Posted inଖେଳ

ଦମ୍ପତି ଜିତିଲେ ସ୍ବର୍ଣ୍ଣ

ଟୋକିଓ, ୨୯ା୮: ଟୋକିଓ ପାରାଲିମ୍ପିକ ଗେମ୍ସରେ ଗ୍ରେଟ୍‌ ବ୍ରିଟେନର ଦମ୍ପତି ନିଲ୍‌ ଓ ଲୋରା ଫାଚି ସ୍ବର୍ଣ୍ଣ ପଦକ ଜିତିଛନ୍ତି। ତାହା ପୁଣି ୧୬ ମିନିଟ୍‌ର ବ୍ୟବଧାନରେ। ଦୁହେଁ ଟ୍ରାକ୍‌ ସାଇକ୍ଲିଂ ରେସ୍‌ରେ ହାତେଇଛନ୍ତି ଶୀର୍ଷ ସଫଳତା।

ନିଲ୍‌ ଓ ତାଙ୍କ ପାଇଲଟ ମ୍ୟାଟ୍‌ ରୋଥରହାମ୍‌ ବି ୧,୦୦୦ ମିଟର ଟାଇମ୍‌ ଟ୍ରାଏଲ୍‌ରେ ସାଥି ଆଥ୍‌ଲେଟ ଜେମ୍ସ ବଲ୍‌ ଓ ଲୁଇସ ଷ୍ଟିଓ୍ବାର୍ଟଙ୍କୁ ପଛରେ ପକାଇ ଏକ ନୂଆ ବିଶ୍ୱ ରେକର୍ଡ କରିଛନ୍ତି। କିଛି ମିନିଟ୍‌ ପରେ ଲୋରା ତାଙ୍କ ଟିମ୍‌ମେଟ୍‌ କୋରିନେ ହଲ୍‌ଙ୍କ ସହ ମିଶି ୩,୦୦୦ ମିଟର ପରସୁଟ୍‌ ଇଭେଣ୍ଟରେ ଟାଇଟଲ ଜିତିଥିଲେ। ନିଲ୍‌ ଏକ ସାକ୍ଷାତ୍‌କାରରେ କହିଛନ୍ତି, ଏହି ସଫଳତାକୁ ଦୁହେଁ ଭୁଲି ପାରିବି ନାହିଁ। ରିଓ ସଂସ୍କରଣରେ ମଧ୍ୟ ଆମେ ପଦକ ଜିତିଥିଲୁ। ସେଠାରେ ଲୋରା ସ୍ବର୍ଣ୍ଣ ଜିତିଥିବା ବେଳେ ମୁଁ ରୌପ୍ୟ ପାଇଥିଲି। ଏଥର ଦୁହେଁ ସ୍ବର୍ଣ୍ଣ ପଦକ ଜିତିଥିବାରୁ ଆମେ ଖୁବ୍‌ ଖୁସୀ।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?