ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା କାର୍‌, ଦମ୍ପତି ମୃତ

ହରଭଂଗା,୩।୭( ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜ଼ୀଲା ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ରମ୍ଭିକଟା ଟୋଲ ଗେଟ୍‌ଠାରେ ଘଟିଛି ବଡ଼ ଦୁର୍ଘଟଣା। ଗେଟ୍‌ଠାରେ ଠିଆ ହୋଇଥିବା ଟ୍ରକକୁ ଏକ କାର ଧକ୍କା ଦେବା ଫଳରେ ୨ଜଣ କର ମୃତ୍ୟୁ ଘଟିଛି।

ସୂଚନା ମୁତାବକ ନୂଆପଡା ଜ଼ୀଲା କୁରୁମପୁରି ହାଇ ସ୍କୁଲରେ ଥିବା ପ୍ରଧାନ ଶିକ୍ଷକ ରାଜକିଶୋର ସାହୁ ସ୍ତ୍ରୀ ସହ ନିଜ ଗାଁ ନୟାଗଡ଼ ଜିଲା ଗଣିଆକୁ କାର ଯୋଗେ ଯାଉଥିବା ବେଳେ ଜାତୀୟ ରାଜପଥର ରମ୍ଭିକଟା ଟୋଲ ଗେଟଠାରେ ବୁଧବାର ରାତିରେ ଟ୍ରକକୁ କାର ଧକ୍କା ଦେଇଥିଲା । ଫଳରେ ଶିକ୍ଷକ ଓ ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇଁ ବୌଦ୍ଧ ପୋଲିସ ପହଁବି ମୃତଦେହକୁ ଜବତ କରି ପୋଷ୍ଟମଟର୍ମ ପାଇଁଁ ବୌଦ୍ଧ ମେଡିକାଲକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri