Posted inଫୁରସତ

ଜେସିବିରେ ବସି ବେଦୀକୁ ଯାଉଥିଲେ ବରକନ୍ୟା, ହଠାତ୍‌ ଖସିପଡ଼ିଲେ; ଆଉ ତା’ ପରେ…

ସୋସିଆଲ ମିଡିଆରେ ଅନେକ ସମୟରେ ବହୁ ଭିଡିଓ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ କିଛି ଭିଡିଓ ହସର ଖୋରାକ ଯୋଗାଉଥିବା ବେଳେ ଆଉ କିଛି ଭିଡିଓ ଦେଖିଲେ କଷ୍ଟ ଲାଗେ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯାହା ଦେଖିଲେ ଆପଣ ବି ଚକିତ ହେବେ।

ଭିଡିଓରେ ବରକନ୍ୟା ଏକ ଜେସିବିରେ ବସିଥିବା ଦେଖିବାକୁ ମିଳିଛି। ଦୁଇଜଣ ସ୍ବତନ୍ତ୍ର ଭାବରେ ବିବାହ ସମାରୋହକୁ ଏଣ୍ଟ୍ରି ମାରୁଥିଲେ। ଏହି ସମୟରେ ଜେସିବିଟି ମୋଡ଼ି ହୋଇଗଲା। ଫଳରେ ବରକନ୍ୟା ଗଳିପଡ଼ିଲେ। ଏହା ଦେଖି ବିବାହ ଉତ୍ସବରେ ଉପସ୍ଥିତ ଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଭିଡିଓଟି ଏବେ ଟୁଇଟରରେ ଭାଇରାଲ ହେଉଛି। ଏନେଇ ୟୁଜରମାନେ ଭିନ୍ନଭିନ୍ନ ପ୍ରତିକ୍ରିୟା ଦେଇଛନ୍ତି।

 

ବର ଏକ କଳା ରଙ୍ଗର କୋଟ୍‌ ପ୍ୟାଣ୍ଟ ପିନ୍ଧିଥିବା ବେଳେ କନ୍ୟା ଧଳା ରଙ୍ଗ ଡ୍ରେସ୍‌ରେ ନଜର ଆସିଛନ୍ତି। ଜେସିବି ବକେଟ୍‌ରେ ବସି ଭିନ୍ନ ଏକ ଷ୍ଟାଇଲ୍‌ରେ ଏଣ୍ଟ୍ରି କରିଥାନ୍ତେ। ମାତ୍ର ଏହି ସମୟରେ ଜେସିବିର ଅନ୍ୟ ଏକ ଭାଗ ଖୋଲିଗଲା। ଫଳରେ ଉଚ୍ଚରୁ ଟେବୁଲ ଉପରେ ଗଳିପଡ଼ିଲେ ବରକନ୍ୟା।

ଟୁଇଟରରେ ଭିଡିଓଟିକୁ ଲୋକେ ବାରମ୍ବାର ଦେଖୁଛନ୍ତି। ଏହି ଘଟଣା କେଉଁ ଦିନର ସେ ସମ୍ପର୍କରେ କୌଣସି ସୂଚନା ନାହିଁ। ମାତ୍ର ୟୁଜରମାନେ ସୋସିଆଲ ମିଡିଆରେ ଭିଡିଓକୁ ଦେଖି ଅନେକ ପ୍ରତିକ୍ରିୟା ଦେଇଛନ୍ତି। ଜଣେ ୟୁଜର ଲେଖିଛନ୍ତି, ବରକନ୍ୟା ବସିଛନ୍ତି ବୋଲି ଜେସିବି ବୋଧେ ଭୁଲିଗଲା। ସେହିପରି ଆଉ ଜଣେ ୟୁଜର ଲେଖିଛନ୍ତି, ବେଶ୍‌ କୌତୂହଳ ଦୃଶ୍ୟ। ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ଏମିତି କରିବା ଠିକ୍‌ ନୁହଁ। କିଛି ୟୁଜର ଭିଡିଓକୁ ନିଜ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର ବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri