ବିଲକୁ ଯାଉଥିବା ବେଳେ ଝାମ୍ପିନେଲା ଭାଲୁ

ଠାକୁରମୁଣ୍ଡା,୨୬ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅଧୀନ ସାଲେଇବେଡ଼ା ପଞ୍ଚାୟତର କାଶୀବେଡ଼ା ଗ୍ରାମରେ ଶୁକ୍ରବାର ଭାଲୁ ଆକ୍ରମଣରେ ଦମ୍ପତି ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ପ୍ରଥମେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତ ଦମ୍ପତି ହେଲେ ହିନ୍ଦୁରାମ ଗୁନଦୁଆ ଓ ତାଙ୍କ ସ୍ତ୍ରୀ ଚୁଙ୍ଗା। ସକାଳ ପ୍ରାୟ ୬ଟା ସମୟରେ ସେମାନେ ଧାନ ବିଲକୁ ଯାଉଥିବା ବେଳେ ଏକ ଭାଲୁ ଆସି ସ୍ତ୍ରୀ ଚୁଙ୍ଗାଙ୍କୁ ଆକ୍ରମଣ କରିଥିଲା। ଭାଲୁ କବଳରୁ ତାଙ୍କୁ ରକ୍ଷା କରିବାକୁ ଯାଇ ହିନ୍ଦୁରାମ ଆକ୍ରମଣର ଶିକାର ହୋଇଥିଲେ। ଉଭୟଙ୍କ ଚିତ୍କାର ଶୁଣି ଆଖପାଖରେ ଥିବା ଲୋକେ ପହଞ୍ଚିବାରୁ ଭାଲୁ ସେଠାରୁ ପଳାଇ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୪ରେ ଢେଙ୍କାନାଳ ବନ୍ଦ

ଢେଙ୍କାନାଳ ଅଫିସ,୧୦ା୨: ବରଗଡ ପରେ ଢେଙ୍କାନାଳରେ ସିଟି ହସ୍‌ପିଟାଲ ଦାବି ଜୋର ଧରିଛି। ଏହାକୁ ନେଇ ଢେଙ୍କାନାଳ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ରବିବାର ଅପରାହ୍ନ ୫ଟାରେ...

ଖୋର୍ଦ୍ଧାରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୨୫।୧: ଖୋର୍ଦ୍ଧାରୁ ବିପୁଳ ପରିମାଣର ବ୍ରାଉନସୁଗାର ମଙ୍ଗଳବାର ଜବତ କରାଯାଇଛି। ରାଜ୍ୟ ଅବକାରୀ ଫ୍ଲାଇଂସ୍କ୍ବାଡ୍‌ କଟକ ଅଧ୍ୟୀକ୍ଷକ ଦେବାଶିଷ ପଟେଲଙ୍କ ନେତୃତ୍ୱରେ ଏକ ୧୫...

ଆକାଉଣ୍ଟ ସେଟେଲ କର, ନଚେତ ଦରମା ବନ୍ଦ

କଟକ ଅଫିସ,୧୨।୧୨: ସମ୍ବଲପୁର ହୀରାକୁଦ ଡ୍ୟାମର ଜଣେ ପୂର୍ବତନ କର୍ମଚାରୀଙ୍କ ଆକାଉଣ୍ଟ ଦୀର୍ଘ ବର୍ଷ ଧରି ସେଟେଲମେଣ୍ଟ ହୋଇ ନ ଥିବା ଘଟଣାରେ ହାଇକୋର୍ଟ କ୍ଷୁବ୍ଧ...

ରେଳ ଧାରଣାରୁ ମିଳିଲା ପରିବାରର ୩ ଜଣଙ୍କ ମୃତଦେହ

ଟିକିରି/ଦଶମନ୍ତପୁର,୨୬ା୧୦(ଡି.ଏନ୍‌.ଏ.)-କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ସିଙ୍ଗାରାମ ରେଳ ଷ୍ଟେଶନ ନିକଟରୁ ସୋମବାର ଗୋଟିଏ ପରିବାରର ୩ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ କୋରାପୁଟ...

ଅଷ୍ଟପ୍ରହର ଚାନ୍ଦା ପାଇଁ ଯୁବକଙ୍କୁ ହତ୍ୟା

ରସୁଲପୁର,୧୬।୩(ଡି.ଏନ.ଏ.): ଯାଜପୁର ଜିଲା କୁଆଖିଆ ଥାନା ବାହାଦଲାପୁର ପଞ୍ଚାୟତ ଶରିଫାବାଦ ଗ୍ରାମର ଦଳେଇସାହିରେ ଅଷ୍ଟପ୍ରହର ନାମଯଜ୍ଞ ଚାନ୍ଦା ଆଦାୟକୁ କେନ୍ଦ୍ରକରି ରବିବାର ଏକ ହତ୍ୟାକାଣ୍ଡ ଘଟିଛି।...

ଅଭିଭାବକ, ଶିକ୍ଷକ ଏକ ମୁଦ୍ରାର ଦୁଇପାର୍ଶ୍ୱ

ନୂଆପଡା ଅଫିସ,୨୮ା୬: ବିଦ୍ୟାଳୟଗୁଡିକରେ ଗୁଣାତ୍ମକ ଶିକ୍ଷାର ବିକାଶ ସକାଶେ ଅଭିଭାବକ ଏବଂ ଶିକ୍ଷକମାନଙ୍କ ଅବଦାନ ରହିବା ବାନଛନୀୟ। ଏମାନେ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ। ଶିକ୍ଷାଦାନକୁ...

ହାତୀ ଆକ୍ରମଣରେ ଯୁବକ ମୃତ

ରାସୋଳ, ୧୨ା୪(ଡି.ଏନ.ଏ.)- ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ଖଲିବୁରେଇ ସେକ୍ସନ ଗୋବିନ୍ଦପୁର ଗ୍ରାମର ପଙ୍କଜ ସାମଲଙ୍କ ରବିବାର ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି । ଭୋରରୁ...

ଜିଲାରେ ବଢ଼ିଚାଲିଛି ଶିଶୁ, ମହିଳା ନିର୍ଯାତନା

ଭଦ୍ରକ ଅଫିସ,୨୫।୯: ମହିଳା ଓ ଶିଶୁମାନଙ୍କ ସୁରକ୍ଷା, ବିକାଶ ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ମହିଳା ସଶକ୍ତୀକରଣ...

Advertisement
Archives

Model This Week