ବଜାର ଯାଉଥିଲେ ଦମ୍ପତି: ରାସ୍ତାରେ ଜଳିଗଲା ବାଇକ

ବାସୁଦେବପୁର,୧୨।୪: ଭଦ୍ରକ ଜିଲା ଧାମରା ବସ୍‌ ଷ୍ଟାଣ୍ଡ ନିକଟରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସ୍ତ୍ରୀ-ସ୍ବାମୀ ଏକ ବାଇକ୍‌ ଯୋଗେ କୌଣସି କାମରେ ବାସୁଦେବପୁର ବଜାର ଆସୁଥିଲେ। ହେଲେ ଧାମରା ବସ୍‌ ଷ୍ଟାଣ୍ଡ ନିକଟରେ ବାଇକ୍‌ଟି ହଠାତ୍‌ ହୁତୁହୁତୁ ହୋଇ ଜଳି ଉଠିଥିଲା। ଅନ୍ୟପକ୍ଷେ ଦମ୍ପତି ତୁରନ୍ତ ବାଇକ୍‌ରୁ ଓହ୍ଲାଇ ପଡିଥିଲେ। ଫଳରେ ସେମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ନିଆଁକୁ ଆୟତ୍ତ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri