Posted inଫୁରସତ

ଝଗଡ଼ା କରୁକରୁ ବାଲକୋନୀରୁ ୨୫ ଫୁଟ ତଳକୁ ଖସିପଡ଼ିଲେ ସ୍ବାମୀ-ସ୍ତ୍ରୀ: ଭିଡିଓ ଦେଖିଲେ ଆପଣ ବି…

ନୂଆଦିଲ୍ଲୀ: ପରିବାର ମଧ୍ୟରେ ସ୍ବାମୀସ୍ତ୍ରୀଙ୍କ ଝଗଡ଼ା କିଛି ନୂଆ କଥା ନୁହେଁ। ହେଲେ ବେଳେବେଳେ ଝିମିଟି ଖେଳରୁ ମହାଭାରତ ପରି ସାମାନ୍ୟ କଳି ମାରପିଟ୍‌ ପର୍ଯ୍ୟନ୍ତ ଯାଇଥାଏ। ସୋସିଆଲ ମିଡିଆରେ ସ୍ବାମୀସ୍ତ୍ରୀ ମଧ୍ୟରେ ଝଗଡ଼ାର ଏଭଳି ଏକ ଭିଡିଓ ଭାଇରାଲ ହେଉଛି। ହେଲେ ଝଗଡ଼ା ପରେ ଯାହା ଘଟୁଛି ତାହା ଦେଖିଲେ ଆପଣ ବି ଚମକି ପଡ଼ିବେ।

ଭିଡିଓର ଆରମ୍ଭରେ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହେଉଥିବା ଦେଖିବାକୁ ମିଳୁଛି। ଧିରେଧିରେ ଉଭୟ ବାଲକୋନୀକୁ ଚାଲି ଆସୁଛନ୍ତି। ସେଠାରେ ମାର୍‌ପିଟ ଲାଗିବା ବେଳେ ରେଲିଂ ଭାଙ୍ଗି ଯିବା ଯୋଗୁ ସେମାନେ ୨୫ ଫୁଟ ତଳକୁ ହଠାତ୍‌ ଖସି ପଡ଼ୁଛନ୍ତି। ରାସ୍ତା ଉପରେ ସେମାନେ ପଡ଼ିଯିବା ଦେଖି ଅନେକ ଲୋକ ଚକିତ ହୋଇଯାଉଛନ୍ତି। ଲୋକେ ଆମ୍ବୁଲାନ୍ସ ଡାକି ଉଭୟଙ୍କୁ ଡାକ୍ତରଖାନା ପଠାଉଥିବା ନଜର ଆସୁଛି।

ଘଟଣାଟି ପିଟସବର୍ଗର ବୋଲି ଜଣାପଡ଼ିଛି। ବାଲକୋନୀରୁ ତଳକୁ ଖସିପଡ଼ିବା ଯୋଗୁ ସ୍ବାମୀସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ଚିକିତ୍ସା ଜାରି ରହିଛି। ଅପରପକ୍ଷେ କେହି ଭିଡିଓଟିକୁ ସୋସିଆଲ ମିଡିଆରେ ଛାଡ଼ି ଦେବା ପରେ ଏହା ଭାଇରାଲ ହେବାରେ ଲାଗିଛି। ବ୍ୟବହାରକାରୀ ଏଥିରେ ଅନେକ ପ୍ରକାର କମେଣ୍ଟ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri