରୀ ବ୍ୟୁରୋ (ସିବିଆଇ) ଉପରେ କ୍ଷୁବ୍ଧ ହୋଇଛନ୍ତି ଦିଲ୍ଲୀର ଏକ କୋର୍ଟ। ଏହା ଏକ ବଡ଼ ଧରଣର ଦୁର୍ନୀତି। ଏହା ଦ୍ୱାରା ଦେଶର ପ୍ରତିଷ୍ଠା ବିପଦରେ ପଡ଼ିଛି। ଯଦି ତଦନ୍ତ ବର୍ଷ ବର୍ଷ ଧରି ଚାଲେ ତେବେ ନିବେଶକମାନେ ଚାଇନା ମୁହଁା ହେବେ ବୋଲି ସ୍ବତନ୍ତ୍ର ବିଚାରପତି ସଞ୍ଜୀବ ଅଗ୍ରଓ୍ବାଲ କହିଛନ୍ତି। ଏଥିସହ ଏନ୍‌ଏସ୍‌ଇର ପୂର୍ବତନ ଗ୍ରୁପ୍‌ ଅପରେଟିଂ ଅଫିସର (ଜିଓଓ) ଆନନ୍ଦ ସୁବ୍ରମଣ୍ୟମଙ୍କୁ ମାର୍ଚ୍ଚ ୨୩ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ସୂଚନାଯୋଗ୍ୟ, ସୁବ୍ରମଣ୍ୟମ ଏନ୍‌ଏସ୍‌ଇର ପୂର୍ବତନ ସିଇଓ ଚିତ୍ରା ରାମକ୍ରିଷ୍ଣାଙ୍କ ସହଯୋଗୀ। ଏହା ପୂର୍ବରୁ ଚିତ୍ରାଙ୍କୁ ମାର୍ଚ୍ଚ ୧୪ ପର୍ଯ୍ୟନ୍ତ ସିବିଆଇ ରିମାଣ୍ଡରେ ନେଇଛି।
ଦେଶର ବୃହତ୍ତମ ଷ୍ଟକ୍‌ ଏକ୍ସଚେଞ୍ଜରେ ଗୁରୁତର ଅନିୟମିତତା ହୋଇଥିବା ଅଭିଯୋଗରେ ଚିତ୍ରାଙ୍କୁ ଗିରଫ କରାଯାଇଛି। ସେ ତଥାକଥିତ ହିମାଳୟ ଯୋଗୀଙ୍କ ଦ୍ୱାରା ପ୍ରଭାବିତ ହୋଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଉଥିଲେ, ଯେଉଁଥିପାଇଁ ଏନ୍‌ଏସ୍‌ଇର ବିପୁଳ କ୍ଷତି ଘଟିଛି। ଚିତ୍ରାଙ୍କୁ ପରାମର୍ଶ ଦେଉଥିବା ‘ଯୋଗୀ’ ଭାବେ ସିବିଆଇ ସୁବ୍ରମଣ୍ୟମଙ୍କୁ ଚିହ୍ନଟ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri