Posted inଜାତୀୟ

ବ୍ୟାଙ୍କରେ ନକଲି ସୁନା ରଖି ୨ କୋଟି ଋଣ ନେଇଥିଲେ ଦମ୍ପତି

ଥାଣେ, ୪।୨: ବ୍ୟାଙ୍କରେ ସୁନା ଅଳଙ୍କାର ରଖି ଲୋକେ ଋଣ ନେଇଥାନ୍ତି। ତେବେ ମହାରାଷ୍ଟ୍ର ଥାଣେ ଜିଲାରେ ଥିବା ସମବାୟ ବ୍ୟାଙ୍କରେ ନକଲି ସୁନା ବନ୍ଧକ ରଖି ୨ କୋଟି ଟଙ୍କାର ଋଣ ପ୍ରଦାନ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଅଭିଯୁକ୍ତ ବ୍ୟାଙ୍କ ମ୍ୟାନେଜର, ଅଳଙ୍କାର ମୂଲ୍ୟାଙ୍କନକାରୀଙ୍କ ସମେତ ୨ ଦମ୍ପତିଙ୍କ ବିରୋଧରେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ପାଲଘର ଜିଲାର ମୋଖଡ଼ା ଥାନା ପୋଲିସ ଅଭିଯୁକ୍ତ ହେମନ୍ତ ଉଦାବନ୍ତ ଏବଂ ତାଙ୍କ ସ୍ତ୍ରୀଙ୍କୁ ସେମାନଙ୍କ ଗାଁରୁ ଗିରଫ କରିଛି। ୨୦୧୬ଠାରୁ ସେମାନେ ଫେରାର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆପ୍‌ ବ୍ୟବହାର କରିବାକୁ ଶିକ୍ଷକମାନଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ, କହିଲେ…

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ପ୍ରଶସ୍ତ’ (PRASHAST) ଆପ୍‌ ମାଧ୍ୟମରେ ସ୍କୁଲ ପିଲାମାନଙ୍କଠାରେ ଶିକ୍ଷଣ ଅକ୍ଷମତା ଏବଂ ଦିବ୍ୟାଙ୍ଗତାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ହିଁ ଚିହ୍ନଟ…

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri