Posted inଫୁରସତ

ୟୁଜର୍ସଙ୍କୁ ଭାଗ ଭାଗ କରି ଦେଲା ଦମ୍ପତିଙ୍କ ଭାଇରାଲ ଫଟୋ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଫଟୋ ଭାଇରାଲ ହୋଇଥାଏ। କେତେକ ଆମକୁ ଏଣ୍ଟରଟେନ କରେ ଆଉ କିଛି ଦେଖି ଆମେ ହତବାକ୍‌ ହେଇଯାଉ। ଏହା ଛଡ଼ା ଆହୁରି କିଛି ଫଟୋ କିମ୍ବା ଭିଡିଓ ଭାଇରାଲ ହୁଏ, ଯାହା ଉପରେ ପ୍ରତିକ୍ରିୟା ରଖିବା କଷ୍ଟକର। ସେଭଳି ଏକ ଫଟୋ ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମ ଟୁଇଟରରେ ଭାଇରାଲ ହେଉଛି, ଯେଉଁଥିରେ ଦମ୍ପତି ହାତ ଧରି ପାହାଡ଼ ଧାରାରେ ଛିଡ଼ା ହୋଇ ପୋଜ ଦେଇଛନ୍ତି। ମହିଳା ଜଣଙ୍କ ଉପରେ ଛିଡ଼ା ହୋଇଥିବାବେଳେ ତାଙ୍କ ପୁରୁଷ ସାଥୀ ପାହାଡ଼ ଧାରାରେ ଛିଡ଼ା ହୋଇଛନ୍ତି ଗୋଟିଏ ଗୋଡ଼ରେ। ପାହାଡ଼ ଖୁବ୍‌ ତଳେ କେବଳ ଘଞ୍ଚ ଜଙ୍ଗଲ ଓ ଗୋଟିଏ ରାସ୍ତା ଦେଖାଯାଉଛି। ୟୁଜର୍ସଙ୍କୁ ଭାଗ ଭାଗ କରି ବାଣ୍ଟି ଦେଇଛି ଏହି ଫଟୋ।

କିଛି ୟୁଜର୍ସ ଏହି ଫଟୋକୁ ଫଟୋଶପ୍‌ର କମାଲ କହୁଥିବାବେଳେ ଅନ୍ୟମାନେ ଉକ୍ତ ଦମ୍ପତିଙ୍କୁ ମୁର୍ଖ ଓ ସାଧାରଣ ଜ୍ଞାନର ଅଭାବ ରହିଥିବା କହିଛନ୍ତି। ଫଟୋ ଉଠାଇବା ପାଇଁ କେବଳ ମୁର୍ଖମାନେ ହିଁ ଏତେ ବଡ଼ ବିପଦକୁ ମୁଣ୍ଡେଇପାରିବେ ବୋଲି କିଛି ୟୁଜର୍ସ କମେଣ୍ଟ କରିଛନ୍ତି। ଆଉ ଫଟୋଟି ଆଙ୍ଗେଲ ଯୋଗୁ ବିପଦପୂର୍ଣ୍ଣ ଦେଖାଯାଉଥିବା ମତ ରଖିଛନ୍ତି କିଛି ଟୁଇଟର ବ୍ୟବହାରକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri